ମୟୂରଭଞ୍ଜ

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ତାତିଲେ ଲୋକେ

ଉଦଳା, ୨୩।୪(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ଶ୍ରୀଦାମଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାରମ୍ବାର ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଉଗ୍ରରୂପ ଧାରଣ କରିଛି। ଲୋକଙ୍କ ଆକ୍ରୋଶର ଶିକାର ହୋଇଛନ୍ତି ମେଡିକାଲ୍‌ ଅଫିସର ଏବଂ ଏସ୍‌ଡିଏମ୍‌ଓ। ସ୍ଥାନୀୟ ଅଞ୍ଚଳର...

ହାତଗୋଡ଼ ବନ୍ଧା ଅବସ୍ଥାରେ ୨ଯୁବକ ଉଦ୍ଧାର

ସାରସକଣା,୨୨।୪: ମୟୂରଭଞ୍ଜ ଜିଲା ଝାରପୋଖରିଆରୁ ବହରାଗୋଡା ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥର କାଳିମନ୍ଦିର ନିକଟରୁ ଗୁରୁବାର ୨ ଯୁବକଙ୍କୁ ମୁମୂର୍ଷୁ ଅବସ୍ଥାରେ ଝାରପୋଖରିଆ ପୋଲିସ ଉଦ୍ଧାର କରିଛି। ସେମାନଙ୍କ ହାତଗୋଡ ଏକ ରଶି ଦ୍ୱାରା ବନ୍ଧାଯାଇଥିବା ଦେଖିବାକୁ ମିଳିଛି।...

ବିବାହ ପ୍ରତିଶ୍ରୁତି ଦେଇ ୫ ବର୍ଷ ଧରି ଯୁବତୀଙ୍କୁ ବଳାତ୍କାର

ବାରିପଦା ଅଫିସ,୨୧।୪: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ବଳାତ୍କାର କରିଥିବା ବାରିପଦା ଟାଉନ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୪୦୧/୨୧) ରୁଜୁ କରି ତଦନ୍ତ ଜାରି...

ସହାୟତା ଅପେକ୍ଷାରେ ୩ ଅନାଥ ଭଉଣୀ ଭାଇ

ଠାକୁରମୁଣ୍ଡା,୨୧ା୪(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଡଙ୍ଗାଡ଼ିହା ଗ୍ରାମ ଘୁଟୁ ସାହିରେ ୩ ଅନାଥ ଭଉଣୀ ଭାଇ ଅସହାୟ ଭାବେ ଜୀବନ ଅତିବାହିତ କରୁଛନ୍ତି। ୨ ବର୍ଷ ପୂର୍ବେ ସେମାନଙ୍କ ବାପା ଡବ ଶିରକାଙ୍କ ମୃତ୍ୟୁ ହୋଇଥିଲା...

ଲୁଟ୍‌ ହେଉଛି ଲଘୁଖଣିଜ ଦ୍ରବ୍ୟ

ବାରିପଦା ଅଫିସ,୧୮।୪-ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଞ୍ଚଳରେ ଲଘୁ ଖଣିଜ ପଦାର୍ଥ ଲୁଟ୍‌ ହେଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି। ଜାଲ ପରମିଟ୍‌ କିମ୍ବା ବେଆଇନ ଗଚ୍ଛିତ କରି ମାଫିଆମାନେ ଖଣିଜ ଚାଲାଣ କରୁଥିବା ବେଳେ ରାଜସ୍ବ ବିଭାଗ ନୀରବଦ୍ରଷ୍ଟା...

ଗରା ବାଲ୍‌ଟି ଧରି ରାସ୍ତା ଅବରୋଧ କଲେ ମହିଳା

ଉଦଳା,୧୭ା୪(ଡି.ଏନ.ଏ.)- ଜଳକଷ୍ଟ ସମସ୍ୟାକୁ ନେଇ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ଶାଳମୁଣ୍ଡଳି ଗ୍ରାମର ଶତାଧିକ ମହିଳା ଗରା ବାଲ୍‌ଟି ଧରି ରାସ୍ତାକୁ ଓହ୍ଲାଇଛନ୍ତି। ଏହି ଗ୍ରାମର ୮୦ରୁ ଅଧିକ ପରିବାର ଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ...

ରୋଜଗାର ବାଟ ଦେଖାଇଛି ପିଜୁଳିଚାଷ

ଚିତ୍ରଡ଼ା,୧୭।୪(ଡି.ଏନ.ଏ.)- ଦିନେ ଯେଉଁଠି ଦୂବ କଅଁଳୁ ନ ଥିଲା ଏବେ ସେହି ଚାଷ ଜମି ହସୁଛି। ବିସ୍ତୀର୍ଣ୍ଣ ପଡ଼ିଆ ଜମିରେ ପିଜୁଳି ଚାଷ କରି ଉଦାହରଣ ସାଜିଛନ୍ତି ୪୦ ଚାଷୀ। ପ୍ରାୟ ୫୦ ଏକର ଡାହି ପଡ଼ିଆ ଜମିରେ ଉନ୍ନତମାନର...

ଭିତ୍ତିଭୂମି ଅଭାବରୁ ରକ୍ତ ସଂଗ୍ରହରେ ବାଧା

ବାରିପଦା ଅଫିସ,୧୫ା୪- ମୟୂରଭଞ୍ଜ ଜିଲାରେ ଥିବା ରକ୍ତ ଭଣ୍ଡାର ଜରିଆରେ ବହୁ ରୋଗୀ ଉପକୃତ ହେଉଛନ୍ତି। ଆବଶ୍ୟକତା ଠାରୁ ଅଧିକ ରକ୍ତ ସଂଗୃହିତ ହେଉଥିବା ବେଳେ ପଡ଼ୋଶୀ ଜିଲାଗୁଡ଼ିକ ଏଠାରୁ ରକ୍ତ ନେଇ ରୋଗୀଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରୁଛନ୍ତି।...

ବାରିପଦାରେ ବଢୁଛି ଆପରାଧିକ ମାମଲା

ବାରିପଦା ଅଫିସ,୧୨ା୪- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରରେ ଦିନକୁ ଦିନ ଅପରାଧ ବଢ଼ି ଚାଲିଛି। ଚୋରି,ଛିନତାଇ,ସାଇବର ଠକେଇ, ହତ୍ୟାକାଣ୍ଡ, ବଳାତ୍କାର ଆଦି ଘଟଣା ପ୍ରତିଦିନ ଘଟୁଛି। ଜନସଂଖା ବୃଦ୍ଧି ସାଙ୍ଗକୁ ଯାନବାହାନ ଚଳାଚଳରେ ଦୁର୍ଘଟଣା ଜନିତ ଆଇନଶୃଙ୍ଖଳା...

ଟୋଲ୍‌ ଗେଟ୍‌ରେ ଶୁଳ୍କ ଆଦାୟକୁ ନେଇ ବିକ୍ଷୋଭ

ବାରିପଦା ଅଫିସ/ସାରସକଣା,୧୧ା୪-ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୧୮ନଂ ଜାତୀୟ ରାଜପଥର କୁଳିଅଣା ନିକଟ ଶୁଖୁଆପୋଡା ଟୋଲ ଗେଟରୁ ଶୁଳ୍କ ଆଦାୟକୁ ବିରୋଧ କରି ଅଞ୍ଚଳବାସୀ ଶନିବାର ଅପରାହ୍ନରେ ବିକ୍ଷୋଭ ଜାରି ରଖିଛନ୍ତି। ଓଭରବ୍ରିଜ କାର୍ଯ୍ୟ ଓ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ...

ଯାତ୍ରୀବାହୀ ବସ୍‌ରେ ନିଆଁ

ଉଦଳା,୧୦।୪: ମୟୂରଭଞ୍ଜ ଜିଲା ଉଦଳା ବସ୍‌ଷ୍ଟାଣ୍ଡଠାରୁ ୧ କି.ମି. ଦୂର ଉଦଳା-କପ୍ତିପଦା କେନାଲ ଛକ ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗି ଯାଇଥିଲା। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ...

ଭଙ୍ଗା କୁଡ଼ିଆରେ ବୃଦ୍ଧ ଦମ୍ପତି

ଚିତ୍ରଡ଼ା,୧୦।୪(ଡି.ଏନ.ଏ.)- ପ୍ରଶାସନିକ ଅବହେଳା କାରଣରୁ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ଗ୍ରାମର ବୃଦ୍ଧ ଦମ୍ପତି ପ୍ରସାଦ ବେହେରା ଓ ତାଙ୍କ ସ୍ତ୍ରୀ ଭଙ୍ଗାକୁଡ଼ିଆରେ ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି। ଗରିବ ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri