ମୟୂରଭଞ୍ଜ

ରକ୍ତଦାନ କଲେ ଜିଲାପାଳ

ବାରିପଦା ଅଫିସ, ୧୦ା୪- କରୋନାକୁ ନେଇ ଲକଡାଉନ ହୋଇଥିବାରୁ ବିଭିନ୍ନ ସ୍ଥାନରେ ରକ୍ତଦାନ କାର୍ଯ୍ୟକ୍ରମ ହୋଇପାରୁ ନାହିଁ। ଫଳରେ ଜିଲାରେ ଥିବା ବ୍ଲଡ ବ୍ୟାଙ୍କରେ ରକ୍ତର ଅଭାବ ଦେଖାଦେଇଛି। ଏହାକୁ ଦୂର କରିବା ପାଇଁ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ...

ସହାୟତାର ହାତ ବଢ଼ାଇଲା ଡିଭାଇନ୍‌ କଲେଜ

ବାରିପଦା ଅଫିସ, ୧୦ା୪- କରୋନା ମୁକାବିଲା ଲାଗି ଡିଭାଇନ ଓ ଏମଏସଇ କଲେଜ ଅଫ ଇଞ୍ଜିିନିୟରିଂ ସହାୟତାର ହାତ ବଢାଇଛି। ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଟଙ୍କା ଡିଭାଇନ ଇଞ୍ଜିିନିୟରିଂ...

ପୋଲିସ ମାଡ଼ ପ୍ରତିବାଦରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ

ରାଇରଙ୍ଗପୁର, ୧୦।୪(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳରେ ପୋଲିସ ସଫେଇ କର୍ମଚାରୀଙ୍କ ଜଣେ ସୁପରଭାଇଜରଙ୍କୁ ମାଡ଼ ମାରିବା ପ୍ରତିବାଦରେ ଗୁରୁବାର ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ସ୍ଥାନୀୟ ଉପ ଜିଲାପାଳ ଧର୍ମାନନ୍ଦ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଟାଉନଥାନା...

ଲକ୍‌ଡାଉନ୍‌: ୭୮ ବାଇକ୍‌ ଜବତ

ରାଇରଙ୍ଗପୁର,୯ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ କରାଯାଇଥିବା ବେଳେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ ଡିଭିଜନର ବିଭିନ୍ନ ସ୍ଥାନରେ ଅମାନିଆ ଗାଡ଼ି ଚାଳକମାନେ ଏହାକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଥିଲା। କଟକଣା ଉଲ୍ଲଂଘନକାରୀଙ୍କୁ ସାବାଡ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଠାକୁରମୁଣ୍ଡା,୯ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ନାରୀ ଶକ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ବୁଧବାର କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦,୦୫୧ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଠାକୁରମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ୟାମସୁନ୍ଦର...

୬ଘଣ୍ଟାରେ ୨୦ ବାଇକ୍‌ ଜବତ

ବଡ଼ସାହି,୯ା୪(ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଛି। ସରକାରଙ୍କ ନିୟମକୁ ଊଲ୍ଲଂଘନ କରି କେତେକ ଅସାମାଜିକ ଯୁବକ ବାଇକ ଯୋଗେ ଏଣେ ତେଣେ ବୁଲୁଥିବା ବେଳେ ସାମାଜିକ ଦୂରତା ଅବଲମ୍ବନ କରୁ ନାହାନ୍ତି। ସ୍ଥାନୀୟ ବଜାରକୁ ଆସୁଥିବା ୨୦ଟି...

କରୋନା ମୁକାବିଲା ପାଇଁ ସହାୟତା

ଖୁଣ୍ଟା,୮ା୪(ଡି.ଏନ୍‌.ଏ.): କରୋନାର ମୁକାବିଲା ପାଇଁ ଖୁଣ୍ଟା ଅଞ୍ଚଳର କେତେକ ସହୃଦୟ ବ୍ୟକ୍ତି ସହଯୋଗର ହାତ ବଢ଼ାଇଛନ୍ତି। ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଖୁଣ୍ଟା ଶାଖାରେ ବ୍ୟାଙ୍କ ମିତ୍ର ଭାବେ କାର୍ଯ୍ୟରତ ବାନ୍ଧଗଡ଼ା ଗ୍ରାମର ଭାରତୀ ସିଂ ନିଜର ଏକ ମାସର ବେତନ...

୧୨୨ ନମୁନାରୁ ୯୦ ନେଗେଟିଭ୍‌

ବାରିପଦା ଅଫିସ, ୮ା୪: କରୋନା ଭାଇରସ୍‌ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଜିଲାର ୧୨୨ଟି ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୦ଟି ନମୁନା ନେଗେଟିଭ୍‌ ଆସିଥିବା ବେଳେ ବାକିଗୁଡ଼ିକର ରିପୋର୍ଟ ଆସି ନ ଥିବା ଜିଲା ପ୍ରଶାସନ...

ଠାକୁରମୁଣ୍ଡା ବଜାର ହେଲା ବିଶୋଧନ

ଠାକୁରମୁଣ୍ଡା,୮ା୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବଜାର ଅଞ୍ଚଳକୁ ବିଶୋଧନ କରାଯାଇଛି। କରୋନା ସଂକ୍ରମଣକୁ ରୋକିବାଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ କରାଯାଇଥିବାରୁ ଲୋକେ ଘରୁ ବାହାରକୁ ବାହାରୁ ନାହାନ୍ତି। ପ୍ରତ୍ୟେହ କିଛି ଲୋକ ବଜାରକୁ...

ବାଙ୍କିଶୋଳରେ ହେବ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ହସ୍ପିଟାଲ୍‌

ବାରିପଦା ଅଫିସ, ୮ା୪- ମୟୂରଭଞ୍ଜ ଜିଲା ବାରିପଦା ସଦର ବ୍ଲକ ଅଧୀନ ବାଙ୍କିଶୋଳଠାରେ ଥିବା କିସ୍‌ ବିଦ୍ୟାଳୟ ପରିସରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ଼- ୧୯ ହସ୍ପିଟାଲ୍‌ ସ୍ଥାପନ ହେବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଓ କିମସ୍‌...

ବାରିପଦାରେ କରୋନା ନିର୍ଦ୍ଦେଶକୁ ଅଣଦେଖା: ଏଟିଏମ୍‌ କାଉଣ୍ଟରରେ ନାହିଁ ସାନିଟାଇଜର ବ୍ୟବସ୍ଥା, ବାଲ୍‌ଟିରେ ରଖାଯାଉଛି ପାଣି

ବାରିପଦା ଅଫିସ, ୭ା୪- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହି ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପମାନ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରତି ଏଟିଏମ୍‌ କାଉଣ୍ଟରକୁ ସାନିଟାଇଜ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ଜିଲାରେ...

ମାସ୍କ ଓ ସାବୁନ ବଣ୍ଟନ

କୁଆମରା,୭ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ଗୋପବନ୍ଧୁ ନଗର ବ୍ଲକ ପଶୁଦା ପଞ୍ଚାୟତର ଅଛଡା ନବଜ୍ୟୋତି କିଶୋର କ୍ଲବ ପକ୍ଷରୁ ବିଭିନ୍ନ ଗ୍ରାମର ଲୋକଙ୍କୁ ସଚେତନ କରାଯିବା ସହ ମାସ୍କ ଓ ସାବୁନ ବଣ୍ଟନ କରାଯାଇଛି। କ୍ଲବର ସଭାପତି ପାର୍ଥ ସାରଥୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri