ମୟୂରଭଞ୍ଜ

ମାରିସା ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର

ବାରିପଦା ଅଫିସ,୬ା୯: ବାରିପଦା ସହରରେ ଦିନକୁ ଦିନ ଅଳିଆ ଆବର୍ଜନା ଜମିବାରେ ଲାଗିଛି । ସହରର ଗଳିକନ୍ଦିରେ କୁଢ କୁଢ ଆବର୍ଜନା ପଚିସଢି ପରିବେଶକୁ ଦୂଷିତ କରୁଛି। ମ୍ୟୁନିସିପାଲଟି ପକ୍ଷରୁ ଏସବୁକୁ ସଫା ସୁତୁରା କରାଯାଉ ନ ଥିବାରୁ ମଶା...

ବୁଲା ଗୋରୁଙ୍କ ପାଇଁ ବଢୁଛି ଦୁର୍ଘଟଣା

ଉଦଳା,୬ା୯(ଡି.ଏନ୍‌.ଏ.)- ଦେଶ ତମାମ ଟ୍ରାଫିକ୍‌ ବ୍ୟବସ୍ଥା ଏବେ କଡାକଡି କରାଯାଇଛି। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ତଣ୍ଡ ଗଣୁଛନ୍ତି ଗାଡି ଚାଳକ। ମାତ୍ର ଉଦଳାରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇ ପଡିଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ରାସ୍ତାରେ...

କିଡ୍‌ନୀ ରୋଗରେ ପୁଣି ଜଣଙ୍କ ଜୀବନଗଲା

କୁଆମରା,୬।୯(ଡି.ଏନ.ଏ)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ପଞ୍ଚାୟତର ମାଙ୍କଡକେଦା ଗ୍ରାମରେ କିଡ୍‌ନୀ ରୋଗରେ ପୁଣି ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଭଜମନ ସିଂ (୨୯) । ଆଦିବାସୀ ଅଧ୍ୟୁଷିତ ଏହି ଗ୍ରାମରେ...

ନୂଆ ସଡ଼କ ସୁରକ୍ଷା ନିୟମ ନେଇ ସଚେତନତା

ବାରିପଦା ଅଫିସ,୬ା୯-କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ମୋଟରଯାନ ନିୟମ ଲାଗୁ କରାଯିବା ପରେ ରାଜ୍ୟ ସରକାର ଏହାକୁ କଡ଼ାକଡ଼ି କରିଛନ୍ତି ା ଫଳରେ ବିନା ଲାଇସେନ୍ସ ଓ ହେଲମେଟରେ ଗାଡି ଚଳାଇବା ସହିତ ଅନ୍ୟାନ୍ୟ ନିୟମ ଉଲ୍ଲଂଘନ କରୁଥିବା ଚାଳକମାନଙ୍କୁ...

ଏଟିଏମ୍‌ ମେଶିନରେ ପରିସ୍ରା କଲେ କନଷ୍ଟେବଳ, ଭିଡିଓ ଭାଇରାଲ

ବାରିପଦା ଅଫିସ,୫।୯- ବାରିପଦା ମ୍ୟୁନିସିପାଲିଟି ସଂଲଗ୍ନ ଏକ ଏଟିଏମ୍‌ରେ ଜନୈକ ପୋଲିସ କର୍ମଚାରୀ ପରିସ୍ରା କରୁଥିବାର ଏକ ଭିଡିଓ ଭାଇରାଲ ହୋଇଛି। ସେ ମୟୂରଭଞ୍ଜ ପୋଲିସରେ କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିବା ବେଳେ ବିଶୃଙ୍ଖଳା ଆଚରଣ ପାଇଁ ୨ ବର୍ଷ...

କରଞ୍ଜିଆରେ ହାତୀ ଉପଦ୍ରବ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ଠାକୁରମୁଣ୍ଡା,୫ା୯(ଡ଼ି.ଏନ୍‌.ଏ.)- କରଞ୍ଜିଆ ଅଞ୍ଚଳରେ ହାତୀ ଆତଙ୍କ ଥମୁନାହିଁ। ଦୀର୍ଘ ଏକ ମାସ ହେଲା ଝାଡ଼ଖଣ୍ଡ ହାତୀ ଏହି ଅଞ୍ଚଳରେ ରହି ବିଭିନ୍ନ ଗ୍ରାମରେ ପଶି ବ୍ୟାପକ କ୍ଷୟକ୍ଷତି କରୁଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ କରଞ୍ଜିଆଠାରୁ ୫ କି.ମି ଦୂର ଅନ୍ଧାରଝରି...

ପ୍ରଧାନମନ୍ତ୍ରୀ ଆବାସ ଫେରିଯିବା ଆଶଙ୍କା, ଭୂମିହୀନଙ୍କୁ ମିଳୁନି ଘରଡିହ ପଟ୍ଟା

ବଡ଼ସାହି,୫ା୯(ସ୍ବ.ପ୍ର)-ବଡ଼ସାହି ବ୍ଲକ ଅଧୀନ ଭୀମିଦା ପଞ୍ଚାୟତର ଚେଙ୍ଗୁଆ ଗ୍ରାମର କେତେକ ଭୂମିହୀନ ପରିବାର ଘରଡିହ ପଟ୍ଟା ଦାବିରେ ବୁଧବାର ବଦଳି ଗାଁରେ ଥିବା କୁରାଡ଼ିହା ରାଜସ୍ବ ନିରୀକ୍ଷକ(ଆରଆଇ)ଙ୍କ କାର୍ଯ୍ୟାଳୟରେ ଫେରାଦ ହୋଇଛନ୍ତି। ଗ୍ରାମର ରାଜୁ ସିଂ, ସାନୁ ସିଂ, ବିଶ୍ୱନାଥ...

ଅବ୍ୟବସ୍ଥାରେ ବାନ୍ଧଗଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର

ଖୁଣ୍ଟା,୫ା୯(ଡି.ଏନ୍‌.ଏ.)-ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ଖୁଣ୍ଟା ବ୍ଲକ ଅଧୀନ ବାହାନଡା ପଞ୍ଚାୟତର ବାନ୍ଧଗଡା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଅବ୍ୟବସ୍ଥାରେ ଚାଲିଛି । ୨୦୦୦ ମସିହାରେ ଏହି ଗ୍ରାମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଖୋଲା ଯାଇଥିଲା। ଦୀର୍ଘବର୍ଷ ଅସ୍ଥାୟୀ ଆୟୋଜନରେ...

ନ୍ୟାୟ ପାଇଁ ଏସ୍‌ପି, ଜିଲାପାଳଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ, ୪ା୯- ଆକ୍ରମଣର ଶିକାର ହୋଇଥିବା ବାସୁଦେବପୁର ଦିନ୍ଦାଚାନ୍ଦି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷୟିତ୍ରୀ କାମିନୀ ଦାସ ନ୍ୟାୟ ପାଇଁ ବୁଧବାର ଜିଲାପାଳ ଓ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରାଯିବା ସହ ତାଙ୍କ...

୩୦ବର୍ଷ ପରେ ଘରକୁ ଫେରିଲେ ମହିଳା

ବାରିପଦା ଅଫିସ,୪ା୯ – ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ପାରିଆକୁଲି ଗ୍ରାମର ଜନୈକା ମହିଳା ନିଖୋଜ ହେବାର ଦୀର୍ଘ ୩୦ବର୍ଷ ପରେ ଘରକୁ ଫେରିଛନ୍ତି ା ମହିଳା ଜଣକ ହେଲେ ଗଣେଶ୍ୱର ବେହେରାଙ୍କ ପନତ୍ୀ ସୁମିତ୍ରା (୬୫) ା...

ଥମୁନି ହାତୀ ଆତଙ୍କ , ପୁଣି ଜଣଙ୍କ ଜୀବନ ଗଲା

ରାସଗୋବିନ୍ଦପୁର,୪।୯ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ଆସିଥିବା ହାତୀପଲଙ୍କ ଉପଦ୍ରବ ଥମିିବାର ନାଁ ଧରୁନି। ୧୩ଟି ହାତୀ ମାସେରୁ ଅଧିକ ସମୟ ହେଲା ରାସଗୋବିନ୍ଦପୁର ବ୍ଲକର ସାରୁମଳା, ଅମରଦା, ଝାଟିଅଡା, ନାକିଚୁଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବ୍ୟାପକ ଉପଦ୍ରବ...

ରାସ୍ତାରେ ଧାନଗଛ ରୋଇଲେ ଉତ୍ତ୍ୟକ୍ତ ମହିଳା

ବଡ଼ସାହି,୪ା୯(ସ୍ବ.ପ୍ର)- ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗମନାଗମନ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି ା ମାତ୍ର ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ଆନ୍ତରିକତା ଅଭାବରୁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri