ମାଲକାନଗିରି

ବଣ୍ଡାଘାଟିରେ ୧୨ ସଂକ୍ରମିତ

ମାଲକାନଗିରି,୧୬ା୫: ସବୁଠି ପହଞ୍ଚତ୍ୟାଉଛି କରୋନା। କେଉଁ ଅଞ୍ଚଳ ମଧ୍ୟ ଏହି ମହାମାରୀ ପାଇଁ ଆଉ ଅପହଞ୍ଚ ହୋଇ ରହିନାହିଁ। ମାଲକାନଗିରି ଜିଲାର ସୁଦୂର ବଣ୍ଡାଘାଟିରେ ମଧ୍ୟ ପହଞ୍ଚତ୍ ଆକ୍ରାନ୍ତ କରିଛି ବଣ୍ଡା ଜନଜାତିଙ୍କୁ। ଏହି ଜନଜାତିର ୧୨ ଜଣ କରୋନା...

କେନାଲରେ ପାଣି ଛଡ଼ା ଯାଇଥିବାରୁ ତଳିଆ ଅଞ୍ଚଳରେ କୃତ୍ରିିମ ବନ୍ୟା

ମାଲକାନଗିରି,୧୫।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସତୀଗୁଡ଼ା ମଧ୍ୟମ ଜଳସେଚନ ବିଭାଗର ବାମପାର୍ଶ୍ୱ କେନାଲ ମାଲକାନଗିରି ପୌର ପରିଷଦ ମଧ୍ୟ ଦେଇ ଚାଷୀଙ୍କ ପାଇଁ ଜଳ ପ୍ରବାହିତ ହେଉଛି। ଝାଟିମାଟି କଲୋନୀଠାରୁ ରିକ୍ଲାମେଶନ କଲୋନୀ ଦେଇ ଏମ୍‌.ଭି-୨ ଗ୍ରାମକୁ ଯାଇଛିା। ବର୍ତ୍ତମାନ କେନାଲରେ...

କରୋନାରେ ଆକ୍ରାନ୍ତ ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ

ମାଲକାନଗିରି/ଏମ୍‌ଭି୭୯,୧୩।୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ଥିବା ବିଏସ୍‌ଏଫ୍‌ କ୍ୟାମ୍ପରେ ଗୁରୁବାର କରୋନାରେ ଆକ୍ରାନ୍ତ ହୋଇ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଅର୍ଜୁନ ତାତି ଓ ଲକ୍ଷ୍ମୀ ତାତି। ଆତ୍ମସମର୍ପଣ ପରେ ଦମ୍ପତିଙ୍କ ଚିକିତ୍ସା...

ଆତ୍ମସମର୍ପଣ କଲେ ମାଓବାଦୀଙ୍କୁ ଯୋଗାଇ ଦିଆଯିବ ଚିକିତ୍ସା

ମାଲକାନଗିରି,୯ା୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାର ବିଭିନ୍ନ ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀମାନେ ମଧ୍ୟ କରୋନା କବଳରୁ ମୁକୁଳି ପାରିନାହାନ୍ତି। ୫୦ରୁ ଊର୍ଦ୍ଧ୍ୱ ମାଓବାଦୀ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏପରି କି ୨୫ ଲକ୍ଷ ଟଙ୍କା...

ବୃଦ୍ଧଙ୍କ ଗଳା କାଟିଦେଲେ

ମାଲକାନଗିରି/ପଡ଼ିଆ,୮ା୫: ମାଲକାନଗିରି ଜିଲା ପଡ଼ିଆ ବ୍ଲକ ନିଲିଗୁଡା ପଞ୍ଚାୟତ ନିଲିଗୁଡା ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟଛି। ୨ ଜଣ ଯୁବକ ଜଣେ ବୃଦ୍ଧଙ୍କୁ ଗଳା କାଟି ହତ୍ୟା କରିଥିଲେ। ମୃତକ ହେଲେ ଗ୍ରାମର ବୁଦୁରା ପଡିଆମି...

କାଲିମେଳା ପୂର୍ବତନ ତହସିଲଦାର ନିଲମ୍ବିତ

ମାଲକାନଗିରି/କାଲିମେଳା,୬ା୫: ମାଲକାନଗିରି ଜିଲା କାଲିମେଳା ବ୍ଲକରେ ହୋଇଥିବା ଜମି ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗରେ ପୂର୍ବତନ ତହସିଲଦାର ଆଲୋକ କୁମାର ଅନୁଗୁଳିଆଙ୍କୁ ଗୁରୁବାର ଚାକିରିରୁ ନିଲମ୍ବନ କରାଯାଇଛି। ବିଭାଗୀୟ ସଚିବ ଚିଠି ନଂ. ୧୩୬୩୫/୨୧ରେ ତାଙ୍କୁ ନିଲମ୍ବନ କରାଯାଇଛି। ଘଟଣାର...

କୁର୍ତ୍ତି ହାଟରେ ପିଇଥିଲେ ଲସି: ରାତି ନପାହୁଣୁ ଶତାଧିକ ବ୍ୟକ୍ତି ମେଡିକାଲରେ ଭର୍ତ୍ତି

ମାଲକାନଗିରି,୧।୫(ଡି.ଏନ୍‌.ଏ.): ଲସି ପିଇ ଶତାଧିକ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା କାଲଦା ପଞ୍ଚାୟତର ବିଭିନ୍ନ ଗାଁରେ। ଉକ୍ତ ଅଞ୍ଚଳର ୬୦ ଜଣଙ୍କୁ ପଡ଼ିଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟମାନଙ୍କ ମଧ୍ୟରୁ କେତେକ ଘରେ...

ଆମ୍ବୁଲାନ୍ସରେ ଘଣ୍ଟାଘଣ୍ଟା ଧରି ଅଟକି ରହିଲେ ମା’ଓ ଯାଆଁଳା ଶିଶୁ

ମାଲକାନଗିରି,୩୦ା୪: ନର୍ସଙ୍କ ଅବହେଳା ଯୋଗୁ ରାତି ଅନ୍ଧାରରେ ଘଣ୍ଟା ଘଣ୍ଟା ଧରି ଆମ୍ବୁଲାନ୍ସ ମଧ୍ୟରେ ଫସି ରହିଥିଲେ ଦୁଇ ନବଜାତ ଶିଶୁ। ପରିବାର ଲୋକେ ଯେତେ କାକୁତିମିନତି ହୋଇଥିଲେ ମଧ୍ୟ ଡାକ୍ତରଖାନା ନର୍ସ ସେମାନଙ୍କୁ ଚିକିତ୍ସା ପାଇଁ ଆଡ୍‌ମିଶନ କରି...

ମାଓବାଦୀଙ୍କ ବର୍ବରତା: ଜାଳି ଦେଲେ ୭ ଗାଡ଼ି

ମାଲକାନଗିରି,୨୬ା୪: ଛତିଶଗଡ଼ରେ ଅପରେଶନ ପ୍ରହାର-୩କୁ ବିରୋଧ କରି ମାଓବାଦୀଙ୍କ ପକ୍ଷରୁ ଏପ୍ରିଲ ୨୬ରେ ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ସୋମବାର ମାଲକାନଗିରି ଜିଲାରେ ଦେଖିବାକୁ ମିଳିଥିଲା। ବନ୍ଦ ଡାକରା ଯୋଗୁ ଜିଲାରେ ସମସ୍ତ ସରକାରୀ ବସ୍‌ ଚଳାଚଳ...

କରୋନା ଆକ୍ରାନ୍ତ ମହିଳାଙ୍କ ସୁରକ୍ଷିତ ପ୍ରସବ କରାଇଲେ ଡାକ୍ତର

ମାଲକାନଗିରି,୨୬ା୪: ମାଲକାନଗିରି ଜିଲା ସଦରସ୍ଥିତ କୋଭିଡ୍‌ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମହିଳା ସୋମବାର ଏକ ଶିଶୁପୁତ୍ର ଜନ୍ମ ଦେଇଛନ୍ତି। ମହିଳା ଜଣକ କରୋନା ସଂକ୍ରମିତ ହୋଇଥିବାରୁ ତାଙ୍କର ପ୍ରସବ କିପରି ହେବ ସେ ନେଇ ପରିବାର ଲୋକେ ଚିନ୍ତିତ...

ଅପହୃତ ଏଏସ୍‌ଆଇଙ୍କୁ ହତ୍ୟା କଲେ ମାଓବାଦୀ, ଅଟକାଇଲେ ଯାତ୍ରୀବାହୀ ଟ୍ରେନ୍‌; ଲଗାଇଲେ ପୋଷ୍ଟର

ମାଲକାନଗିରି,୨୪।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଜଣେ ପୋଲିସ ଏଏସ୍‌ଆଇଙ୍କୁ ଅପହରଣର ତିନିଦିନ ପରେ ମାଓବାଦୀମାନେ ଶୁକ୍ରବାର ପ୍ରଜାକୋର୍ଟରେ ହତ୍ୟା କରିଛନ୍ତି। ଡିଆରଜି ଯବାନ ଭାବେ କାର୍ଯ୍ୟ କରୁଥିବା ମୁରଲି ତାତି ଗତ ଛୁଟିରେ ନିଜ ଗଁା...

ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ଭାଙ୍ଗିଲା କେନାଲ

ମାଲକାନଗିରି,୨୧ା୪: ମାଲକାନଗିରି ଜିଲା ପୋଟେରୁ ଜଳସେଚନ ବିଭାଗର ତମସା ମୁଖ୍ୟ କେନାଲ ଭାଙ୍ଗି ବୁଧବାର ଏକ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ମାଡି ଚାଷ ଜମି ବାଲିଚର ହୋଇଯାଇଛି। ଏପରି କି ୬ ଜଣଙ୍କ ଘରେ ପାଣି ପଶିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri