ମାଲକାନଗିରି

ଆଖି ବୁଜି ଦେଇଛି ପ୍ରଶାସନ: ଭଡା ଘରେ ଚାଲିଛି କୋଚିଂ ସେଣ୍ଟର

ମାଲକାନଗିରି,୫ା୭(ଡି.ଏନ୍‌.ଏ.)-କରୋନା ମହାମାରୀ ରୋଗ ଯେପରି ନ ବ୍ୟାପିବ, ଛାତ୍ରୀଛାତ୍ରମାନେ ସୁରକ୍ଷିତ ରହିବେ ସେଥିପାଇଁ ରାଜ୍ୟ ସରକାର ଗତ ମାର୍ଚ୍ଚରୁ ବାର୍ଷିକ ପରୀକ୍ଷା ନ କରି ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରି ଛାତ୍ରାବାସଗୁଡିକ ଖାଲି କରାଇ ପିଲାଙ୍କୁ ନିଜ ଘରକୁ...

ଟ୍ରାକ୍ଟରରୁ ୧୧କୁଇଣ୍ଟାଲ ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୩ା୭(ଡି.ଏନ.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଗୁଣ୍ଠାୱାଡା ପଞ୍ଚାୟତ ଘାଟକୋଣ୍ଡା ଓ ବୁରୁଡ଼ିପୁଟ ଗ୍ରାମରୁ ଆନ୍ଧ୍ରକୁ ଏକ ଟ୍ରାକ୍ଟର ଯୋଗେ ଗଞ୍ଜେଇ ଚୋରାଚାଲାଣ ହେଉଥିବାବେଳେ ଧରାପଡିଛି। ଏହାର ପରିମାଣ ୧ ୧କୁଇଣ୍ଟାଲ  ୭୦ କେଜି। ଚିତ୍ରକୋଣ୍ଡା ଥାନା ଅଧିକାରୀ ଯୁଗଳ...

ଛୁଟିରେ ଘରକୁ ଆସିଥିଲେ: କନେଷ୍ଟବଳଙ୍କୁ ତୀର ମାରି ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨ା୭(ସ୍ବ.ପ୍ର.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ପୁଣି ମାଓବାଦୀ ମାନେ ସକ୍ରିୟ ହୋଇଛନ୍ତି। ଜଣେ ସହକାରୀ କନଷ୍ଟେବଳଙ୍କୁ ହତ୍ୟା କରିଛନ୍ତି। ତାଙ୍କ ନାମ ସୋମାର ପୋୟାମ। ସେ ନିକଟରେ ଛୁଟିରେ ମାଥାବାଡା ଗ୍ରାମସ୍ଥିତ ନିଜ ଘରକୁ ଆସିଥିଲେ। ବୁଧବାର...

କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ

ଚିତ୍ରକୋଣ୍ଡା,୨୮।୬(ଡି.ଏନ୍‌.ଏ.)- କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଚିତ୍ରକୋଣ୍ଡା ଗ୍ରାମ ପଞ୍ଚାୟତ ଅଞ୍ଚଳରେ। ମୃତକ ହେଲେ ଉକ୍ତ ପଞ୍ଚାୟତ ଅନ୍ତର୍ଭୁକ୍ତ ଜଲାସାହିର ଅର୍ଜୁନ ମାଝୀଙ୍କର...

ପୁଣି ଅଶାନ୍ତ ସ୍ବାଭିମାନ ଅଞ୍ଚଳ: ଗୋରାସେତୁଠାରେ ପ୍ରଜାମେଳି

କୋରୁକୋଣ୍ଡା,୨୮ା୬(ଡି.ଏନ୍‌.ଏ.): ପୁଣି ଅଶାନ୍ତ ହୋଇଉଠିଛି ସ୍ବାଭିମାନ ଅଞ୍ଚଳ। ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଦିନକୁ ଦିନ ଦାନା ବାନ୍ଧୁଛି ସରକାର ତଥା ବିଏସ୍‌ଏଫ୍‌ ବିରୋଧୀ ସ୍ବର। ସ୍ବାଭିମାନ ଅଞ୍ଚଳର ଦରଲାବେଡ଼ାଠାରେ ଗତ ୨୪ ତାରିଖରେ କିଛି ଶ୍ରମିକ କାମ ସାରି...

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ

ଦଶମନ୍ତପୁର/ଜୟପୁର,୨୭ା୬ (ନି.ପ୍ର.)-କୋରାପୁଟ ଜିଲା ଜୟପୁର ଭିଜିଲାନ୍ସ ପକ୍ଷରୁ ଶନିବାର ହିତାଧିକାରୀଙ୍କଠାରୁ ଲାଞ୍ଚ ନେବା ବେଳେ ଜଣେ ମହିଳା ସରପଞ୍ଚ ଧରାପଡ଼ିଛନ୍ତି। ତାଙ୍କଠାରୁ ଟଙ୍କା ଜବତ କରାଯାଇ ତାଙ୍କୁ ଗିରଫ କରାଯାଇଛି। ଦଶମନ୍ତପୁର ବ୍ଲକ ମୁଜାଙ୍ଗ ପଞ୍ଚାୟତରେ ଏପରି ଘଟଣା ଘଟିଛି।...

ମାଲକାନଗିରି ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ: ୪ ବିଏସ୍‌ଏଫ୍‌ ଯବାନ ସଂକ୍ରମିତ

ମାଲକାନଗିରି,୨୭ା୬(ଡି.ଏନ୍‌.ଏ)-ମାଲକାନଗିରି ଜିଲାରେ ଶନିବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୪ ଜଣ ବିଏସ୍‌ଏଫ୍‌ ଯବାନ ରହିଛନ୍ତି। ଆକ୍ରାନ୍ତ ଯବାନମାନେ ସଦର ମହକୁମା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ କିଛିଦିନ ପୂର୍ବରୁ ଉତ୍ତରପ୍ରଦେଶ ଓ ରାଜସ୍ଥାନରୁ...

ମାଲକାନଗିରିରେ ବଢ଼ିଚାଲିଛି ଗୁଣିଗାରେଡ଼ି ଜନିତ ମୃତ୍ୟୁସଂଖ୍ୟା: ଦମ୍ପତିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ମାଲକାନଗିରି,୨୭ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗୁଣିଗାରେଡ଼ି ସନ୍ଦେହ ଜନିତ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ଦୁଇଦିନ ତଳେ ମା’-ଝିଅଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ବେଳେ ଶନିବାର ଆଉ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଶୁକ୍ରବାର ରାତିରେ କୌଣସି...

୮୦ ହଜାର ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ

ମାଲକାନଗିରି,୨୬ା୬(ଡି.ଏନ୍‌.ଏ.)-ସରକାରୀ ଜାଗାରେ ଘର କରିବା ନେଇ ହୋଇଥିବା ମାମଲାକୁ ଉଠାଇଦେବାକୁ କହି ଜଣେ ବ୍ୟକ୍ତିଙ୍କଠାରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ତାଙ୍କ ନାମ...

ସୁପ୍ରିମକୋର୍ଟ କଟକଣା: ମନ୍ଦିର ବେଢ଼ା ଭିତରେ ହେଲା ପହଣ୍ଡି, ଭକ୍ତଙ୍କୁ ବାରଣ

ମାଲକାନଗିରି,୨୩।୬(ଡି.ଏନ.ଏ): ସୁପ୍ରିମକୋର୍ଟଙ୍କ  ନିର୍ଦ୍ଦେଶ ଓ ରାଜ୍ୟ ସରକାରଙ୍କ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରି ମାଲକାନଗିରିରେ ଘୋଷଯାତ୍ରା ପାଳିତ ହୋଇଯାଇଛି ା ଜିଲା ସଦର ମହକୁମାସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମୁଖ୍ୟ ଫାଟକରେ ତାଲା...

୫ କି.ମି ପାହାଡ଼ ଚଢ଼ି ଦୁର୍ଗମ ଗ୍ରାମରେ ପହଞ୍ଚିଲେ ବିଡିଓ

ଖଇରପୁଟ,୨୨ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଗୋବିନ୍ଦପାଲି ପଞ୍ଚାୟତର ପାହାଡ଼ ଉପରେ ଥିବା ଦୁର୍ଗମ ଗ୍ରାମ ମଇଁଷିଖାଲ ଗ୍ରାମକୁ ସୋମବାର ବିଡିଓ ହୃଦାନନ୍ଦ ସାହୁ ଗସ୍ତ କରିଛନ୍ତି। ପାହାଡ ଚଢି ୫କି.ମି. ଚାଲିଚାଲି ଯାଇ ସେ ଉକ୍ତ ଗ୍ରାମରେ ପହଞ୍ଚତ୍ଛନ୍ତି।...

ନିର୍ଭୟରେ ବିନା ମାସ୍କରେ ବୁଲୁଝନ୍ତି ଲୋକେ: ଯାଞ୍ଚ ବେଳେ ଗଣୁଛନ୍ତି ତଣ୍ଡ

କୋରୁକୋଣ୍ଡା୨୨।୬(ଡି.ଏନ୍‌.ଏ): ଦେଶରେ ଅନଲକ୍‌ ୧ ଚାଲୁଥିବା ବେଳେ ସାମାଜିକ ଦୂରତ୍ୱ ବଜାଇରଖିବା ଓ ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ସୋମବାର ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ, କୋରୁକୋଣ୍ଡା ରାଜସ୍ବ ବିଭାଗ ଓ ମାଲକାନଗିରି ପୋଲିସ ପକ୍ଷରୁ କୋରୁକୋଣ୍ଡା ବ୍ଲକ ସଦର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri