ମୟୂରଭଞ୍ଜ

ବ୍ଲକ ସମ୍ମୁଖରେ ଜାମବଣୀ ପଞ୍ଚାୟତବାସୀଙ୍କ ଧାରଣା

କପ୍ତିପଦା,୨୮ା୧୦(ଡ଼ି.ଏନ.ଏ)- କପ୍ତିପଦା ବ୍ଲକର ଜାମବଣୀ ପଞ୍ଚାୟତରେ ଅଚଳାବସ୍ଥା ଲାଗି ରହିଥିବା ଅଭିଯୋଗ କରି ବହୁ ପୁରୁଷ ମହିଳା ସୋମବାରଠାରୁ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ଧାରଣାରେ ବସିଛନ୍ତି। ଅଭିଯୋଗ…

5 years ago

ଜମିବାଡି ବିବାଦକୁ କେନ୍ଦ୍ରକରି ମହିଳାଙ୍କୁ ଆକ୍ରମଣ

ବୈଶିଙ୍ଗା, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା କେନ୍ଦୁଆ ପଞ୍ଚାୟତର ଦଲଦଲି ଗ୍ରାମରେ ଦୀର୍ଘଦିନ ଧରି ଲାଗି ରହିଥିବା ଏକ ପୁରୁଣା ଜମିବାଡି ବିବାଦ ଶେଷରେ ତୀବ୍ର ଆକାର…

5 years ago

ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ ପାଇବେ ମୀନା ମହାନ୍ତି

ବାରିପଦା ଅଫିସ, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବାରିପଦା ସହର ବାଘଡାରୋଡର ମୀନା ମହାନ୍ତିଙ୍କୁ ମିଳିବ ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ-୨୦୧୯। ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିଭାଲ କାର୍ଯ୍ୟକ୍ରମରେ ତାଙ୍କୁ ଏହି ସମ୍ମାନରେ…

5 years ago

ତାଲିମ ନେଲେ ୬୦ ଶିକ୍ଷୟିତ୍ରୀଶିକ୍ଷକ

ବାରିପଦା ଅଫିସ, ୨୭ା୧୦-କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନର ଭୁବନେଶ୍ୱର କେନ୍ଦ୍ର ଓ ମୟୂରଭଞ୍ଜ ଜିଲା ଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ବାରିପଦା ମହାରାଣୀ ପ୍ରେମ କୁମାରୀ ଉଚ୍ଚ ବାଳିକା…

5 years ago

ବାରିପଦା ପାଲଟିଛି ଅପରାଧୀଙ୍କ ଆଡ୍ଡାସ୍ଥଳୀ

ବାରିପଦା ଅଫିସ,୨୭।୧୦-ଉତ୍ତର ଓଡ଼ିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ର ତଥା ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଚିତ ବାରିପଦା ସହରରେ ଦିନକୁ ଦିନ ଏବେ ଅପରାଧ ଘଟଣା ବୃଦ୍ଧି ପାଇବାରେ…

5 years ago

ଲଘୁଚାପ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି

କୁଆମରା/ଉଦଳା/ ରାସଗୋବିନ୍ଦପୁର, ୨୭।୧୦ (ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେତେକ ଅଞ୍ଚଳରେ ରାସ୍ତାରେ…

5 years ago

ପୂର୍ବାଞ୍ଚଳ ଆଇଜିଙ୍କ ସମୀକ୍ଷା: ମାସକ ମଧ୍ୟରେ ବିଦା ହେବେ ବିଶୃଙ୍ଖଳିତ ପୋଲିସ ଅଧିକାରୀ

ବାରିପଦା ଅଫିସ,୨୬ା୧୦- ପୂର୍ବାଞ୍ଚଳ ପୋଲିସ ଆଇଜି ଦିପ୍ତେଶ କୁମାର ପଟ୍ଟନାୟକ ମୟୂରଭଞ୍ଜ ଜିଲାର ବିଭିନ୍ନ ଥାନା ଉପଖଣ୍ଡ କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗତ ବୁଧବାରଠାରୁ…

5 years ago

ସୁନା ଦୋକାନୀଙ୍କଠାରୁ ଲୁଟ ଉଦ୍ୟମ: ଅଭିଯୁକ୍ତ ଗିରଫ

ବାରିପଦା ଅଫିସ,୨୬ା୧୦- ବାରିପଦା ସହରର ଜିଲା ପ୍ରାଣୀ ଚିକିତ୍ସାଳୟ ନିକଟରେ ଗତ ମଙ୍ଗଳବାର ରାତିରେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ ଉଦ୍ୟମ ଘଟଣାରେ ଟାଉନ ଥାନା ପୋଲିସ…

5 years ago

ପ୍ରସୂତିଙ୍କୁ ଘରୋଇ ମେଡିକାଲ ନେବା ପାଇଁ ଡାକ୍ତରଙ୍କ ତାଗିଦ୍‌ ଭିଡିଓ ଭାଇରାଲ

ବାରିପଦା ଅଫିସ,୨୬ା୧୦- ବଣ ପାହାଡ଼ ଘେରା ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଠିକ୍‌ ଭାବେ ସ୍ବାସ୍ଥ୍ୟ ସେବା ପ୍ରଦାନ ପାଇଁ ବାରିପଦାଠାରେ ମେଡିକାଲ କଲେଜ ପ୍ରତିଷ୍ଠା…

5 years ago

ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍‌ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍‌ର…

5 years ago