ମୟୂରଭଞ୍ଜ

ଛାତ୍ରୀଙ୍କୁ ଦୁର୍ବ୍ୟବହାର, ଅଧ୍ୟାପକ ଅଟକ

ରାସଗୋବିନ୍ଦପୁର,୧୪ା୯(ଡି.ଏନ.ଏ) – ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜନୈକା ଆଦିବାସୀ ଛାତ୍ରୀଙ୍କୁ ସେହି କଲେଜର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରିଥିବା ଥାନାରେ ଅଭିଯୋଗ ହୋଇଛି। ଏଥିନେଇ ପୋଲିସ ଏକ ମାମଲା(ନଂ.୯୫/୧୯)ରୁଜୁ କରି ଶୁକ୍ରବାର ସମ୍ପୃକ୍ତ...

ଶାଳଚୁଆ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ଥାନାରେ ହୋହଲ୍ଲା

କପ୍ତିପଦା,୧୩ା୯(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ୍‌ ଅଧୀନ ଶାଳଚୁଆ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ନିବାସରେ ରହୁଥିବା ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ମୃତ ଛାତ୍ରୀଙ୍କ ପରିବାର ଲୋକେ...

ସ୍ବାମୀ ଜୀବିତ ଥାଇ ୧୦ ମହିଳା ପାଉଛନ୍ତି ବିଧବା ଭତ୍ତା

ରାସଗୋବିନ୍ଦପୁର,୧୩-୯ (ଡି.ଏନ୍‌.ଏ): ବିଭିନ୍ନ ସମୟରେ ଅର୍ଥ ହେରଫେର ଓ ବିଭିନ୍ନ ଅନିୟମିତତା ନେଇ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଚର୍ଚ୍ଚାରେ ରହି ଆସିଥିବା ବେଳେ ଏବେ ଏଥିରେ ଆଉ ଏକ ଫର୍ଦ୍ଦ ଯୋଡି ହୋଇଯାଇଛି। ଏହି ବ୍ଲକର ସାରୁମଳା ପଞ୍ଚାୟତରେ...

ସୁନେଇ ଓ କାଳ ବନ୍ଧରୁ ବନ୍ୟା ଜଳ ନିଷ୍କାସନ

କପ୍ତିପଦା,୧୩ା୯(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରେ ଥିବା ସୁନେଇ ଓ କାଳ ମଧ୍ୟମ ଜଳସେଚନ ପ୍ରକଳ୍ପରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଉତ୍ତର ଓଡ଼ିଶାରେ ଆଗକୁ ବର୍ଷା ହେବାର ସୂଚନା ମିଳିବା ପରେ ସୁନେଇ...

କେନାଲ ଜମିରୁ ଜବରଦଖଲ ହଟିଲା

କପ୍ତିପଦା,୧୩ା୯(ଡି.ଏନ.ଏ)- କପ୍ତିପଦା ବ୍ଲକ୍‌ ଅଧୀନ ସୁନେଇ ଜଳ ସେଚନ ବିଭାଗର କେନାଲ ଜମିରୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ପ୍ରଶାସନ ଜବରଦଖଲ ହଟାଇଛି। ଏହି ଜମିକୁ କେତେକ ଲୋକ ଜବରଦଖଲ କରିଥିଲେ। ବାରମ୍ବାର ତାଗିଦ ସତ୍ତ୍ୱେ ମଧ୍ୟ ସେମାନେ ଜମି...

ବାରିପଦା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ

ବାରିପଦା ଅଫିସ,୧୨ା୯- ରାଜ୍ୟର ସର୍ବପୁରାତନ ସହର ଭାବେ ପରିଚିତ ବାରିପଦା ସହରରେ ଟ୍ରାଫିକ ଅବ୍ୟବସ୍ଥା ଲାଗିରହିଛି। ଏଠାରେ ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ତଥା ଅଟୋମେଟିକ ଲାଇଟ ପୋଷ୍ଟ, ଆବଶ୍ୟକ କର୍ମଚାରୀ ତଥା ଭିତ୍ତିଭୂମି ଅଭାବ ରହିଛି।...

ଭୁଶୁଡିଲା ପୁରୁଣା ପୋଲ: ୩ ପଞ୍ଚାୟତ ବାହ୍ୟ ଜଗତରୁ ବିଛିନ୍ନ

ଖୁଣ୍ଟା,୧୨ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକର ବଡଫେଣି ପଞ୍ଚାୟତ ଅଧୀନ ଛତ୍ରମା ଓ ବଡ଼ ସାତଶୋଲ ଗ୍ରାମ ମଧ୍ୟବର୍ତ୍ତୀ ଆରଡି ରାସ୍ତାର ଗଙ୍ଗାହାର ନଦୀ ଉପରେ ଥିବା ଏକ ପୁରୁଣା ପୋଲ ବୁଧବାର ପୂର୍ବାହ୍ନରେ ଭୁଶୁଡି ପଡିଛି। ଫଳରେ ପୋଲର...

ବହଳଦାର ପ୍ରସିଦ୍ଧ ଇନ୍ଦ୍ରଉତ୍ସବ ଆରମ୍ଭ

ବହଳଦା,୧୨ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବହଳଦାର ପ୍ରସିଦ୍ଧ ଇନ୍ଦ୍ରଉତ୍ସବ ମଙ୍ଗଳବାର ରାତିରେ ଆରମ୍ଭ ହୋଇଛି । ରାଜାରାଜୁଡା ସମୟରୁ ଆରମ୍ଭ ହୋଇଥିବା ଏହି ନିଆରା ଓ ସ୍ବତନ୍ତ୍ର ଉତ୍ସବ ନିରବିଚ୍ଛନ୍ନ ଭାବେ ଚାଲିଅସୁଛି ା ଏହା ଆଉ କୈଣସିଠାରେ ଦେଖାଯାଏ ନାହିଁ...

ଶିକ୍ଷକ ବଦଳିକୁ ନେଇ ଉତ୍ତେଜନା: ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖୁଣ୍ଟା,୧୧ା୯(ଡି.ଏନ୍‌.ଏ.)- ଖୁଣ୍ଟା ବ୍ଲକ ଅଧୀନ ସୋନପୋଖରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବଦଳିକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସେମାନେ ଏକ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ବେଖାତିର: ବାଇକ୍‌ ଚାଳକଙ୍କୁ ଜରିମାନା ୧୮,୫୦୦ ଟଙ୍କା

ବେତନଟୀ,୧୧ା୯(ଡି.ଏନ୍‌.ଏ.)- ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ମାତ୍ର ଏହି ଘୋଷଣାର ଦିନକ ପରେ ଜଣେ ବାଇକ ଚାଳକଙ୍କ ଉପରେ ୧୮ହଜାର ୫ଶହ ଟଙ୍କାର ଜରିମାନା ଧାର୍ଯ୍ୟ...

ପଲ୍ୟୁସନ ଟେଷ୍ଟିଂ ଗାଡ଼ିିକୁ ହଟାଇଲେ ଲୋକେ

ବାରିପଦା ଅଫିସ,୧୧ା୯- ନୂତନ ମୋଟରଯାନ ଆଇନରେ ପରିବର୍ତ୍ତନ ହେବା ପରେ ଜରିମାନା ଭୟରେ ଗାଡ଼ି ଚାଳକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି। ରାଜ୍ୟ ସରକାର ଲୋକଙ୍କ ଦାବିକୁ ଗୁରୁତ୍ୱ ଦେଇ ଜରିମାନା ଆଦାୟକୁ ୩ ମାସ ପାଇଁ କୋହଳ କରିଛନ୍ତିି।...

ଅବହେଳିତ ବୈଦ୍ୟନାଥ ପୀଠ: ସୌନ୍ଦର୍ଯ୍ୟ ଅଛି, ବିକାଶ ନାହିଁ

ବଡ଼ସାହି,୧୦-୯:(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀଠାରେ ବହୁ ପୁରାତନ ପ୍ରସିଦ୍ଧ ଶୈବପୀଠ ବାବା କଖାରୁଆ ବୈଦ୍ୟନାଥ ମନ୍ଦିର ଅବସ୍ଥିତ। ଐତିହ୍ୟପୂର୍ଣ୍ଣ ପ୍ରାକୃତିକ ସୌନ୍ଦଯର୍‌ୟ ଓ ଆଧ୍ୟାମତ୍ିକ ପରିବେଶ ପାଇଁ ଏହି ପୀଠ ଶ୍ରଦ୍ଧାଳୁ ତଥା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ ା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri