ମୟୂରଭଞ୍ଜ

ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ: ଯୁବକ ଗିରଫ

ଗୋପବନ୍ଧୁ ନଗର,୨୩ା୫,(ଶାନ୍ତନୁ କୁମାର ମଢୁଆଳ): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ତଥା ଗୋପବନ୍ଧୁ ନଗର ବ୍ଲକ ଅଞ୍ଚଳର ଜଣେ ୧୯ ବର୍ଷିୟା ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଚତୁରୀ...

ବସ୍‌ ଟର୍ମିନାଲ ଜମି ଜବରଦଖଲ

ବୈଶିଙ୍ଗା,୨୩ା୫(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ବଜାର ଅଞ୍ଚଳରେ  ବସ୍‌ ଟର୍ମିନାଲ ପାଇଁ ଜମି ଚିହ୍ନଟ ହୋଇଛି। ମାତ୍ର ଅଧିଗ୍ରହଣ ନ ହେବାରୁ ଜବରଦଖଲକାରୀମାନେ ଉକ୍ତ ସ୍ଥାନରେ ପକ୍କା ଘରମାନ ନିର୍ମାଣ ଆରମ୍ଭ କରିସାରିଲେଣି। ଜବରଦଖଲକାରୀମାନେ ଏହି ଜମିକୁ ବାହାର ଜିଲାର...

ସିମିଳିପାଳ ଜଙ୍ଗଲରେ ସଜାଗ AI କ୍ୟାମେରା, କ୍ଷଣକେ ଧରାପଡୁଛନ୍ତି ଅନୁପ୍ରବେଶକାରୀ

ସିମିଳିପାଳ,୨୨ା୫: ସରକାରଙ୍କ ଦ୍ୱାରା ସିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଲଗାଯାଇଥିବା ଏଆଇ କ୍ୟାମେରା ସାହାଯ୍ୟରେ ଧରାପଡିଛନ୍ତି ଅନୁପ୍ରବେଶକାରୀ। ଖବର ଅନୁଯାୟୀ, ଭାରତୀୟ ବନ ସେବା ଅଧିକାରୀ ସୁସାନ୍ତ ନନ୍ଦ ତାଙ୍କ ଅଫିସିଆଲ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ ସେୟାର କରି ଫଟୋରେ...

‘ମିଥ୍ୟା ପ୍ରତିଶ୍ରୁତି ଦେଇ ନିର୍ବାଚନୀ ବୈତରଣୀ ପାର୍‌ ହେବାକୁ ଚାହୁଁଛି ଭାଜପା’

ମୋରଡ଼ା/ରାସଗୋବିନ୍ଦପୁର,୨୨ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାସଗୋବିନ୍ଦପୁର ବ୍ଲକର ଅମର୍ଦ୍ଦା ପଡ଼ିଆରେ ବିଜୁ ଜନତା ଦଳ ଶକ୍ତି ପ୍ରଦର୍ଶନ କରିଛି। ଅପରାହ୍ନ ୫ଟାରେ ଅମର୍ଦ୍ଦା ପଡ଼ିଆରେ ଆୟୋଜିତ ୪୮ ନମ୍ବର ଜୋନସ୍ତରୀୟ ନିର୍ବାଚନ ସଭାରେ ୭ ହଜାରରୁ...

ପ୍ରଚାର ବେଳେ ବିଜେଡି ପ୍ରାର୍ଥୀଙ୍କୁ ପଥରମାଡ଼ ଉଦ୍ୟମ

ବିଶୋଇ,୨୨ା୫ (ଅମିତ ଦାସ):ମୟୂରଭଞ୍ଜ ଜିଲା ସାରସକଣା ବିଧାନସଭା କ୍ଷେତ୍ର ଅଧୀନ ବିଜାତଳା ବ୍ଲକ ଅଞ୍ଚଳରେ ପ୍ରଚାର ବେଳେ ବିଜେଡି ବିଧାୟକ ପ୍ରାର୍ଥୀ ଡା.ଦେବାଶିଷ ମାର୍ଣ୍ଡିଙ୍କ ଉପରକୁ ପଥର ମାଡ଼ ଉଦ୍ୟମ ହୋଇଛି। ଏଥିରେ ଡା. ମାର୍ଣ୍ଡି ଅଳ୍ପକେ ବର୍ତ୍ତି ଯାଇଥିବା...

ଜମୁଛି ତାଳସଜ ବେପାର

ମୋରଡା,୨୧ା୫(ସ୍ମାରକ ମାଜୀ):ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଥଣ୍ଡା ଜାତୀୟ ଖାଦ୍ୟ। ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳର ରାସ୍ତା କଡ଼ରେ ତାଳସଜ ବେପାର ଜମୁଥିବା ଦେଖିବାକୁ ମିଳୁଛି। ତାଳସଜରେ...

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି, କଂଗ୍ରେସ ନିଜ ନିଜର ଗୋଟିଚାଳନା ଆରମ୍ଭ କରି ଲୋକଙ୍କୁ ନିଜ ଆଡ଼କୁ...

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା ଆରମ୍ଭ କରିଦେଇଛି। ଏହି ପରିପ୍ରେକ୍ଷୀରେ ରବିବାର ଭାଜପା ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ମୋରଡ଼ା ନିର୍ବାଚନମଣ୍ଡଳୀ ସଂଯୋଜକ କୃଷ୍ଣାନନ୍ଦ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଥା ମୋରଡ଼ା ବ୍ଲକ...

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ ପ୍ରୀତିନନ୍ଦା କାନୁନ୍‌ଗୋ, ଭାଜପାରୁ କୃଷ୍ଣଚନ୍ଦ୍ର ମହାପାତ୍ର, କଂଗ୍ରେସରୁ ପ୍ରଭାସକର ମହାପାତ୍ର, ଜେଏମ୍‌ଏମ୍‌ରୁ କୃଷ୍ଣଚନ୍ଦ୍ର...

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା,୧୭।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ବୁଢିଖମାରୀ ଠାରେ ଆତଂକ ଖେଳାଉଥିବା କଲରାପତରିଆ ବାଘକୁ ବନବିଭାଗ କାବୁ କରିଛି । ଆତଂକିତ ଲୋକେ ଏବେ ଆଶ୍ବସ୍ତି ଲାଭ କରିଛନ୍ତି । ବାଘଟି ଏକ ଶକ୍ତି...

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା ପାଇଁ ଜାଲ ଓ ଯନ୍ତା ଖଞ୍ଜା ଯାଇଛି। ଫଳରେ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri