ମୟୂରଭଞ୍ଜ

ଅର୍ବାନ ବ୍ୟାଙ୍କ ଓ ଚିଟ୍‌ଫଣ୍ଡ ଜମାକାରୀ ହତାଶ : ଦାବି ପୂରଣ ନ ହେଲେ ୨୩ରେ ଆନ୍ଦୋଳନ

ବାରିପଦା ଅଫିସ,୬ା୧୨- ମୟୂରଭଞ୍ଜ ଜିଲା ବାରିପଦାଠାରେ ଥିବା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ଦୀର୍ଘ ବର୍ଷ ହେବ ପରିଚାଳନାଗତ ତ୍ରୁଟି ଯୋଗୁ ବନ୍ଦ ହୋଇ ପଡ଼ିଛି। ଏହି ବ୍ୟାଙ୍କରେ…

5 years ago

୧୦ଦିନ ହେଲା ସ୍କୁଲରେ ତାଲା

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତର କରଡ଼ାପାଳ ପ୍ରାଥମିକ ବିଦ୍ୟାଳୟରେ ଆଜିକୁ ୧୦ଦିନ ହେବ ତାଲା ପକାଇ ଗ୍ରାମବାସୀ ଆନ୍ଦୋଳନ କରିଛନ୍ତି। ଏହି…

5 years ago

ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ୪ ଦଫା ଦାବି ନେଇ ଜାତୀୟ ଯୁବ ପ୍ରକଳ୍ପର ସଭ୍ୟମାନେ କରଞ୍ଜିଆ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ରତୀକ…

5 years ago

ଚାଷୀଙ୍କୁ ଦିଆଯାଉଛି ପୁରୁଣା କୃଷି ଯନ୍ତ୍ରପାତି

ବାରିପଦା ଅଫିସ,୬ା୧୨- ମୟୂରଭଞ୍ଜ ଜିଲା ବାରିପଦାରେ କୃଷକମାନଙ୍କୁ ପୁରୁଣା ଯନ୍ତ୍ରପାତିକୁ ରଙ୍ଗ ଦେଇ ନୂଆ କରି ବିକ୍ରୟ କରାଯାଉଛି। ଏହାକୁ କୃଷକ ମହଲରେ ବିରୋଧ କରାଯାଇଛି। ସୂଚନା…

5 years ago

ମହିଳାଙ୍କଠାରୁ ୯୦ ହଜାର ଲୁଟ୍‌

ବାରିପଦା ଅଫିସ,୫ା୧୨- ବାରିପଦା ସହରର ଭଞ୍ଜପୁର ଅଞ୍ଚଳରୁ ବୁଧବାର ଜଣେ ମହିଳାଙ୍କଠାରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ଯମୁନାଦେଇପୁରର ବିଳାସ ମହାନ୍ତ।…

5 years ago

ଅସଦାଚରଣ ଅଭିଯୋଗର ନିରପେକ୍ଷ ତଦନ୍ତ ଦାବି: ଥାନା ଆଗରେ ଛାତ୍ରୀଙ୍କ ବିକ୍ଷୋଭ, ରାସ୍ତା ଅବରୋଧ

ରାଇରଙ୍ଗପୁର,୫ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା କଲେଜ ଛାତ୍ରୀ ଟ୍ୟୁଶନ ଯାଇଥିବାବେଳେ ମଙ୍ଗଳବାର ଜଣେ କମ୍ପ୍ୟୁଟର ଶିକ୍ଷକ ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ରାଇରଙ୍ଗପୁର…

5 years ago

ଛାତ୍ରୀଙ୍କୁ ଅସଦାଚରଣ କରି କମ୍ପ୍ୟୁଟର ଶିକ୍ଷକ ଗିରଫ

ରାଇରଙ୍ଗପୁର,୪ା୧୨(ଡି.ଏନ୍‌.ଏ.): ରାଇରଙ୍ଗପୁର ଅଞ୍ଚଳରେ ଜଣେ ବଳାତ୍କାର ପୀଡିତା ଅଧ୍ୟାପିକା ଆତ୍ମହତ୍ୟା କରିବା ଘଟଣା ଆଲୋଡନ ସୃଷ୍ଟି କରିଥିବା ବେଳେ ପୁଣି ଜନୈକା କଲେଜ ଛାତ୍ରୀଙ୍କୁ ଜଣେ କମ୍ପ୍ୟୁଟର…

5 years ago

ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା

ବାରିପଦା ଅଫିସ/ ରାଇରଙ୍ଗପୁର,୪ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ପୋଲିସର ଅବହେଳା କାରଣରୁ ବଳାତ୍କାର ପୀଡ଼ିତା ଜଣେ ଅଧ୍ୟାପିକା ନ୍ୟାୟ ନ ପାଇ ଜୀବନ ହାରିବା ଘଟଣା ସମଗ୍ର ରାଜ୍ୟରେ…

5 years ago

ଅଭିଯୁକ୍ତଙ୍କ ଗିରଫ ଦାବିରେ ଟାୟାର ଜାଳି ରାସ୍ତାରୋକ

ବାରିପଦା ଅଫିସ/ବୈଶିଙ୍ଗା,୪ା୧୨- ଏକ ଛାତ୍ରୀ ଅସଦାଚରଣ ମାମଲାର ଅଭିଯୁକ୍ତ ମାସେରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ବେଳେ ତାଙ୍କୁ ଧରିବାକୁ ପୋଲିସ ଗୁରୁତ୍ୱ ଦେଉ ନାହିଁ।…

5 years ago

କରଞ୍ଜିଆ ଏନଏସି : ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଠାକୁରମୁଣ୍ଡା,୪ା୧୨(ଡି.ଏନ୍‌.ଏ.)- କରଞ୍ଜିଆ ଏନଏସିରେ କାର୍ଯ୍ୟରତ ସମସ୍ତ ସଫେଇ କର୍ମଚାରୀ କେତେକ ଦାବି ନେଇ ମଙ୍ଗଳବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସଫେଇ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଦୀର୍ଘ…

5 years ago