ମୟୂରଭଞ୍ଜ

ଠାକୁରାଣୀ ପୂଜା ବେଳେ ପୂଜାରୀ ଗିରଫ

କପ୍ତିପଦା,୨୭ା୩(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶାଳଚୁଆ ପଞ୍ଚାୟତ ସୋଲଗଡିଆ ଦେହୁରୀ ସାହି ପକ୍ଷରୁ ବରଛକ ଠାକୁରାଣୀ ନିକଟରେ ଶୁକ୍ରବାର ଡାଳକଟା ପୂଜା ଅନୁଷ୍ଠିତ ହେଉଥିଲା ା ଲକ୍‌ ଡାଉନ ସତ୍ତ୍ୱେ ସାହି ବାସିନ୍ଦା ଏକତ୍ରିତ ହୋଇ ଢୋଲ...

ଲକ୍‌ଡାଉନ୍‌ ଅମାନ୍ୟ କରି ୧୦ ବାଇକ୍‌ ଅଟକ

ଠାକୁରମୁଣ୍ଡା,୨୭ା୩(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍‌ଡାଉନ୍‌ କଟକଣାକୁ ଅମାନ୍ୟ କରିବା ଅଭିଯୋଗରେ ପୋଲିସ ୧୦ଟି ବାଇକ୍‌ ଜବତ କରିଛି। ଠାକୁରମୁଣ୍ଡା ବଜାରରେ ଜରୁରୀ କାମ ନ ଥାଇ ବାଇକ ଯୋଗେ ଘୁରି ବୁଲୁଥିବା ଲୋକଙ୍କ ବିରୋଧରେ ପୋଲିସ ଏଭଳି...

ଲକ୍‌ଡାଉନ ଉଲ୍ଲଂଘନ କରି ୪୯ ଜଣ ଗିରଫ

ବାରିପଦା ଅଫିସ, ୨୬ା୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଗୁରୁବାର ଲକଡାଉନର ଦ୍ୱିତୀୟ ଦିନରେ ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଜିଲାର ବିଭିନ୍ନ ଥାନାରେ କଟକଣା ଉଂଲ୍ଲଘନକାରୀଙ୍କ ନାମରେ ୨୪ଟି...

ଲକ୍‌ଡାଉନ୍‌ ନ ମାନି ୨ ଗିରଫ, ବୋଲେରୋ ସହ ୬ ବାଇକ୍‌ ଜବତ

ଠାକୁରମୁଣ୍ଡା,୨୬।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବରେ ପଦକ୍ଷେପ ଆରମ୍ଭ କରିଥିବା ବେଳେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ଅପରପକ୍ଷରେ କଟକଣା ନ ମାନିବାରୁ ଠାକୁରମୁଣ୍ଡା...

ଲକ୍‌ଡାଉନ ଉଲ୍ଲଂଘନ କରି ୮ବାଇକ୍‌ ଜବତ:୨ ଗିରଫ

ବାରିପଦା ଅଫିସ/ଠାକୁରମୁଣ୍ଡା,୨୬ା୩(ଡ଼ି.ଏନ୍‌.ଏ.)- ବୁଧବାରଠାରୁ ଲକ୍‌ଡାଉନକୁ କଡ଼ାକଡ଼ି କରିବା ଲାଗି ମୟୂରଭଞ୍ଜ ଜିଲା ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଲକ୍‌ଡ଼ାଉନର ପ୍ରଥମ ଦିନରେ ପୋଲିସ ନିୟମ ଉଂଲଘନ କରିଥିବା ଅଭିଯୋଗରେ ୮ଟି ବାଇକ୍‌କୁ ଜବତ କରିିଛି। ଠାକୁରମୁଣ୍ଡା ଥାନା ପୋଲିସ...

ବଡ଼ଭାଇଙ୍କ ଠେଙ୍ଗା ମାଡ଼ରେ ସାନଭାଇ ମୃତ

ବଡ଼ସାହି,୨୫।୩(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଦେଉଳିଆ ମଜୁରାସାହିରେ ବଡ଼ଭାଇଙ୍କ ଠେଙ୍ଗା ମାଡ଼ରେ ମଙ୍ଗଳବାର ରାତିରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତ ସାନଭାଇ ହେଲେ ଟେରା ସିଂ(୫୫) । ପ୍ରକାଶ ଯେ, କୌଣସି କାରଣକୁ ନେଇ ବଡ଼ଭାଇ ହାଗ...

କରୋନା ଭୟ: ବିଦେଶୀ ପର୍ଯ୍ୟଟକ ଦେଖି ପାଟିତୁଣ୍ଡ କଲେ ଲୋକେ, ଜଙ୍ଗଲରୁ ଉଦ୍ଧାର

ଠାକୁରମୁଣ୍ଡା,୨୪ା୩(ଡ଼ି.ଏନ୍‌.ଏ.)- ଇସ୍ରାଏଲରୁ ଭ୍ରମଣ ଉଦ୍ଦେଶ୍ୟରେ ଆସିଥିବା ଜଣେ ପର୍ଯ୍ୟଟକଙ୍କୁ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ସେ ଏକ ବାଇକ୍‌ରେ କେତେକ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ବାନ୍ଧି ଠାକୁରମୁଣ୍ଡା-ଉଦଳା ରାସ୍ତା ଦେଇ ଯାଉଥିବା ବେଳେ ପତ୍ରପଡା...

ଆନ୍ଧ୍ରରେ ଫଶିଛନ୍ତି ୪୨ ପରୀକ୍ଷାର୍ଥୀ: ଉଦ୍ଧାର ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ

ବାରିପଦା ଅଫିସ, ୨୪ା୩- ଓଡ଼ିଶାରୁ ବିଏଡ ଟିଚିଙ୍ଗ୍‌ ପରୀକ୍ଷା ଦେବା ପାଇଁ ଆନ୍ଧ୍ରକୁ ଯାଇଥିବା ୪୨ ପରୀକ୍ଷାର୍ଥୀ ସେଠାରେ ଫଶି ରହିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ଲାଗି ଟ୍ରେନ୍‌ ବାତିଲ ହୋଇଯାଇଥିବାରୁ ପରୀକ୍ଷାର୍ଥୀମାନେ ସେଠାରୁ ଆସିପାରୁନାହାନ୍ତି। ଓଡ଼ିଶା ଆଣିବାକୁ...

‘ସହଯୋଗ ଦିଅ, ନିଜେ ନିଜକୁ ଲକ୍‌ଡାଉନ କର’

ବାରିପଦା ଅଫିସ, ୨୪ା୩- କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଏବେ ବଡ଼ ଚ୍ୟାଲେଞ୍ଜ ହୋଇଛି। ସମସ୍ତେ ଏଥିଲାଗି ସ୍ବାସ୍ଥ୍ୟ ପ୍ରତି ସଚେତନ ରହି ସ୍ବଚ୍ଛତା ରକ୍ଷା କରିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ଏକ ସପ୍ତାହ ପର୍ଯ୍ୟନ୍ତ ଆବଶ୍ୟକ...

ସୁରକ୍ଷା ପାଇଁ ମାସ୍କ ବାଣ୍ଟୁଛନ୍ତି ମହିଳା

ବାରିପଦା ଅଫିସ, ୨୩ା୩- କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ସବୁଠି ମାସ୍କର ଚାହିଦା ବୃଦ୍ଧି ପାଇଛି। ବାରିପଦା ସହରର ଏକ ସିଲେଇ ତାଲିମ କେନ୍ଦ୍ରରେ କାମ କରୁଥିବା କେତେକ ମହିଳା ମାସ୍କ ଅଭାବ ଦୂର କରିବାକୁ ଆଗେଇ ଆସି...

ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇଲେ ଲୋକେ, ଦୋକାନ ବଜାର ବନ୍ଦ

ଉଦଳା,୨୨।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସିରେ ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇ ରବିବାର ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଫଳରେ ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ଛି। ଉଦଳା ବ୍ଲକ ଅଧୀନରେ ଥିବା ଗ୍ରାମାଞ୍ଚଳରେ ମଧ୍ୟ ଜନତା କର୍ଫ୍ୟୁର...

କଂଗ୍ରେସ ଭାଇଙ୍କ ପରଲୋକ

ଠାକୁରମୁଣ୍ଡା, ୨୧ା୩(ଡି.ଏନ.ଏ): ମୟୂରଭଞ୍ଜର ଭୂମିପୁତ୍ର ସେବକ କଂଗ୍ରେସ ଭାଇଙ୍କର ଶୁକ୍ରବାର ପରଲୋକ ଘଟିଛି। ଶ୍ୱାସ ରୋଗରେ ପୀଡ଼ିତ ହୋଇ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ମଧ୍ୟାହ୍ନ ୧୨.୩୦ ମିନିଟ ସମୟରେ ତାଙ୍କର ପରଲୋକ ଘଟିଥିଲା। ମୃତ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri