ମୟୂରଭଞ୍ଜ

ଗୋଟିଏ ଦିନରେ ୪ ବଳାତ୍କାର ମାମଲା ରୁଜୁ

ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ଥାନାରେ ଗୋଟିଏ ଦିନରେ ୪ଟି ବଳାତ୍କାର ମାମଲା ରୁଜୁ ହୋଇଛି। ବୁଧବାର ଠାକୁରମୁଣ୍ଡା, କରଞ୍ଜିଆ, ଗୋରୁମହଷାଣି ଓ ଝାରପୋଖରିଆ ଥାନାରେ ଗୋଟିଏ…

5 years ago

ଛାତ୍ରୀଙ୍କୁ ଅସଦାଚରଣ, ବିଦ୍ୟାଳୟରେ ଉତ୍ତେଜନା

ବୈଶିଙ୍ଗା,୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଏକ ହାଇସ୍କୁଲର ଜନୈକା ଦଶମଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ଅସଦାଚରଣ କରିଥିବା ନେଇ ଥାନାରେ…

5 years ago

ଜାତୀୟ ଏକତା ଦିବସ : ଦେଶର ଏକତା, ଅଖଣ୍ଡତା ଅକ୍ଷୁଣ୍ଣ ରଖିବାକୁ ଶପଥ

ବାରିପଦା ଅଫିସ,୩୧।୧୦: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ.ପ୍ରଜ୍ଞା ପାରମିତା ଜେନାଙ୍କ…

5 years ago

ହଷ୍ଟେଲ ଛାଡୁଛନ୍ତି ଛାତ୍ରୀ, ମରାମତି ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ

ବାରିପଦା ଅଫିସ,୩୧।୧୦: ମୟୂରଭଞ୍ଜ ଜିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଆଦିବାସୀ ଛାତ୍ରୀ ହଷ୍ଟେଲ ବହୁ ଅବ୍ୟବସ୍ଥା ଭିତରେ ଗତି କରୁଛି। ଏହି ହଷ୍ଟେଲଟି ୧୦୦ ଶଯ୍ୟା ବିଶିଷ୍ଟ…

5 years ago

୨୦୨୦ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଆବଶ୍ୟକ ଅର୍ଥ ନାହିଁ : ଜିଲାପାଳଙ୍କୁ ଭେଟି ସହାୟତା ଲୋଡ଼ିଲେ ଆଥଲେଟ ଜଉନା ମୁର୍ମୁ

ବାରିପଦା ଅଫିସ,୩୧ା୧୦- ୨୦୨୦ ଟୋକିଓରେ ହେବାକୁ ଥିବା ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେବାକୁ ଅନ୍ତର୍ଜାତୀୟସ୍ତରୀୟ ଆଥଲେଟ ଜଉନା ମୁର୍ମୁଙ୍କ ନିକଟରେ ସମ୍ବଳ ନାହିଁ। ଏହି ଅଲିମ୍ପିକ୍ସ ପାଇଁ…

5 years ago

ଗୃହଦାହ: ଜ୍ୱାଇଁ ନାମରେ ମାମଲା

ଖୁଣ୍ଟା,୩୧ା୧୦(ଡି.ଏନ୍‌.ଏ.)-ଖୁଣ୍ଟା ଥାନା ଅଧୀନ ଗିରିଶ୍ଚନ୍ଦ୍ରପୁର ଗ୍ରାମରେ ଜନୈକା ମହିଳାଙ୍କ ଘର ପୋଡ଼ି ଯାଇଛି। ଏଥିନେଇ ମହିଳା ଜଣକ ନିଜ ଜ୍ୱାଇଁ ନାମରେ ଖୁଣ୍ଟା ଥାନାରେ ଅଭିଯୋଗ କରିଛନ୍ତି।…

5 years ago

ତେଜୁଛି କଲେଜ ବିବାଦ: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଡ଼ିଲା ତାଲା

କୁଆମରା,୩୧ା୧୦(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରଙ୍କ ମଧ୍ୟରେ ବିବାଦ ଦିନକୁ ଦିନ ତେଜିବାରେ ଲାଗିଛି। ଗତ…

5 years ago

ବାଘଡାରୋଡ଼ରୁ ହଟିଲା ବେଆଇନ ଘରୋଇ ବସ୍‌ ପାର୍କିଂ

ବାରିପଦା ଅଫିସ,୩୧ା୧୦- ବାରିପଦା ସହରର ବ୍ୟସ୍ତ ବହୁଳ ସତ୍ୟସାଇ ଛକ ତଥା ବାଘଡା ରୋଡ଼ରେ ହେଉଥିବା ବେଆଇନ ଘରୋଇ ବସ୍‌ ପାର୍କିଂକୁ ବୁଧବାର ସାରେ ହଟାଯାଇଛି। ପୂର୍ବାଞ୍ଚଳ…

5 years ago

ବଜ୍ରକାପ୍ତା ଜବତ: ୪ ଚାଲାଣକାରୀ ଗିରଫ

ବାରିପଦା ଅଫିସ,୩୦ା୧୦- ବାରିପଦା ବନଖଣ୍ଡ ଅଧୀନ କୁଳିଅଣା ନିକଟରେ ଚଢାଉ କରି ମଙ୍ଗଳବାର ବନ ବିଭାଗ ଏକ ବଜ୍ରକାପ୍ତା ଜବତ କରିଛି। ଏହି ଘଟଣାରେ ୪ ଚାଲାଣକାରୀ…

5 years ago

ସମସ୍ୟା ସମାଧାନ ନ ହେଲେ ଅହିଂସା ପଦଯାତ୍ରା

ବାରିପଦା ଅଫିସ,୩୦ା୧୦- ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ପଢ଼ୁଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ସମ୍ବନ୍ଧୀୟ…

5 years ago