ମୟୂରଭଞ୍ଜ

୭ ଫୁଟ ଲମ୍ବର ରଣା ଉଦ୍ଧାର

ଉଦଳା,୧୪ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ବିସିପୁର ପଞ୍ଚାୟତ କାଦୁସାହି ଗ୍ରାମର ଜଗନ୍ନାଥ ହେମ୍ବ୍ରମଙ୍କ ବାଡିରୁ ରବିବାର ୭ ଫୁଟ ଲମ୍ବର ଏକ ରଣା ସାପ…

5 years ago

ଗ୍ୟାସ୍‌ ଲିକ୍‌ରୁ ଜଳିଗଲା ଦୋକାନ

ଉଦଳା,୧୪ା୧୦(ଡି.ଏନ୍‌.ଏ.): ଉଦଳା ଥାନା ଶ୍ରୀଦାମଚନ୍ଦ୍ରପୁର ଛକ ନିକଟରେ ଥିବା ରବୀନ୍ଦ୍ର ମହାନ୍ତ ଦୋକାନରେ ରବିବାର ଗ୍ୟାସ ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଏକ ଲକ୍ଷରୁ…

5 years ago

ଜିଲାରେ ବେଆଇନ ଗୋଚାଲାଣ ବନ୍ଦ ଦାବି: ଏସ୍‌ପିଙ୍କୁ ସାକ୍ଷାତ କଲେ ଏମ୍‌ପି, ବିଧାୟକ

ବାରିପଦା ଅଫିସ,୧୪ା୧୦- ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟର ସୀମାବର୍ତ୍ତୀ ଜିଲା ହେଉଛି ମୟୂରଭଞ୍ଜ। ଏଠାରେ ପ୍ରତିଦିନ ବେଆଇନ ଭାବେ ଗୋଚାଲାଣ କରାଯାଉଛି। ଏହି ଘଟଣାରେ ଜିଲା ପୋଲିସ…

5 years ago

୫-ଟି ସଚିବଙ୍କ ବାରିପଦା ମେଡିକାଲ କଲେଜ ପରିଦର୍ଶନ : ‘୪ ମାସ ମଧ୍ୟରେ ଉନ୍ନତ ଭିତ୍ତିଭୂମି ଗଢ’

ବାରିପଦା ଅଫିସ,୧୪ା୧୦- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ରବିବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ…

5 years ago

ପାଥୋଲାବ୍‌ରେ ଯୁବତୀଙ୍କୁ ଅସଦାଚରଣ

ବୈଶିଙ୍ଗା/ବଡ଼ସାହି,୧୪ା୧୦(ଡି.ଏନ୍‌.ଏ./ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ବଜାରଠାରେ ଥିବା ଏକ ପାଥୋଲୋଜି ସେଣ୍ଟରକୁ ରବିବାର ରକ୍ତ ପରୀକ୍ଷା କରିବା ପାଇଁ ଆସିଥିବା ଜନୈକା ଯୁବତୀଙ୍କୁ…

5 years ago

ମଦ ବୋଝେଇ ଟ୍ରକ୍‌ ଦୁର୍ଘଟଣା ଗ୍ରସ୍ତ

ଉଦଳା,୧୪ା୧୦(ଡି.ଏନ୍‌.ଏ.): ଯଶିପୁର ଅଭିମୁଖେ ଯାଉଥିବା ଏକ ମଦ ବୋଝେଇ ଟ୍ରକ ଶନିବାର ବିଳମ୍ବିତ ରାତିରେ ଉଦଳା ଥାନା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋଲିସ ଟ୍ରକ ସହ ମଦ…

5 years ago

ଦ୍ୱାରଶୁଣି ଘାଟିରେ ଦୁର୍ଘଟଣା, ଟ୍ରକ ଚାଳକ ମୃତ

ବାଙ୍ଗିରିପୋଷି,୧୪ା୧୦(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ରବିବାର ଟ୍ରକ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ହେଲପର ଆହତ ହୋଇଛନ୍ତି।…

5 years ago

ସୁବ୍ରତଙ୍କୁ ଭାରତୀୟ ଯୁବ ପୁରସ୍କାର

ବାରିପଦା ଅଫିସ,୧୩।୧୦- ମୟୂରଭଞ୍ଜ ଜିଲାର ଯୁବ ପ୍ରତିଭା ସୁବ୍ରତ ଦାସ ଓଡ଼ିଶାର ଏକମାତ୍ର ଯୁବକ ଭାବେ ଚଳିତବର୍ଷ ଭାରତୀୟ ଯୁବ ପୁରସ୍କାର ସମ୍ମାନ ଲାଭ କରିଛନ୍ତି। ଉତ୍ତର…

5 years ago

ଫାଇଲିନକୁ ବିତିଲା ୬ ବର୍ଷ: ବୁଢ଼ାବଳଙ୍ଗରେ ହୋଇପାରୁନି ଆଡ଼ିବନ୍ଧ

ବାରିପଦା ଅଫିସ,୧୩।୧୦- ସେଦିନ ଥିଲା ୨୦୧୩ ଅକୋ୍ଟବର ୧୩ ତାରିଖର କାଳ ରାତ୍ରି । ଫାଇଲିନ ବାତ୍ୟା ପ୍ରଭାବରେ ଫୁଲି ଉଠିଥିଲା ବୁଢ଼ାବଳଙ୍ଗ । ଚାହୁଁଚାହୁଁ ସେହି…

5 years ago

ପୋତିଦେଲେ ଲକ୍ଷାଧିକ ଟଙ୍କାର ଔଷଧ

ଯଶିପୁର,୧୨ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଲକ୍ଷାଧିକ ଟଙ୍କାର ଔଷଧ ମାଟି ତଳେ ପୋତି ଦିଆଯାଇଥିବା ଦେଖିବାକୁ ମିଳିଛି। ସରକାର ଜନସାଧାରଣଙ୍କ ବୃହତ ସ୍ବାର୍ଥ…

5 years ago