ମୟୂରଭଞ୍ଜ

ଜେଜେମା’ଙ୍କ ମୃତ୍ୟୁ ଦେଖି ଜୀବନ ହାରିଲେ ନାତି

ଚିତ୍ରଡା,୧୪ା୫(ଡି.ଏନ୍‌.ଏ.)- ଜେଜେମା’ଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ନାତି ଜୀବନ ହାରିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ବରକନ୍ଦ ପଞ୍ଚାୟତର ମୂଷାଗଡିଆ ଗ୍ରାମରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ, ମୂଷାଗଡିଆ...

ଆନ୍ଧ୍ରରୁ ଟ୍ରକ୍‌ରେ ଫେରିଲେ

ବାରିପଦା ଅଫିସ,୧୪ା୫- ଆନ୍ଧ୍ରପ୍ରଦେଶରୁ ଏକ ଟ୍ରକ୍‌ ଯୋଗେ ମୟୂରଭଞ୍ଜ ଜିଲାକୁ ୬୫ ପ୍ରବାସୀ ଓଡ଼ିଆ ଗୁରୁବାର ଫେରିଛନ୍ତି। ଅପରାହ୍ନରେ ବାରିପଦା ସହର ମଧ୍ୟ ଦେଇ ଯାଇଥିବା ୧୮ ନଂ. ଜାତୀୟ ରାଜପଥରେ ଏତେ ସଂଖ୍ୟକ ଲୋକ ଟ୍ରକ୍‌ରେ ବୋଝେଇ ହୋଇ...

ନାବାଳିକାଙ୍କୁ ଗଣବଳାତ୍କାର, ୩ ଗିରଫ

ବାରିପଦା ଅଫିସ,୧୩ା୫- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଧୀନ ମଧୁବନ ପଡ଼ିଆ ନିକଟସ୍ଥ ଏକ ଗ୍ୟାରେଜରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ୩ ଯୁବକ ହେଲେ ବାରିପଦା ଷ୍ଟେଶନ...

ଜିଲାପାଳଙ୍କୁ ଭେଟିଲେ ସେବାୟତ

ବାରିପଦା ଅଫିସ, ୧୩ା୫- ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉଙ୍କ ମନ୍ଦିରର ସେବାୟତମାନେ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ୨ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି। କାର୍ଯ୍ୟରତ ସେବାୟତମାନଙ୍କୁ ମହାମାରୀ କରୋନା ସମୟରେ ଆର୍ଥିକ ସାହାଯ୍ୟ ଓ ମନ୍ଦିରକୁ ନିମ୍ନମାନର ଭୋଗ...

ଜିଲାପାଳଙ୍କୁ ଦାବିପତ୍ର ଦେଲା ଭାଜପା

ବାରିପଦା ଅଫିସ, ୧୩ା୫- ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମଙ୍ଗଳବାର ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଜିଲା ଏକ ଆଦିବାସୀ ଅଧ୍ୟୂଷିତ ଅଞ୍ଚଳ ହୋଇଥିବା ବେଳେ ପ୍ରାୟ...

୨ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିକୁ ନେଇ ଲୋକେ ଛାନିଆ

କପ୍ତିପଦା,୧୨ା୫(ଡି.ଏନ.ଏ)- ସୁରତ ଫେରନ୍ତା ଲିଙ୍କ୍‌ରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୟର ବାତାବରଣ ସୃଷ୍ଟି ହେବା ସହ ୨ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିକୁ ନେଇ ଅଞ୍ଚଳବାସୀ ଛାନିଆ ହୋଇ ପଡ଼ିଛନ୍ତି।...

ଟିକା ଦେବାକୁ ନେଇ ଫେରାଇଲେ ମୃତଦେହ: ଶିଶୁ ବଦଳ ଅଭିଯୋଗରେ ପିଆର୍‌ଏମ୍‌ ମେଡିକାଲରେ ଉତ୍ତେଜନା

ବାରିପଦା ଅଫିସ, ୧୨।୫: ମୟୂରଭଞ୍ଜ ଜିଲା ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଶିଶୁ ପୁତ୍ର ବଦଳ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ମେଡିକାଲରେ ଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଅଭିଭାବକଙ୍କୁ ବୁଝାଶୁଝା କରୁଥିବା ଦେଖିବାକୁ...

ଶିମିଳିପାଳରୁ ୩ ଶିକାରୀ ଗିରଫ

ଖୁଣ୍ଟା,୧୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଧୀନ ଶିମିଳିପାଳ ଜଙ୍ଗଲରୁ ରବିବାର ୩ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛିି। ଅଭିଯୁକ୍ତମାନେ ହେଲେ ଗୋମେଇଘାଟି ଗ୍ରାମର ସୁଜିତ ସିଂ ଓ ସଞ୍ଜୟ ସିଂ ଏବଂ ସୁର୍ଣମଞ୍ଜରୀ ଗ୍ରାମର...

ଫୁଟିଲା ପାରିଜାତ

ବୈଶିଙ୍ଗା,୧୧ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୈଶିଙ୍ଗା ଗ୍ରାମର ରାଜୀବ କୁମାର ଜେନାଙ୍କ ବାଡ଼ିରେ ରବିବାର ସକାଳେ ଏକ ପାରିଜାତ ଫୁଲ ଫୁଟିଥିବା ଦେଖିବାକୁ ମିଳିଛି। ଖବର ପ୍ରଚାରିତ ହେବା ପରେ ଏହାକୁ ଦେଖିବା ପାଇଁ ସେଠାରେ ଲୋକେ ଭିଡ଼...

ବାଘ ଛାଲ ଜବତ ଘଟଣା: ୪ କୋର୍ଟ ଚାଲାଣ

ଠାକୁରମୁଣ୍ଡା ,୧୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଧୀନସ୍ଥ ଟଙ୍ଗାବିଲାଠାରେ ଥିବା ଏକ ପରିତ୍ୟକ୍ତ ଘରେ କଲରାପତରିଆ ବାଘ ଚମଡ଼ାକୁ ବିକ୍ରି ପାଇଁ ମସୁଧା ଚାଲିଥିଲା। ଖବରପାଇ ଶନିବାର ବନ ବିଭାଗର ଏକ ଟିମ୍‌ ସେଠାରେ ଚଢ଼ାଉ...

ଆଇସୋଲେଶନ ସେଣ୍ଟରକୁ ବିରୋଧ

ବିଶୋଇ,୧୧ା୫(ଡି.ଏନ୍‌.ଏ.)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବାହାର ରାଜ୍ୟରୁ ପ୍ରବାସୀଓଡ଼ିଆ ମାନେ ନିଜ ଅଞ୍ଚଳକୁ ଆସି ପ୍ରଥମେ ଆଇସୋଲେଶନ ସେଣ୍ଟରରେ ରହିବା ନିୟମ ଥିବାରୁ ଏହି ସେଣ୍ଟରକୁ ଲାଗି ରହୁଥିବା ଜନସାଧାରଣ ଭୟଭୀତ ହୋଇ ପଡ଼ିଛନ୍ତି।...

ବଜ୍ରପାତରେ ଜଣେ ମୃତ, ୩ ଗୁରୁତର

ଠାକୁରମୁଣ୍ଡା,୧୦ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ କେଶଡ଼ିହା ପଞ୍ଚାୟତ ପୁରୁଣାପାଣି ଗ୍ରାମରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri