ମୟୂରଭଞ୍ଜ

ଗ୍ରାମବାସୀ-ବନ କର୍ମଚାରୀ ମୁହାଁମୁହିଁ

କପ୍ତିପଦା,୧।୧(ଡି.ଏନ.ଏ.): ବନ ବିଭାଗର ଏକ ଗୃହ ନିର୍ମାଣକୁ ନେଇ ଗ୍ରାମବାସୀ ଓ ବିଭାଗୀୟ କର୍ମଚାରୀ ମୁହାଁମୁହିଁ ହୋଇଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପ୍ରକାଶ ଯେ, ଶିମିଳିପାଳ ପାଦଦେଶରେ ଥିବା ବାଲିନାଳ ନିକଟରେ ଜଙ୍ଗଲ ସୁରକ୍ଷା ନିମନ୍ତେ...

ଶିମିଳିପାଳ ପ୍ରାଣୀଙ୍କୁ ସୁରକ୍ଷା ଦେବ ଡଗ୍‌ ସ୍କ୍ବାଡ୍‌

ବାରିପଦା ଅଫିସ,୩୧।୧୨-ବନ୍ୟଜନ୍ତୁଙ୍କ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା ନିମନ୍ତେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବାଘ ସଂଖ୍ୟା ବୃଦ୍ଧି ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ସହିତ ବନ୍ୟଜନ୍ତୁ ଓ ଶିକାରୀମାନଙ୍କ ଚଳପ୍ରଚଳକୁ ନେଇ...

ନୂଆବର୍ଷରୁ ଆର୍‌ଟିଓ ଅଫିସରେ ଅଚଳାବସ୍ଥା ଆଶଙ୍କା

ବାରିପଦା ଅଫିସ,୩୦।୧୨:  ଉଚ୍ଚ ନ୍ୟାୟାଳୟଙ୍କ ରାୟକୁ ସରକାର ଅଣଦେଖା କରୁଥିବାରୁ ମୟୂରଭଞ୍ଜ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର(ସ୍ମାର୍ଟ ଚିପ୍‌)ଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଫଳରେ ନୂତନ ବର୍ଷର ପ୍ରାରମ୍ଭରୁ ପରିବହନ କାର୍ଯ୍ୟାଳୟରେ ଅଚଳାବସ୍ଥା...

ଆଜି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ

କେନ୍ଦ୍ରାପଡା ଅଫିସ,୩୦।୧୨: ପର୍ଯ୍ୟଟକଙ୍କ ପାଇଁ ଗୁରୁବାର ଶିମିଳିପାଳ ବନ୍ଦ ରହିବ। ଏ ନେଇ ଉତ୍ତର ଶିମିଳିପାଳ ଡେପୁଟି ଡାଇରେକ୍ଟର ସୂଚନା ଦେଇଛନ୍ତି। ତେବେ ବର୍ଷା ଯୋଗୁ କେବଳ ଆଜି ଦିନକ ପାଇଁ ବନ୍ଦ ରହିବ ବୋଲି ସୂଚନା ମିଳିଛି।

ଦୁଇ ଗାଁ ମଧ୍ୟରେ ଗଣ୍ଡଗୋଳ

ବୈଶିଙ୍ଗା,୨୬।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଳମା ଗ୍ରାମ ଛକରେ ଶନିବାର ରାତିରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ୩ ଗୁରୁତର ହୋଇଛନ୍ତି। ପୂର୍ବଶତ୍ରୁତାକୁ ନେଇ ଜନୈକ ସଂଖ୍ୟା ଲଘୁ ସମ୍ପ୍ରଦାୟର ଯୁବକଙ୍କ ଉପରେ ସ୍ଥାନୀୟ କେତେଜଣ...

ରାସ୍ତା କଡ଼ରେ ନିରାଶ୍ରୟ

ବାରିପଦା ଅଫିସ,୨୩।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଘୁରି ବୁଲୁଥିବା ଅସହାୟ, ବାସହୀନ, ମାନସିକ ବିକୃତ ଓ ଦିବ୍ୟାଙ୍ଗମାନଙ୍କୁ ଥଇଥାନ କରାଯାଉନାହିଁ। ହାଡ଼ଭଙ୍ଗା ଶୀତରେ ସେମାନେ ରାସ୍ତା କଡ଼ରେ ପଡ଼ି ରହୁଛନ୍ତି। ଏନେଇ ଅଣରାଜନୈତିକ ସଙ୍ଗଠନ ଜାଗ ମୟୂରଭଞ୍ଜ ଜାଗର କର୍ମକର୍ତ୍ତାମାନେ...

ପଡ଼ିଗଲେ ହାତୀ ହାବୁଡ଼ରେ

ବାରିପଦା ଅଫିସ,୨୨ା୧୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ବୁଧବାର ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଟିଆଁସୀ ଗ୍ରାମର ଶମ୍ଭୁଆ ଭୋକ୍ତା। ଚିତ୍ରଡ଼ା ହାଟରୁ ସେ ଜଙ୍ଗଲ ରାସ୍ତା ଦେଇ ଘରକୁ ଫେରୁଥିବା ବେଳେ...

ମାସକ ପରେ ଟ୍ରକ୍‌ ଡ୍ରାଇଭରଙ୍କ ହତ୍ୟା ଉପରୁ ହଟିଲା ପର୍ଦ୍ଦା

ବାଙ୍ଗିରିପୋଷି,୨୨ା୧୨(ଡି.ଏନ୍‌.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଭାଲୁପାହାଡ଼ି ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ଗତ ନଭେମ୍ବର ୨୧ରେ ବିହାର ରାଜ୍ୟର ସାରଣ ଅରୁଣ ରାୟ ନାମକ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତଦେହ ଜବତ ଘଟଣାର...

ବଳାତ୍କାରୀଙ୍କୁ ୧୦ ବର୍ଷ, ସହଯୋଗୀଙ୍କୁ ୬ ବର୍ଷ ଜେଲ୍‌

ବାରିପଦା ଅଫିସ,୨୨।୧୨: ମୟୂରଭଞ୍ଜ ଜିଲା ବାରିପଦା ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁମିତା ଜେନା ମାମଲାର ବିଚାର କରି ଦୋଷୀ ଶିବାନୀ...

୩୨ ବର୍ଷ ବିତିଲା, ମିଳୁନି ଜମିପଟ୍ଟା

ବାରିପଦା ଅଫିସ,୨୨।୧୨ ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ତଟବର୍ତ୍ତୀ ମଧୁବନ ଅଞ୍ଚଳରେ ଗୃହ ଓ ସହରୀ ବିକାଶ ନିଗମ(ହୁଡକୋ) ପକ୍ଷରୁ ଗୃହ ଯୋଗାଇ ଦିଆଯାଇଥିବା ହିତାଧିକାରୀଙ୍କୁ ଜମିପଟ୍ଟା ଦେବାକୁ ବାରିପଦା ଟାଉନ କଂଗ୍ରେସ ପକ୍ଷରୁ ଦାବି ହୋଇଛି। ଏ ସଂକ୍ରାନ୍ତରେ ଟାଉନ...

ଗାଁ ମୁହାଁ ଗୋଠଛଡ଼ା ଦନ୍ତା

ବାରିପଦା ଅଫିସ,୨୦।୧୨: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଫୁଲଝରୀ ଓ ଦଲକି ସଂରକ୍ଷିତ ଜଙ୍ଗଲରେ ୪୦ରୁ ଊର୍ଦ୍ଧ୍ୱ ଝାଡ଼ଖଣ୍ଡୀ ହାତୀପଲ ରହିଛନ୍ତି। ଦୁଇ ଦଳରେ ବିଭକ୍ତ ହୋଇ ଜଙ୍ଗଲରେ ରହୁଥିବା ବେଳେ ରବିବାର ଗୋଠଛଡ଼ା ଦନ୍ତା ହାତୀଟି ଗଁା ଗଣ୍ଡାରେ...

ଆଜି ଘରକୁ ଫେରିବେ ହାବିଲ

ବାରିପଦା ଅଫିସ, ୧୯।୧୨: ଦୋଷୀ ନ ହୋଇ ବି ଅନ୍ଧାର କୋଠରୀ ଭିତରେ ବିତିଯାଇଛି ଦୀର୍ଘ ୧୮ବର୍ଷ ୧୧ମାସ ୧୫ଦିନ। ବାଟ ଭୁଲିଯାଇଥିବା ମଣିଷଟିଏ ପୁନର୍ବାର ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଅଣ୍ଟା ଭିଡିଛନ୍ତି। ପରିବାରଠାରୁ ବହୁ ଦୂରରେ ରହି ସ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri