ମୟୂରଭଞ୍ଜ

ହକ୍‌ ପାଇଁ ଆଦିବାସୀଙ୍କ ମେଳି

ମୋରଡ଼ା,୩ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ମାକୁନ୍ଦ ଗ୍ରାମର ଜାହିରା ପୀଠ ନିକଟରେ ଶତାଧିକ ଆଦିବାସୀ ସମ୍ପ୍ରଦାୟର ଲୋକେ ମେଳି ବାନ୍ଧିଥିବାର ଦେଖିବାକୁ ମିଳିଛି। ଉକ୍ତ ମେଳିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ କଂଗ୍ରେସ...

ପିଆର୍‌ଏମ୍‌ ମେଡିକାଲରେ ଯୋଡ଼ି ହେଲା ୬୫୦ ଶଯ୍ୟା

ବାରିପଦା,୩।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ରଙ୍ଗାମାଟିଆ ପରିସରରେ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲର ଶୁଭ ଉଦ୍‌ଘାଟନ କରାଯାଇଛି। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ...

ରାତିରେ ବୁଲୁଛି ଭାଲୁ

ଖୁଣ୍ଟା,୩।୩ (ଦେବରଞ୍ଜନ ବେହେରା): ମୟୂରଭଞ୍ଜ ଜିଲା ଉଦଳା ରେଞ୍ଜ୍‌ ଖୁଣ୍ଟା ଅଞ୍ଚଳରେ ଗତ କିଛିଦିନ ଧରି ଭାଲୁ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ସାନଖୁଣ୍ଟା ପଞ୍ଚାୟତବାସୀ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଏକ ସପ୍ତାହ ପୂର୍ବେ ରାତି ପ୍ରାୟ ୯ଟା...

ଚେକ୍‌ ବାଉନ୍ସ ହେଲାରୁ ୧୪ ଲକ୍ଷ ଜରିମାନା, ବର୍ଷେ ଜେଲ

ବୈଶିଙ୍ଗା, ୩।୩(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ଜେଏମ୍‌ଏଫସିରେ ଏକ ଚେକ ବାଉନ୍ସ ମାମଲାର ବିଚାର କରାଯାଇ ଅଭିଯୁକ୍ତଙ୍କୁ ୧୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ବର୍ଷେ କାରାଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି। ତେବେ ଜରିମାନା...

ଗଛ କଟାକୁ କେନ୍ଦ୍ରକରି ଫରେଷ୍ଟ ଗାର୍ଡଙ୍କୁ ଆକ୍ରମଣ: ଭିଡିଓ ଭାଇରାଲ୍‌

ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସଂରକ୍ଷିତ ଜଙ୍ଗଲରୁ ଗଛ କାଟିବାକୁ ବାରଣ କରିବାରୁ ଜଣେ ଫରେଷ୍ଟ ଗାର୍ଡଙ୍କୁ କେତେକ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅନ୍ତର୍ଗତ ବାଙ୍ଗିରିପୋଷି ବନାଞ୍ଚଳର ଯୋକା ବିଟ୍‌ ଅଞ୍ଚଳରେ ଏହି...

ମାର୍ଣ୍ଡିଙ୍କ ପାଇଁ ଚ୍ୟାଲେଞ୍ଜ ମକରଧ୍ୱଜ

ବାଙ୍ଗିରିପୋଷି,୨ା୩(ସଞ୍ଜୟ କୁମାର ଅଗ୍ରୱାଲା): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ। ଏଠାକାର ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ପୁଣି ବିଜେଡି ଟିକେଟରେ ନିର୍ବାଚନ ଲଢ଼ିବା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ...

ପୂରା ପିଇବୁ, ପୂରା ଜିଇଁବୁ: ରାଷ୍ଟ୍ରପତି

କେନ୍ଦୁଝର,୨୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ଫେରିଛନ୍ତି। ମୟୂରଭଞ୍ଜ ଜିଲାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ପ୍ରାୟ ୧୦.୩୦ରେ ସଦର ବ୍ଲକ ରାଇସୁଆଁ ଏୟାରଷ୍ଟ୍ରିପ୍‌ରେ ଓହ୍ଲାଇଥିଲେ। ସେଠାରୁ...

ମୋଟରସାଇକେଲ-ସ୍କୁଟି ମୁହାଁମୁହିଁ, ଚାଲିଗଲା ୩ ଜୀବନ

ବାରିପଦା,୨୯ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗୁରୁବାର ବାରିପଦା-ଉଦଳା ରାଜ୍ୟ ରାଜପଥ ବାଲିଯୋଡ଼ା ନିକଟରେ ମୋଟରସାଇକେଲ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡ଼ିଆଲବନ୍ଧ ଗ୍ରାମର ଲକ୍ଷ୍ମଣ ସିଂ(୨୦)...

୩ ଜିଲାର ଜିଲାପାଳଙ୍କୁ ସର୍ତ୍ତମୂଳକ ସମନ ଜାରି କଲେ ଏନ୍‌ଏଚ୍‌ଆର୍‌ସି

କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ଜିଲାପାଳଙ୍କୁ ସର୍ତ୍ତମୂଳକ ସମାନ କରି ଏପ୍ରିଲ ୧୦ ତାରିଖ ପୂର୍ବାହ୍ନ ୧୧ଟାରେ କମିଶନ ନିକଟରେ ହାଜର ହେବାକୁ ଆଦେଶ କରିଛନ୍ତି। ସାପକାମୁଡ଼ାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ...

ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୟୁରଭଞ୍ଜ,୨୮ା୨: ଚାରି ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଆସି ମୟୁରଭଞ୍ଜରେ ପହଞ୍ଚିଛନ୍ତି। ଅପରାହ୍ନରେ ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ରାଞ୍ଚିରୁ ନିଜ ଜିଲା ମୟୂରଭଞ୍ଜରେ ପହଞ୍ଚିଥିଲେ। ଏହି ଅବସରରେ ସେ ରାଇରଙ୍ଗପୁରଠାରେ ବିଭିନ୍ନ ସଡ଼କ...

ଶିମିଳିପାଳ ପାଦଦେଶରେ ଅଫିମଚାଷ

ବାରିପଦା, ୨୫ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଚାଲିଥିଲା ଅଫିମ ଚାଷ। ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଶନିବାର ଚଢାଉ କରି ଦୁଇଟି ସ୍ଥାନରେ ହୋଇଥିବା ୧୩ହଜାର ଅଫିମ ଗଛକୁ ପୋଡି ନଷ୍ଟ କରିଛନ୍ତି।...

ଜଙ୍ଗଲରେ ନିଆଁ ଲାଗିଲେ ସତର୍କ କରାଇବ ସାଟେଲାଇଟ୍‌

ଭଞ୍ଜନଗର,୨୫।୨(ବାବୁଲା ପ୍ରଧାନ): ଫେବୃୟାରୀ ମାସ ଶେଷ ସପ୍ତାହରୁ ହିଁ ତାତି ଆରମ୍ଭ ହୋଇଗଲାଣି । ଆଗକୁ ତାତି ଭୟଙ୍କର ହେବ । ବିଗତ ୫ମାସ ହେବ ଭଞ୍ଜନଗର ଅଞ୍ଚଳରେ ବର୍ଷା ସେଭଳି ପ୍ରାୟ ହୋଇନାହିଁ । ମଝିରେ ମଝିରେ ସାମାନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri