ମୟୂରଭଞ୍ଜ

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ଶ୍ମଶାନରୁ ହାଡ଼ ପାଉଁଶ ଜବତ

କୁଆମରା,୩ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଆରପଟା ପଞ୍ଚାୟତ ଅନ୍ତର୍ଗତ ବଡବଧା ଗ୍ରାମର ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପୋଲିସ ପକ୍ଷରୁ ଖୋଳତାଡ ଆରମ୍ଭ ହୋଇଛି। ଶ୍ମଶାନରୁ ହାଡ଼ପାଉଁଶ ଜବତ କରି ସୋମବାର ୨୦ରୁ ଅଧିକ ଲୋକଙ୍କୁ...

ଭଙ୍ଗା ମନ୍ଦିରରେ ୭୦ ମାଣ ଜମିର ମାଲିକ

ବାରିପଦା ଅଫିସ/କପ୍ତିପଦା,୩ା୯(ଡି଼.ଏନ୍‌.ଏ)- ସମ୍ପତ୍ତି ଅଛି, ମାତ୍ର ଟ୍ରଷ୍ଟ ବୋର୍ଡ ପାଇଁ କ୍ଷମତା ଲଢେଇ ଓ ପରିଚାଳନାଗତ ତ୍ରୁଟିକୁ ନେଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କୁଳିଅଳମ ଗ୍ରାମରେ ଥିବା ଗୋପୀନାଥ ଜୀଉ ମନ୍ଦିର ଅବହେଳିତ ହୋଇ ପଡିଛି। ଏହି...

୬ରେ କଳା ଦିବସ ପାଳିବ କୁଡୁମୀ ସେନା

ବାରିପଦା ଅଫିସ,୨ା୯- ୧୯୫୦ ସେପ୍ଟେମ୍ବର ୬ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁଡୁମୀ ଜାତିକୁ ଜନଜାତି ତାଲିକାରୁ ବାଦ ଦିଆଯାଇଥିଲା ା ଏହାର ପ୍ରତିବାଦରେ ବିଗତ ଦିନରେ ଏହି ଦିବସକୁ କଳା ଦିବସ ରୂପେ ପାଳନ କରାଯାଉଥିବା ବେଳେ ସମଗ୍ର...

ନିମ୍ନମାନର ରାସ୍ତା କାମ ନେଇ ଭିଡିଓ ଭାଇରାଲ

ବଡ଼ସାହି,୨ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ପାଉଁଶିଆ ପଞ୍ଚାୟତ ବାଘୁଆପାଳ ଗ୍ରାମଠାରୁ ଜଗନ୍ନାଥପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ ଚାଲିଥିବା ପକ୍କା ସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଠିକ୍‌...

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବେତନଟୀ,୧।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ କେଶିପୁର ଫାଣ୍ଡି ଅଞ୍ଚଳ ସରୁଶୋଳ ଗ୍ରାମ ନିକଟରୁ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ହାଟଡିହୀ ଗ୍ରାମର ଗୋପୀନାଥ ନାଏକ (୩୫)। ସୂଚନାନୁଯାୟୀ, ଗୋପୀନାଥ ଶନିବାର...

ମା’ଙ୍କ ମୃତ୍ୟୁ ପରେ ଅସହାୟ ୫ ଅନାଥ ଶିଶୁ

ବଡ଼ସାହି,୧।୯(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଳକ ଅଧୀନ ଜାରକାଣୀ ପଞ୍ଚାୟତ କଦମଡିହୀ ଗ୍ରାମରେ ଆର୍ଥିକ ଅନଟନର ଶିକାର ହେଉଥିବା ଜଣେ ମହିଳା ବିଷପିଇ ଆତ୍ମହତ୍ୟା କରିଛନ୍ତି। ତାଙ୍କ ମୃତ୍ୟୁରେ ୫ ଜଣ ଶିଶୁ ଅନାଥ ଓ ଅସହାୟ ହୋଇପଡିଛନ୍ତି । ଘରେ...

ମୃତ ମହିଳା ଜୀବିତ ଘଟଣା : ଥାନା ଅଧିକାରୀ ନିଲମ୍ବିତ

ବାରିପଦା ଅଫିସ,୩୧।୮: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନାଧିକାରୀ ଏକ ହତ୍ୟା ମାମଲାରେ ବାପାପୁଅଙ୍କୁ ଗିରଫ କରିଥିବାରୁ ଏହା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଶୁକ୍ରବାର ଥାନାଧିକାରୀ ଶଶଧର ସେଠୀଙ୍କୁ ନିଲମ୍ବିତ...

ଜମ୍ଭୀରା ପ୍ରକଳ୍ପର ସମୀକ୍ଷା କଲେ ସରୋଜିନୀ, କାର୍ଯ୍ୟ ଶେଷ କରିବା ଉପରେ ଗୁରୁତ୍ୱ

ବାରିପଦା ଅଫିସ,୩୧ା୮-ବାରିପଦା ସହରର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସଭା ସଦସ୍ୟା ସରୋଜିନୀ ହେମ୍ବ୍ରମ ଜମ୍ଭୀରା ଜଳ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଛନ୍ତି। ସୁବର୍ଣ୍ଣରେଖା ସେଚ ପ୍ରକଳ୍ପ ଅଧୀନରେ ଥିବା ଜମ୍ଭୀରା ଜଳଭଣ୍ଡାରରୁ ବାରିପଦା ସହରକୁ...

୧୧୪ ବର୍ଷର ପୌର ପରିଷଦ, ନାହାନ୍ତି ସ୍ଥାୟୀ ଅଧିକାରୀ

ବାରିପଦା ଅଫିସ,୩୧।୮- ୧୧୪ ବର୍ଷର ସର୍ବପୁରାତନ ବାରିପଦା ପୌର ପରିଷଦର ଏକ ସ୍ବାତନ୍ତ୍ର୍ୟ ରହିଛି। ଏହି ପୌର ପରିଷଦରେ ଉତ୍କଳମଣି ଗୋପବନ୍ଧୁ ଦାସ ଉପାଧ୍ୟକ୍ଷ ଭାବେ କାର୍ଯ୍ୟ କରିଛନ୍ତି। ଗୌରବମୟ ଇତିହାସକୁ ମନେ ପକାଇବା ପାଇଁ ସ୍ବାୟତ୍ତଶାସନ ଦିବସ ଅବସରରେ...

ଛାତ୍ରୀଙ୍କ ମୃତ୍ୟୁ ନେଇ ଉତ୍ତେଜନା

କପ୍ତିପଦା,୩୦।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧିନସ୍ଥ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀନିବାସରେ ଜଣେ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତା ଛାତ୍ରୀ ଜଣକ ହେଲେ ଦଓ୍ବୋନବାହାଳୀ ପଞ୍ଚାୟତ ବିଷ୍ଣୁଗାଁର ଉଦୟ ଶିଙ୍କୁଙ୍କ ଝିଅ ଦୁର୍ଗାଦେବୀ(୧୬)। ଦୁର୍ଗା ଉକ୍ତ ବିଦ୍ୟାଳୟର...

ଶିକ୍ଷକ ନିଯୁକ୍ତି ଦାବିରେ ବିଇଓ କାର୍ଯ୍ୟାଳୟରେ ଧାରଣା

ବଡ଼ସାହି,୩୦ା୮(ସ୍ବ.ପ୍ର)-ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିରେ ଗୁରୁବାର ପୂର୍ବାହ୍ନରେ ବଡ଼ସାହି ବ୍ଲକ ଶିକ୍ଷାଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାଳଗାଁ ପଞ୍ଚାୟତର ପାଳପାଟଣା ଗ୍ରାମବାସୀ ଧାରଣା ଦେଇଥିଲେ। ଗ୍ରାମରେ ଥିବା କ୍ଷୀରଚୋରା ଗୋପୀନାଥ ନୋଡ଼ାଲ ଉପ୍ରା ସ୍କୁଲର ପରିଚାଳନା କମିଟିର ସଭାପତି ଓ...

ମୟୂରଭଞ୍ଜ ଚିତ୍ରକଳା ପ୍ରଦର୍ଶନୀ ସରିଲା

ବାରିପଦା ଅଫିସ,୩୦ା୮- ମୟୂରଭଞ୍ଜ ଫାଉଣ୍ଡେଶନ ପକ୍ଷରୁ ବେଲଗଡିଆ ରାଜ ପ୍ରାସାଦରେ ଅନୁଷ୍ଠିତ ହେଉଥିବା ଚିତ୍ରକଳା ପ୍ରଦର୍ଶନୀ ଉଦଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୟୂରଭଞ୍ଜ ଏମପି ବିଶେଶ୍ୱର ଟୁଡୁ, ସାରସକଣା ବିଧାୟକ ଡା.ବୁଢ଼ାନ ମୁର୍ମୁଙ୍କ ସମେତ ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ,...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri