Advertisement

ମୟୂରଭଞ୍ଜ

୧୦ ବର୍ଷ ପରେ ଘର ବାହୁଡ଼ା: ବିଜେଡିରେ ପୁଣି ଯୋଗଦେଲେ ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ୧୦ ବର୍ଷ ପରେ ଘର ବାହୁଡ଼ା: ବିଜେଡିରେ ପୁଣି ଯୋଗଦେଲେ ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ

୧୦ ବର୍ଷ ପରେ ଘର ବାହୁଡ଼ା: ବିଜେଡିରେ ପୁଣି ଯୋଗଦେଲେ ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ

ବାରିପଦା,୨୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ ଭାଜପା ଛାଡି ବିଜେଡିରେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ କାର୍ଯ୍ୟକ୍ରମରେ…

1 year ago
ଭାଜପାରୁ ଇସ୍ତଫା ଦେଲେ ପ୍ରାକ୍ତନ ବିଧାୟକଭାଜପାରୁ ଇସ୍ତଫା ଦେଲେ ପ୍ରାକ୍ତନ ବିଧାୟକ

ଭାଜପାରୁ ଇସ୍ତଫା ଦେଲେ ପ୍ରାକ୍ତନ ବିଧାୟକ

ବାରିପଦା,୨୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଭାଜପା ଦଳରୁ ଇସ୍ତଫା ଦେଇଛନ୍ତି ମୟୂରଭଞ୍ଜ ଜିଲା ବଡ଼ସାହିର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ…

1 year ago
ବିପଦସଂକୁଳ ଶିଳଦା ପୋଲ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀବିପଦସଂକୁଳ ଶିଳଦା ପୋଲ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ବିପଦସଂକୁଳ ଶିଳଦା ପୋଲ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ମୋରଡ଼ା,୨୧ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଚିତ୍ରଡ଼ା-ମୋରଡ଼ାକୁ ସଂଯୋଗ କରୁଥିବା ଜମ୍ଭୀରା ନଦୀର ଶିଳଦା ପୋଲ ଏବେ ବିପଦସଂକୁଳ ଅବସ୍ଥାରେ ପଡ଼ି ରହିଥିବା ବେଳେ ଯାତାୟାତ…

1 year ago
ଏସ୍‌ଏଚ୍‌ଜି ମହିଳାଙ୍କଠାରୁ ସବାଇ ଘାସରେ ତିଆରି ସୋଫା କିଣିଲେ ରାଜ୍ୟପାଳଏସ୍‌ଏଚ୍‌ଜି ମହିଳାଙ୍କଠାରୁ ସବାଇ ଘାସରେ ତିଆରି ସୋଫା କିଣିଲେ ରାଜ୍ୟପାଳ

ଏସ୍‌ଏଚ୍‌ଜି ମହିଳାଙ୍କଠାରୁ ସବାଇ ଘାସରେ ତିଆରି ସୋଫା କିଣିଲେ ରାଜ୍ୟପାଳ

ମୋରଡା,୨୦।୨(ସ୍ମାରକ ମାଜୀ): ରାଜ୍ୟପାଳ ରଘୁବର ଦାସ ମଙ୍ଗଳବାର ମୟୂରଭଞ୍ଜ ଜିଲା ଗସ୍ତ କରିଥିଲେ। ଏହି ଅବସରରେ ରାଜ୍ୟପାଳ ଶୁଳିଆପଦା ବ୍ଲକର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।…

1 year ago
ଘର ଭିତରୁ ଣୁଣ୍ଢରେ ଟାଣିଆଣି କଚାଡ଼ି ଦେଲା ହାତୀଘର ଭିତରୁ ଣୁଣ୍ଢରେ ଟାଣିଆଣି କଚାଡ଼ି ଦେଲା ହାତୀ

ଘର ଭିତରୁ ଣୁଣ୍ଢରେ ଟାଣିଆଣି କଚାଡ଼ି ଦେଲା ହାତୀ

ମୋରଡ଼ା,୧୬।୨: ମମତା ଗୃହରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଘର ଭିତରେ ଶୁଣ୍ଢ ପୂରାଇ ଟାଣିଆଣି କଚାଡ଼ି ଦେଲା ହାତୀ। ଏପରି ହୃଦୟ ବିଦାରକ ଘଟଣା ଘଟଛିି…

1 year ago
ଘରେ ଶୋଇଥିବା ବେଳେ ଯୁବକଙ୍କୁ ଦଳିଦେଲା ହାତୀଘରେ ଶୋଇଥିବା ବେଳେ ଯୁବକଙ୍କୁ ଦଳିଦେଲା ହାତୀ

ଘରେ ଶୋଇଥିବା ବେଳେ ଯୁବକଙ୍କୁ ଦଳିଦେଲା ହାତୀ

ମୋରଡ଼ା,୧୬ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ତଥା ବେତନଟୀ ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର କାଳିଆନାଳ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

1 year ago
ଶିଶୁପୁତ୍ରଙ୍କୁ ବଳି ଉଦ୍ୟମ ଚର୍ଚ୍ଚାଶିଶୁପୁତ୍ରଙ୍କୁ ବଳି ଉଦ୍ୟମ ଚର୍ଚ୍ଚା

ଶିଶୁପୁତ୍ରଙ୍କୁ ବଳି ଉଦ୍ୟମ ଚର୍ଚ୍ଚା

ଉଦଳା,୧୫ା୨(ସନ୍ତୋଷ କୁମାର ବାଚ୍ଛିନୀ)୭ବର୍ଷର ଶିଶୁପୁତ୍ରଙ୍କୁ ମା’ ବାପା ବଳି ଦେବା ପାଇଁ ଆଣିଥିଲେ। ହେଲେ ବଳି ପୂର୍ବରୁ ଶିଶୁପୁତ୍ର ଜଣକ କୌଶଳକ୍ରମେ ସେଠାରୁ ଖସିଯାଇଥିଲେ। ପରେ ଲୋକଙ୍କ…

1 year ago
ବାଟ ଓଗାଳିଲା ବାଘବାଟ ଓଗାଳିଲା ବାଘ

ବାଟ ଓଗାଳିଲା ବାଘ

ବାରିପଦା,୧୩ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ କଲରାପତରିଆ ବାଘ ପର୍ଯ୍ୟଟକଙ୍କ ବାଟ ଓଗାଳିବା ଚର୍ଚ୍ଚାର ବିଷୟ ହୋଇଛି। ପର୍ଯ୍ୟଟକଙ୍କ ଗାଡ଼ି ଆଗରେ ବାଘଟି ଅଧ…

1 year ago
୩୦ଲକ୍ଷ ଟଙ୍କାର ଗଞ୍ଜେଇ ଛାଡ଼ି ୩ ବେପାରୀ ଫେରାର ୩୦ଲକ୍ଷ ଟଙ୍କାର ଗଞ୍ଜେଇ ଛାଡ଼ି ୩ ବେପାରୀ ଫେରାର 

୩୦ଲକ୍ଷ ଟଙ୍କାର ଗଞ୍ଜେଇ ଛାଡ଼ି ୩ ବେପାରୀ ଫେରାର

ବାରିପଦା,୧୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଦେଇ ପଶ୍ଚିମବଙ୍ଗକୁ  ଚାଲାଣ ବେଳେ ଯଶିପୁର ପୋଲିସ ୩୦ଲକ୍ଷ ଟଙ୍କା ମୂଲ୍ୟର ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇଭର୍ତ୍ତି ଏକ କାର୍‌…

1 year ago
ବିବାହ ପ୍ରତିଶ୍ରୁତି ଦେଇ ୨ ଜଣଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ କନିଷ୍ଠ ଯନ୍ତ୍ରୀ: ଆଉ ତା’ପରେ…ବିବାହ ପ୍ରତିଶ୍ରୁତି ଦେଇ ୨ ଜଣଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ କନିଷ୍ଠ ଯନ୍ତ୍ରୀ: ଆଉ ତା’ପରେ…

ବିବାହ ପ୍ରତିଶ୍ରୁତି ଦେଇ ୨ ଜଣଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ କନିଷ୍ଠ ଯନ୍ତ୍ରୀ: ଆଉ ତା’ପରେ…

ବାରିପଦା,୧୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବିବାହର ପ୍ରତିଶ୍ରୁତି ଦେଇ ୨ ଝିଅଙ୍କ ସହିତ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଜଳସେଚନ ବିଭାଗରେ କାର୍ଯ୍ୟରତ ଜଣେ କନିଷ୍ଠ…

1 year ago