ମୟୂରଭଞ୍ଜ

ଗୃହଦାହ: ଜ୍ୱାଇଁ ନାମରେ ମାମଲା

ଖୁଣ୍ଟା,୩୧ା୧୦(ଡି.ଏନ୍‌.ଏ.)-ଖୁଣ୍ଟା ଥାନା ଅଧୀନ ଗିରିଶ୍ଚନ୍ଦ୍ରପୁର ଗ୍ରାମରେ ଜନୈକା ମହିଳାଙ୍କ ଘର ପୋଡ଼ି ଯାଇଛି। ଏଥିନେଇ ମହିଳା ଜଣକ ନିଜ ଜ୍ୱାଇଁ ନାମରେ ଖୁଣ୍ଟା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା(ନଂ.୧୩୪/୧୯) ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।...

ତେଜୁଛି କଲେଜ ବିବାଦ: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଡ଼ିଲା ତାଲା

କୁଆମରା,୩୧ା୧୦(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରଙ୍କ ମଧ୍ୟରେ ବିବାଦ ଦିନକୁ ଦିନ ତେଜିବାରେ ଲାଗିଛି। ଗତ ୧୮ ତାରିଖରେ କଲେଜ ପରିସରରେ ଅଧ୍ୟକ୍ଷ ଜଣେ ଛାତ୍ରଙ୍କୁ ହାତ ଉଠାଇବା...

ବାଘଡାରୋଡ଼ରୁ ହଟିଲା ବେଆଇନ ଘରୋଇ ବସ୍‌ ପାର୍କିଂ

ବାରିପଦା ଅଫିସ,୩୧ା୧୦- ବାରିପଦା ସହରର ବ୍ୟସ୍ତ ବହୁଳ ସତ୍ୟସାଇ ଛକ ତଥା ବାଘଡା ରୋଡ଼ରେ ହେଉଥିବା ବେଆଇନ ଘରୋଇ ବସ୍‌ ପାର୍କିଂକୁ ବୁଧବାର ସାରେ ହଟାଯାଇଛି। ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାସ୍ତାକଡରେ ରହୁଥିବା ବସ୍‌...

ବଜ୍ରକାପ୍ତା ଜବତ: ୪ ଚାଲାଣକାରୀ ଗିରଫ

ବାରିପଦା ଅଫିସ,୩୦ା୧୦- ବାରିପଦା ବନଖଣ୍ଡ ଅଧୀନ କୁଳିଅଣା ନିକଟରେ ଚଢାଉ କରି ମଙ୍ଗଳବାର ବନ ବିଭାଗ ଏକ ବଜ୍ରକାପ୍ତା ଜବତ କରିଛି। ଏହି ଘଟଣାରେ ୪ ଚାଲାଣକାରୀ ଗିରଫ ହୋଇଛନ୍ତି। ଅଭିଯୁକ୍ତମାନେ ହେଲେ ପ୍ରଦୀପ କୁମାର ମହାକୁଡ଼, ସନତ କୁମାର...

ସମସ୍ୟା ସମାଧାନ ନ ହେଲେ ଅହିଂସା ପଦଯାତ୍ରା

ବାରିପଦା ଅଫିସ,୩୦ା୧୦- ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ପଢ଼ୁଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ସମ୍ବନ୍ଧୀୟ ପରୀକ୍ଷା ଦେବାପାଇଁ ଅନୁମତି ମିଳୁଛି। ଫଳରେ ବିଏଡ ପାଠ୍ୟକ୍ରମ ସମ୍ବନ୍ଧୀୟ ଶିକ୍ଷକ...

ବ୍ଲକ ସମ୍ମୁଖରେ ଜାମବଣୀ ପଞ୍ଚାୟତବାସୀଙ୍କ ଧାରଣା

କପ୍ତିପଦା,୨୮ା୧୦(ଡ଼ି.ଏନ.ଏ)- କପ୍ତିପଦା ବ୍ଲକର ଜାମବଣୀ ପଞ୍ଚାୟତରେ ଅଚଳାବସ୍ଥା ଲାଗି ରହିଥିବା ଅଭିଯୋଗ କରି ବହୁ ପୁରୁଷ ମହିଳା ସୋମବାରଠାରୁ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ଧାରଣାରେ ବସିଛନ୍ତି। ଅଭିଯୋଗ ଅନୁଯାୟୀ, ଅସୁସ୍ଥତା କାରଣରୁ ଜାମବଣୀ ସରପଞ୍ଚ ପଞ୍ଚାୟତ କାର୍ଯ୍ୟାଳୟରେ ନିଜର କାର୍ଯ୍ୟ...

ଜମିବାଡି ବିବାଦକୁ କେନ୍ଦ୍ରକରି ମହିଳାଙ୍କୁ ଆକ୍ରମଣ

ବୈଶିଙ୍ଗା, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା କେନ୍ଦୁଆ ପଞ୍ଚାୟତର ଦଲଦଲି ଗ୍ରାମରେ ଦୀର୍ଘଦିନ ଧରି ଲାଗି ରହିଥିବା ଏକ ପୁରୁଣା ଜମିବାଡି ବିବାଦ ଶେଷରେ ତୀବ୍ର ଆକାର ଧାରଣ କରିଛି। ଏହି ଗ୍ରାମର ଶିବ ମହାର୍ଣ୍ଣାଙ୍କ ଦୁଇ ପୁଅ ରବୀନ୍ଦ୍ର...

ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ ପାଇବେ ମୀନା ମହାନ୍ତି

ବାରିପଦା ଅଫିସ, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବାରିପଦା ସହର ବାଘଡାରୋଡର ମୀନା ମହାନ୍ତିଙ୍କୁ ମିଳିବ ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ-୨୦୧୯। ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିଭାଲ କାର୍ଯ୍ୟକ୍ରମରେ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଭୁବନେଶ୍ୱରସ୍ଥିତ ଉତ୍କଳ ରଙ୍ଗମଞ୍ଚରେ ଆସନ୍ତା ନଭେମ୍ବର ୩ ତାରିଖରେ...

ତାଲିମ ନେଲେ ୬୦ ଶିକ୍ଷୟିତ୍ରୀଶିକ୍ଷକ

ବାରିପଦା ଅଫିସ, ୨୭ା୧୦-କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନର ଭୁବନେଶ୍ୱର କେନ୍ଦ୍ର ଓ ମୟୂରଭଞ୍ଜ ଜିଲା ଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ବାରିପଦା ମହାରାଣୀ ପ୍ରେମ କୁମାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ହିନ୍ଦୀ ଶିକ୍ଷକ ନବୀକରଣ ପାଠ୍ୟକ୍ରମ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି।...

ବାରିପଦା ପାଲଟିଛି ଅପରାଧୀଙ୍କ ଆଡ୍ଡାସ୍ଥଳୀ

ବାରିପଦା ଅଫିସ,୨୭।୧୦-ଉତ୍ତର ଓଡ଼ିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ର ତଥା ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଚିତ ବାରିପଦା ସହରରେ ଦିନକୁ ଦିନ ଏବେ ଅପରାଧ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସୀମାନ୍ତବର୍ତ୍ତୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ରାଜ୍ୟରୁ ଅପରାଧୀମାନେ ଆସି ଏଠାରେ...

ଲଘୁଚାପ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି

କୁଆମରା/ଉଦଳା/ ରାସଗୋବିନ୍ଦପୁର, ୨୭।୧୦ (ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେତେକ ଅଞ୍ଚଳରେ ରାସ୍ତାରେ ପାଣି ଚାଲିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଥିଲା। ବର୍ଷାଛାଡିଥିଲେ ବି କେତେକ ଅଞ୍ଚଳରେ...

ପୂର୍ବାଞ୍ଚଳ ଆଇଜିଙ୍କ ସମୀକ୍ଷା: ମାସକ ମଧ୍ୟରେ ବିଦା ହେବେ ବିଶୃଙ୍ଖଳିତ ପୋଲିସ ଅଧିକାରୀ

ବାରିପଦା ଅଫିସ,୨୬ା୧୦- ପୂର୍ବାଞ୍ଚଳ ପୋଲିସ ଆଇଜି ଦିପ୍ତେଶ କୁମାର ପଟ୍ଟନାୟକ ମୟୂରଭଞ୍ଜ ଜିଲାର ବିଭିନ୍ନ ଥାନା ଉପଖଣ୍ଡ କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗତ ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ୩ ଦିନ ଧରି ସେ ସମୀକ୍ଷା କରିଛନ୍ତି। ସମୀକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri