Advertisement

ମୟୂରଭଞ୍ଜ

ପୃଥକ ଦୁର୍ଘଟଣାରେ ୬ ମୃତ: ମେଳା ଦେଖି ଫେରିବା ବେଳେ ତିନି ବନ୍ଧୁଙ୍କ ମୃତ୍ୟୁପୃଥକ ଦୁର୍ଘଟଣାରେ ୬ ମୃତ: ମେଳା ଦେଖି ଫେରିବା ବେଳେ ତିନି ବନ୍ଧୁଙ୍କ ମୃତ୍ୟୁ

ପୃଥକ ଦୁର୍ଘଟଣାରେ ୬ ମୃତ: ମେଳା ଦେଖି ଫେରିବା ବେଳେ ତିନି ବନ୍ଧୁଙ୍କ ମୃତ୍ୟୁ

କୁଆଁରମୁଣ୍ଡା(ମହେନ୍ଦ୍ର କୁମାର ସାହୁ)/କରଞ୍ଜିଆ,୨।୩: ସୁନ୍ଦରଗଡ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଚୁଙ୍ଗିଗେଟ ନିକଟସ୍ଥ ୧୪୩ ନମ୍ବର ଜାତୀୟ ରାଜପଥରେ ଶନିବାର ଅଜଣା ଗାଡ଼ି ଧକ୍କାରେ ୩ ଜଣ…

4 weeks ago
ମିନି ମାରାଥନରେ ଦୌଡିଲେ ମୁଖ୍ୟମନ୍ତ୍ରୀ Mohan Majhiମିନି ମାରାଥନରେ ଦୌଡିଲେ ମୁଖ୍ୟମନ୍ତ୍ରୀ Mohan Majhi

ମିନି ମାରାଥନରେ ଦୌଡିଲେ ମୁଖ୍ୟମନ୍ତ୍ରୀ Mohan Majhi

କରଞ୍ଜିଆ,୨।୩: ଶିମିଳିପାଳ ସୁରକ୍ଷା ବାର୍ତ୍ତା ନେଇ ଅନୁଷ୍ଠିତ ହୋଇଛି ମିନି ମାରାଥନ। ଏହାକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଉଦ୍‌ଘାଟନବେଳେ ନିଜେ ଦୌଡରେ ସାମିଲ ହୋଇଛନ୍ତି…

4 weeks ago
ଜିଲାପାଳଙ୍କୁ ଭେଟିବାକୁ ଅନ୍ଧାର ରାତିରେ ୨୫ କିମି ଚାଲିଲେ ଅନ୍ତେବାସୀଜିଲାପାଳଙ୍କୁ ଭେଟିବାକୁ ଅନ୍ଧାର ରାତିରେ ୨୫ କିମି ଚାଲିଲେ ଅନ୍ତେବାସୀ

ଜିଲାପାଳଙ୍କୁ ଭେଟିବାକୁ ଅନ୍ଧାର ରାତିରେ ୨୫ କିମି ଚାଲିଲେ ଅନ୍ତେବାସୀ

ବାରିପଦା,୨୫ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧିନ ବାସିପିଠା ସ୍ଥିତ ସରକାରୀ ଏସ.ଏସ.ଡି ଉଚ୍ଚ ବିଦ୍ୟାଳୟର ଶତାଧିକ ଅନ୍ତେବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିବାକୁ…

1 month ago
ବାର୍ଡ଼ ଫ୍ଲୁ ଆତଙ୍କ: ଜଙ୍ଗଲରେ ପଡ଼ିଛି କୁଢ଼କୁଢ଼ ମଲା କୁକୁଡ଼ାବାର୍ଡ଼ ଫ୍ଲୁ ଆତଙ୍କ: ଜଙ୍ଗଲରେ ପଡ଼ିଛି କୁଢ଼କୁଢ଼ ମଲା କୁକୁଡ଼ା

ବାର୍ଡ଼ ଫ୍ଲୁ ଆତଙ୍କ: ଜଙ୍ଗଲରେ ପଡ଼ିଛି କୁଢ଼କୁଢ଼ ମଲା କୁକୁଡ଼ା

ମୋରଡ଼ା,୨୩ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ରେ କୁକୁଡ଼ା ମଡକ ଦେଖାଦେଇଛି। ବ୍ଲକ୍‌ ଅଧୀନ ଚିତ୍ରଡା ବାଉଁଶ ବଣ ନିକଟ ଏକ ନିଛାଟିଆ ପଡ଼ିଆରେ ପାଞ୍ଚ ଶହରୁ…

1 month ago
ବସ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ୬ ଗୁରୁତରବସ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ୬ ଗୁରୁତର

ବସ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ୬ ଗୁରୁତର

ଉଦଳା,୨୧।୨(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଶରତ ଥାନା ହଦଗୁଠ ଛକ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ…

1 month ago
ବନ୍ଧୁକ ମୁନରେ ଲୁଟିନେଲେ ୨୭ ଲକ୍ଷ ଟଙ୍କା, କର୍ମଚାରୀ ଆହତବନ୍ଧୁକ ମୁନରେ ଲୁଟିନେଲେ ୨୭ ଲକ୍ଷ ଟଙ୍କା, କର୍ମଚାରୀ ଆହତ

ବନ୍ଧୁକ ମୁନରେ ଲୁଟିନେଲେ ୨୭ ଲକ୍ଷ ଟଙ୍କା, କର୍ମଚାରୀ ଆହତ

ମୟୂରଭଞ୍ଜ ,୨୦ା୨: ଶୁକ୍ରବାର ଓଡ଼ିଶାର ମୟୂରଭଞ୍ଜ ଜିଲାରେ ଥିବା SBIର ବହଲଦା ଶାଖାରୁ ସଶସ୍ତ୍ର ଦୁର୍ବୃତ୍ତମାନେ ପ୍ରାୟ ୨୭ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।…

1 month ago
୫ ମାସର ଶିଶୁକନ୍ୟାକୁ ଅନ୍ୟ ହାତରେ ଟେକିଦେଲେ ମା’, କହିଲେ ଆଶ୍ଚର୍ଯ୍ୟଜନକ କଥା…୫ ମାସର ଶିଶୁକନ୍ୟାକୁ ଅନ୍ୟ ହାତରେ ଟେକିଦେଲେ ମା’, କହିଲେ ଆଶ୍ଚର୍ଯ୍ୟଜନକ କଥା…

୫ ମାସର ଶିଶୁକନ୍ୟାକୁ ଅନ୍ୟ ହାତରେ ଟେକିଦେଲେ ମା’, କହିଲେ ଆଶ୍ଚର୍ଯ୍ୟଜନକ କଥା…

ବାରିପଦା,୧୪ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ କୋହି ପଞ୍ଚାୟତ ଅଞ୍ଚଳରେ ୫ ମାସର ଶିଶୁକନ୍ୟାକୁ ବିକ୍ରି ନେଇ ଅଭିଯୋଗ ହୋଇଛି। ଖବରପାଇ ସମନ୍ବିତ ଶିଶୁ…

2 months ago
ବଡ଼ଧରଣ ଦୁର୍ଘଟଣା: ଡାଲା ଅଟୋକୁ ପଛରୁ ପିଟିଲା ସ୍କର୍ପିଓ, ୨ ମୃତବଡ଼ଧରଣ ଦୁର୍ଘଟଣା: ଡାଲା ଅଟୋକୁ ପଛରୁ ପିଟିଲା ସ୍କର୍ପିଓ, ୨ ମୃତ

ବଡ଼ଧରଣ ଦୁର୍ଘଟଣା: ଡାଲା ଅଟୋକୁ ପଛରୁ ପିଟିଲା ସ୍କର୍ପିଓ, ୨ ମୃତ

ବାରିପଦା,୧୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ମଞ୍ଚାବନ୍ଧା ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି । ଏଥିରେ…

2 months ago
ବଦଳୁଛି ଉଦଳା ରାଜନୀତିବଦଳୁଛି ଉଦଳା ରାଜନୀତି

ବଦଳୁଛି ଉଦଳା ରାଜନୀତି

ଉଦଳା(ସନ୍ତୋଷ କୁମାର ବାଛିନି)/ ଭୁବନେଶ୍ୱର,୯ା୨(ଅନୁରାଧା ମହାରଣା): ବଦଳିବାରେ ଲାଗିଲାଣି ଉଦଳା ରାଜନୀତିର ଗଣିତ। ଦିନକ ପୂର୍ବରୁ ଉଦଳା ବ୍ଲକ ଚେୟାରମ୍ୟାନ ବିଜେଡି ଛାଡ଼ି ଭାଜପାରେ ମିଶିଥିବା ବେଳେ…

2 months ago
ମେଳା ଦେଖି ଫେରିବାବେଳେ ବାଇକ୍‌କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନମେଳା ଦେଖି ଫେରିବାବେଳେ ବାଇକ୍‌କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନ

ମେଳା ଦେଖି ଫେରିବାବେଳେ ବାଇକ୍‌କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନ

ମୋରଡ଼ା,୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ ଧାତିକା…

2 months ago