ମୟୂରଭଞ୍ଜ

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପୋଲିସର ତଦନ୍ତ ଜାରି

ମୋରଡା,୨୮।୫(ଡି.ଏନ.ଏ): ମୟୁରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଧୀନରେ ଥିବା ଲାଇସେନ୍ସ ପ୍ରାପ୍ତ ମଦ ଦୋକାନ ସମ୍ମୁଖରେ ଏକ ପଡିଆରେ କିଛି ଯୁବକ ମଦ ପିଇ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଥିବାର ଭିଡିଓ ଭାଇରାଲ ହୋଇଛି...

ଶିକାରୀ ଗୁଳିରେ ଫରେଷ୍ଟଗାର୍ଡ ମୃତ ଘଟଣାରେ ୩ଶିକାରୀ ଗିରଫ

ବାରିପଦା ଅଫିସ,୨୬।୫: ଶିକାରୀଙ୍କ ଗୁଳିରେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟଣାରେ ପୋଲିସ ଶୁକ୍ରବାର ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସର କମ୍ବିଂ ଅପରେସନରେ ୩ଜଣ ଶିକାରୀ ଧରାପଡିଛନ୍ତି । ସେମାନଙ୍କୁ ଗୁପ୍ତ ସ୍ଥାନରେ ରଖି ପଚରାଉଚୁରା ଜାରି ରହିଛି । ସେମାନଙ୍କ...

ଶିକାରୀ ଗୁଳିରେ ଫରେଷ୍ଟଗାର୍ଡ ମୃତ

ବାରିପଦା ଅଫିସ, ୨୩।୫: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡର ବାଙ୍ଗରିପୋଷି ରେଞ୍ଜ ବାଉଁଶଖାଳ ବିଟ୍‌ ଅଞ୍ଚଳରେ ସୋମବାର ସନ୍ଧ୍ୟାରେ ଜଣେ ଶିକାରୀଙ୍କ ଗୁଳିରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତ ଫରେଷ୍ଟଗାର୍ଡ...

ଦିନକୁ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ପରିବା ନଷ୍ଟ

ବୈଶିଙ୍ଗା,୨୧ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବୁଢ଼ାବଳଙ୍ଗ ଓ ଗଙ୍ଗାହାର ନଦୀ ଅବବାହିକାରେ ପ୍ରଚୁର ପରିମାଣରେ ପନିପରିବା ଚାଷ କରାଯାଇଥାଏ। ଚଳିତ ବର୍ଷ ମଧ୍ୟ ଜହ୍ନି, ବାଇଗଣ, ବିଲାତି, କାକୁଡ଼ି, ପୋଟଳ, ଲଙ୍କା, ଝୁଡ଼ଙ୍ଗ ଆଦିର ଉତ୍ପାଦନ ଭଲ ହୋଇଛି।...

କାଳବୈଶାଖୀ: ଗଛ ପଡ଼ି ରାସ୍ତା ଜାମ୍‌

ଖୁଣ୍ଟା,୨୦ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳରେ ଶୁକ୍ରବାର କାଳବୈଶାଖି ପ୍ରଭାବରେ ବଜ୍ରପାତ ସହ ଝଡ଼ ତୋଫାନ ହୋଇଛି। ବଜ୍ରପାତରେ ଜଣେ ମହିଳା ୱାର୍ଡ ମେମ୍ବର ଗୁରୁତର ହୋଇଛନ୍ତି। ଅନ୍ୟ ୪ ଜଣ ଯୁବକ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର...

ଆରମ୍ଭ ହେଲା ରବିଧାନ ସଂଗ୍ରହ

ବାରିପଦା ଅଫିସ,୧୭।୫: ମୟୂରଭଞ୍ଜ ଜିଲାରେ ଚଳିତ ବର୍ଷ ଚାଷୀମାନଙ୍କଠାରୁ ରବି ଧାନ କିଣା ଆରମ୍ଭ ହୋଇଛି। ଜିଲାସ୍ତରୀୟ ରବି ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ଜିଲାପାଳ ବିନୀତ ଭରଦ୍ୱାଜ ସାରସକଣା ବ୍ଲକର ଶୀର୍ଷା...

ବନପାଳଙ୍କ ସମେତ ୬ ଗିରଫ

ବାରିପଦା ଅଫିସ,୧୬ା୫: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ବଡ଼ଝାଡ଼ ଅଞ୍ଚଳରେ ବଜ୍ରକାପ୍ତା କାତି ବିକ୍ରି ପାଇଁ ଡିଲ୍‌ ସମୟରେ ପୋଲିସ ଚଢ଼ାଉ କରି ୬ଜଣକୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲା...

ରାଜ୍ୟପାଳଙ୍କୁ ରିପୋର୍ଟ ଦେଲେ କୁଳପତି

ବାରିପଦା ଅଫିସ, ୧୩ା୫: ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟ ଘଟଣାକୁ ନେଇ ଶୁକ୍ରବାର କୁଳପତି ସନ୍ତୋଷ କୁମାର ତ୍ରିପାଠୀ ରାଜ୍ୟପାଳଙ୍କୁ ରିପୋର୍ଟ...

ଗାଁ ଛାଡୁଛନ୍ତିି ଲୋକେ

ବାରିପଦା ଅଫିସ,୧୨ା୫: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଶିଆଳିଘାଟି ଓ ପାଉଁଶିଆ ପଞ୍ଚାୟତ ଅନ୍ତର୍ଗତ ୪ଟି ଗ୍ରାମର ଲୋକେ ପ୍ରଶାସନିକ ଅବହେଳାରୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଆଗକୁ ବର୍ଷା ଦିନ ଥିବାରୁ ଏବେଠାରୁ ଏହି ୪ ଗ୍ରାମର ଲୋକେ ଜଳବନ୍ଦୀ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ୪ର୍ଥ ଶ୍ରେଣୀ କର୍ମଚାରୀ

ମୋରଡ଼ା,୧୨ା୫(ଡି.ଏନ୍‌.ଏ.): ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରାୟ ସମସ୍ତ ବିଦ୍ୟାଳୟ ୫-ଟି ଅନ୍ତର୍ଭୁକ୍ତ ହେବା ସହିତ ଉତ୍ତମ ତଥା ଗୁଣାତ୍ମକ ଶିକ୍ଷାଦାନ ପାଇଁ ପ୍ରତିଟି ବିଦ୍ୟାଳୟରେ ଯଥେଷ୍ଟ...

ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲ୍‌ଫି ନେଲେ ଫାର୍ମାସିଷ୍ଟ

ବାରିପଦା ଅଫିସ,୮ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସମୟରେ ବିଦ୍ୟୁତ୍‌ ବିଭ୍ରାଟ ନେଇ ଆରୋପ ପ୍ରତ୍ୟାରୋପ ଚାଲିଥିବା ବେଳେ ସୁରକ୍ଷା ବ୍ୟବସ୍ଥାରେ ସାଂଘାତିକ ତ୍ରୁଟି ପରିଲକ୍ଷିତ ହୋଇଛି। ଗସ୍ତ ସମୟରେ ନିୟୋଜିତ ଥିବା ଜଣେ ଫାର୍ମାସିଷ୍ଟ ରାଷ୍ଟ୍ରପତିଙ୍କ ଗମନାଗମନରେ ନିୟୋଜିତ...

ବାସହରା ହେଲେ ଅନାଥ ଭଉଣୀଭାଇ

ମୋରଡ଼ା, ୮।୫ (ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ରାସଗୋବିନ୍ଦପୁର ଏବଂ ବେତନଟି ରେଞ୍ଜ୍‌ ଅଞ୍ଚଳରେ ବର୍ଷତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବହୁ ଧନଜୀବନ ନଷ୍ଟ ହେଉଛି। ଏଥିରେ ଲୋକେ ଅତିଷ୍ଠ ହେଲେଣି। ହାତୀଙ୍କ ଉତ୍ପାତ ରୋକିବାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri