ଆଜି ଆସିବେ ରାଷ୍ଟ୍ରପତି
ବାରିପଦା (ନୀଳାଦ୍ରି ବିହାରୀ ଦଣ୍ଡପାଟ)/ରାଇରଙ୍ଗପୁର(ମାନସ ମହାନ୍ତି), ୨୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିଜ ଜନ୍ମ ମାଟିକୁ ଦ୍ୱିତୀୟ ଥର ଆସୁଛନ୍ତି। ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତର ପ୍ରଥମ ଦିବସରେ ବାରିପଦା ଶହୀଦ ସ୍ମୃତି ଭବନରେ ସାନ୍ତାଳୀ ଲେଖକ ସମ୍ମିଳନୀ...