ମୟୂରଭଞ୍ଜ

ଛେଳି ଗିଳିବାକୁ ଆସି ଜାଲରେ ଫସିଲା ଅଜଗର

ଉଦଳା,୧୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ଚନ୍ଦ୍ରପୁର ଗ୍ରାମରୁ ଶୁକ୍ରବାର ଏକ ସାଢେ ୮ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଗ୍ରାମରେ ଥିବା ଚାଷଜମି…

5 years ago

ପିଆରଏମ୍‌ ମେଡିକାଲ କଲେଜ: ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ପାଇଁ ଜିଲାପାଳଙ୍କୁ ଦାବିପତ୍ର

ବାରିପଦା ଅଫିସ,୧୨ା୧୦- ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ୨୪ ଘଣ୍ଟିଆ ବିଦୁତ୍‌ ସେବା ଯୋଗାଇ ଦେବା ନେଇ ଅଣ ରାଜନୈତିକ ସଂଗଠନ ଭଞ୍ଜସେନା…

5 years ago

ମହିଁଷାସୁରୀ ପୋଲ ବିପଦସଙ୍କୁଳ

କପ୍ତିପଦା,୧୧ା୧୦(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ମହିଁଷାସୁରୀ-କଳମଗଡ଼ିଆ ରାସ୍ତାର ସୋନ ନଦୀ ଉପରେ ଥିବା ଏକ ପୁରୁଣା ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ପୋଲର…

5 years ago

ପୋଲିସ ଗାଡ଼ିଧରି ଅଭିଯୁକ୍ତ ଫେରାର: ଏଏସ୍‌ଆଇ, ହାବିଲଦାର ନିଲମ୍ବିତ

ବାରିପଦା ଅଫିସ/ଉଦଳା,୧୧।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ପୋଲିସ ହେପାଜତରୁ ଗୁରୁବାର ସନ୍ଧାରେ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଏ ନେଇ କାର୍ଯ୍ୟରେ ଅବହେଳା ଦର୍ଶାଇ ଏଏସ୍‌ଆଇ…

5 years ago

ଗର୍ଭସ୍ଥ ଶିଶୁ ଓ ମା’ଙ୍କ ମୃତ୍ୟୁ ଘଟଣା: ବିନା ଫିଟ୍‌ନେସ,ଇନ୍ସ୍ୟୁରାନ୍ସରେ ଚାଲୁଥିଲା ଆମ୍ବୁଲାନ୍ସ

ବାରିପଦା ଅଫିସ,୧୧ା୧୦- ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଜଣେ ପ୍ରସୂତିଙ୍କୁ ନେଇ ବାରିପଦା ମେଡିକାଲ ଆଣୁଥିବା ବେଳେ ଆମ୍ବୁଲାନ୍ସର ତେଲ ସରିଯାଇଥିଲା। ଫଳରେ ଅଧାବାଟରେ ଦୀର୍ଘ ସମୟ ଆମ୍ବୁଲାନ୍ସ…

5 years ago

ମହିଳାଙ୍କ ଆତ୍ମହତ୍ୟା

ରାଇରଙ୍ଗପୁର,୧୧ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ଜଣେ ମହିଳା ବେକରେ ରଶି ଲଗାଇ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ମୃତ ମହିଳା ହେଲେ ଫାଗୁରାମ…

5 years ago

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

କପ୍ତିପଦା,୧୧ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ ପଞ୍ଚାୟତ ସୀତାରାମସାହିରେ ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର କପ୍ତିପଦା ପୋଲିସ ଗିରଫ କରିଛି।…

5 years ago

ପିଆରଏମ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ୭ ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ, ରୋଗୀ ହଇରାଣ

ବାରିପଦା ଅଫିସ,୧୦ା୧୦- ଆଦିବାସୀ ଅଧ୍ୟୁଷିତ ବଣପାହାଡ଼ ଘେରା ମୟୂରଭଞ୍ଜ ଜିଲାରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ କେନ୍ଦ୍ରୀୟ ଯୋଜନାରେ ରାଜ୍ୟ ସରକାର ମେଡିକାଲ କଲେଜ ସ୍ଥାପନ…

5 years ago

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଚିତ୍ରଡା,୧୦ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ ଯୁବକ…

5 years ago

ଲାଖବିନ୍ଧା ପ୍ରତିଯୋଗିତା

ଉଦଳା,୧୦ା୧୦(ଡି.ଏନ୍‌.ଏ.)- ଉଦଳା ସହରାଞ୍ଚଳରେ ଦେବୀ ଦୁର୍ଗାଙ୍କର ସମସ୍ତ ପୂଜାର୍ଚ୍ଚନା ରୀତିନୀତି ଅନୁଯାୟୀ ଶେଷ ହୋଇଛି ା ଦଶହରାରେ ବିଶେଷ ଆକର୍ଷଣ ଥିଲା ଲାଖବିନ୍ଧା ପ୍ରତିଯୋଗିତା ା ଆମ…

5 years ago