ମୟୂରଭଞ୍ଜ

କୋଟାରୁ ଫେରିଲେ ୧୭ ଛାତ୍ରୀଛାତ୍ର

ବାରିପଦା ଅଫିସ, ୫ା୫- ରାଜସ୍ଥାନର କୋଟାରେ ଫସି ରହିଥିବା ୧୭ ଜଣ ଛାତୀଛାତ୍ର ମଙ୍ଗଳବବାର ମୟୂରଭଞ୍ଜ ଫେରିଛନ୍ତି। ସେମାନଙ୍କ ସହିତ ୫ ଜଣ ଅଭିଭାବକ ଓ ୨ ବସ୍‌ର ଡ଼୍ରାଇଭର ଓ ହେଲପର ମଧ୍ୟ ଫେରିଛନ୍ତି। ଗତ ୧ ତାରିଖରେ...

ଭୁବନେଶ୍ୱରରୁ ସାଇକେଲ୍‌ରେ ଫେରିଲେ ୧୧ ଶ୍ରମିକ

ଠାକୁରମୁଣ୍ଡା,୫ା୫(ଡି.ଏନ୍‌.ଏ.)- ଭୁବନେଶ୍ୱର କିଟ୍‌ ନିକଟ ପଥରଗୋଡ଼ିଆରେ ରହି ଶ୍ରମିକ ଭାବରେ କାର୍ଯ୍ୟ କରୁଥିବା ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଅଞ୍ଚଳର ୧୧ ଜଣ ଶ୍ରମିକ ସାଇକେଲ ଯୋଗେ ଆସି ଠାକୁରମୁଣ୍ଡାରେ ପହଞ୍ଚିଛନ୍ତି। ଲକ୍‌ଡାଉନ ଯୋଗୁ କାମଧନ୍ଦା ବନ୍ଦ ରହିବାରୁ ସେଠାରେ...

ଦୋକାନ ଖୋଲିବାକୁ ଅନୁମତି ଦେଲା ପ୍ରଶାସନ: ଦ୍ୱନ୍ଦ୍ୱରେ ସେଲୁନ୍‌ ଦୋକାନୀ

ବାରିପଦା ଅଫିସ, ୫ା୫- ଗ୍ରୀନ ଜୋନ୍‌ରେ ଥିବା ମୟୂରଭଞ୍ଜ ଜିଲାରେ ଅଣ ଅତ୍ୟାବଶ୍ୟକୀୟ ଦୋକାନ ଖୋଲିବାକୁ ପ୍ରଶାସନ ଅନୁମତି ଦେଇଛି। ସକାଳ ୭ଟାରୁ ଅପରାହ୍ନ ୨ଟା ଯାଏ ଏହି ଦୋକାନ ସବୁ ଖୋଲା ଯିବାକୁ ଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ...

ଠାକୁରମୁଣ୍ଡା ବ୍ଲକର ୩୧୩୫ ପ୍ରବାସୀଙ୍କ ନାମ ପଞ୍ଜୀକରଣ

ଠାକୁରମୁଣ୍ଡା,୪।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଞ୍ଚଳରୁ ବିଭିନ୍ନ ରାଜ୍ୟକୁ ଯାଇ କାମ କରୁଥିବା ବ୍ୟକ୍ତି ତଥା ତାଙ୍କ ପରିବାର ସଦସ୍ୟ ନିଜର ନାମ ପଞ୍ଜୀକରଣ କରିଛନ୍ତି। ବାହାର ରାଜ୍ୟରେ ରହି କାମ କରୁଥିବା ବ୍ୟକ୍ତିଙ୍କ ମଧ୍ୟରୁ ୩ ତାରିଖ...

ମାଛ ଧରିବାକୁ ଯାଇ ନିଖୋଜ ଥିବା ବାପ-ପୁଅଙ୍କ ମୃତଦେହ ଉଦ୍ଧାର

ବଡ଼ସାହି,୪।୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀ ଗ୍ରାମର ବାପ-ପୁଅ ମାଛ ଧରିବାକୁ ଯାଇ ରବିବାର ନିଖୋଜ ହୋଇଥିଲେ। ତେବେ ସୋମବାର ସକାଳେ ସେମାନଙ୍କ ମୃତଦେହ ଉଦ୍ଧାର ହୋଇଛି। ନିଖୋଜ ବାପା-ପୁଅ ହେଲେ ଗଣେଶ୍ବର ଦେହୁରୀ ଓ ତାଙ୍କର ୮ବର୍ଷର...

ବାରିପଦାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ବାରିପଦା ଅଫିସ, ୪ା୫- ଭୁବନେଶ୍ୱରସ୍ଥିତ ସୋଏମ ଆଇ ଫାଉଣ୍ଡେସନ ପକ୍ଷରୁ ମୟୂରଭଞ୍ଜ ଜିଲାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ରାଜ୍ୟ ସଚିବାଳୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଏହାକୁ ଆନୁଷ୍ଠାନିକ...

ବିଷାକ୍ତ ଛତୁ ଖାଇ ୧୦ ଅସୁସ୍ଥ

ଠାକୁରମୁଣ୍ଡା,୩।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମକପୁର ଗ୍ରାମରେ ରବିବାର ବିଷାକ୍ତ ଜଙ୍ଗଲି ଛତୁ ଖାଇ ଗୋଟିଏ ପରିବାରର ୧୦ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ସେମାନଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ଅସୁସ୍ଥଙ୍କ...

ମଦ ଭାଟିରେ ଚଢ଼ାଉ

ରାଇରଙ୍ଗପୁର,୩ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡ଼ା ନିକଟବର୍ତ୍ତି ତେଣ୍ଟପୋଷି ଗ୍ରାମର ଏକ ନାଳ ପାର୍ଶ୍ୱରେ ଚାଲିଥିବା ବେଆଇନ ମଦ ରନ୍ଧା ଭାଟି ଉପରେ ପୋଲିସ ଚଢାଉ କରି ୫୦ ଲିଟର ଦେଶୀ ମଦ ଜବତ କରିଛି।...

ବଚସାରୁ ଭୁଜାଲି ମାଡ଼

ବାରିପଦା ଅଫିସ, ୩ା୫- ମୟୂରଭଞ୍ଜ ଜିଲା ବାରିପଦା ହାଟରେ ରବିବାର ସାମାନ୍ୟ ବଚସାରୁ ଭୁଜାଲି ମାଡ଼ରେ ଜଣେ ବ୍ୟକ୍ତି ଗୁରତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ପିଆରଏମ୍‌ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଆହତ ବ୍ୟକ୍ତି ଜଣକ ହେଲେ ସହରର...

ଶ୍ରମିକ ଦିବସ ପାଳିଲା ବିଦ୍ୟୁତ୍‌ କର୍ମଚାରୀ ସଂଘ

ବାରିପଦା ଅଫିସ, ୩ା୫- ନେସ୍କୋ ପାୱାର ଏମ୍ପ୍ଲଇଜ ୟୁନିୟନ ବାରିପଦା ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ବିଶ୍ୱବ୍ୟାପୀ କରୋନା ମହାମାରୀ ହେତୁ ସରକାରଙ୍କ ସମସ୍ତ ନିୟମ ପାଳନ ପୂର୍ବକ ସାମାଜିକ ଦୂରତା ରକ୍ଷା, ମାସ୍କ ଏବଂ ଗ୍ଲୋଭସ...

ଜରିମାନା ଆଦାୟକୁ ବିରୋଧ: ଦୋକାନ ବନ୍ଦ କଲେ ବ୍ୟବସାୟୀ

ଉଦଳା,୩ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବଜାରରେ ପୋଲିସ୍‌ର ଚେକିଂ ଏବଂ ଜରିମାନା ଆଦାୟକୁ ସ୍ଥାନୀୟ ବଣିକ ସଂଘ ବିରୋଧ କରିଛି। ଏନେଇ ଶନିବାର ପୋଲିସ୍‌ ଏବଂ ବଣିକ ସଂଘ ମଧ୍ୟରେ ବିବାଦୀୟ ପରିସ୍ଥିତି ଦେଖା ଦେଇଥିଲା। ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା କଲେ ଚମ୍ପୁଆ ଡାକ୍ତର

ଚମ୍ପୁଆ, ୨।୫(ଡି.ଏନ.ଏ.)- କରୋନା ମହାମାରୀର ମୁକାବିଲାପାଇଁ ରାଜ୍ୟସରକାର ବହୁବିଧି ପଦକ୍ଷେପ ନେଇଥିବାରୁ ଦେଶରେ ଓଡିଶାର ସମ୍ମାନ ବୃଦ୍ଧି କରିଥିବା ବେଳେ କରୋନା ଯୋଦ୍ଧା ଭାବରେ ସେବା କ୍ଷେତ୍ରରେ ନିଜକୁ ସର୍ମପିତ କରିଥିବା ଡାକ୍ତର ମାନଙ୍କୁ ସବୁସ୍ତରର ଜନ ସାଧାରଣ ସାଧୁବାଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri