ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ, ଆଗାମୀ ୧୦ ବର୍ଷରେ ୧୦୦ ଟାର୍ଗେଟ
ଭୁବନେଶ୍ୱର,୨୫।୪: ମୟୁରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ପରେ ଆସିଛି ଆଉ ଏକ ଖୁସି ଖବର। ଶୁକ୍ରବାର ବନ୍ୟପ୍ରାଣୀ ପିସିସିଏଫ ପ୍ରେମ କୁମାର ଝା ଦେଇଥିବା ସୂଚନା ଅନୁଯାୟୀ ଶିମିଳିପାଳ ଜାତୀୟ ଉଦ୍ୟାନରେ ୪୦ ମହାବଳ...