ବେତନଟୀ,୩ା୮(ଡି.ଏନ୍.ଏ.)- ସଂସଦ ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ୨୦୧୯ ସୂଚନା ଅଧିକାର ଆଇନ୍ ସଂଶୋଧନ ଚିଠା ବିଲ୍କୁ ରାଷ୍ଟ୍ରପତି ଅନୁମୋଦନ ନ କରିବାକୁ ଅନୁରୋଧ କରାଯାଇଛି। ବେତନଟୀ ସିଭିଲ୍ ସୋସାଇଟି ପକ୍ଷରୁ ଏହି ମର୍ମରେ ଏକ...
ବାରିପଦା ଅଫିସ,୩।୮- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂତନ ପରୀକ୍ଷା ନିୟନ୍ତ୍ରକ ଭାବେ ଡ.ଲକ୍ଷ୍ମୀଧର ଗିରି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡ. ଗିରି ଏହା ପୂର୍ବରୁ କେନ୍ଦୁଝରସ୍ଥିତ ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷଭାବେ କାର୍ଯ୍ୟ କରୁଥିଲେ।...
ବାରିପଦା ଅଫିସ,୨।୮- ବାରିପଦା ସହର ୱାର୍ଡ ନଂ.୨୭ର ଦେବେନ୍ଦ୍ରପୁର ବସ୍ତି ଅଞ୍ଚଳରେ ବସବାସ କରୁଥିବା ଭୂମହୀନମାନଙ୍କୁ ଉଚ୍ଛେଦ କରିବା ପାଇଁ ବାରିପଦା ଉପଜିଲାପାଳ ନୋଟିସ କରିଛନ୍ତି। ଏହି ନୋଟିସକୁ ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ ପକ୍ଷରୁ ବିରୋଧ କରାଯାଇଛି।...
Archives
Model This Week
ପିଲାଙ୍କ ଧରିତ୍ରୀ