ମୟୂରଭଞ୍ଜ

ଭିଜିଲାନ୍ସ ଜାଲରେ ଅତିରିକ୍ତ ରାଜସ୍ବ ନୀରିକ୍ଷକ

ବାରିପଦା ଅଫିସ,୨ା୧୨: ମୟୂରଭଞ୍ଜ ଜିଲା ଯଶୀପୁର ତହସିଲ କାର୍ଯ୍ୟାଳୟର ଅତିରିକ୍ତ ରାଜସ୍ବ ନୀରିକ୍ଷକ ଭାର୍ଗବ ମହାକୁଡ଼ ଶୁକ୍ରବାର ୪୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ା ତାଙ୍କଠାରୁ କେମିକାଲ୍‌ ବୋଳା ସମସ୍ତ ନୋଟ୍‌ ଜବତ...

ଅଜଗର ଧରି ବଜାର ବୁଲିଲେ

ବାରିପଦା ଅଫିସ,୨ା୧୨:ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଞ୍ଚଳରୁ ଉଦ୍ଧାର ହୋଇଥିବା ଏକ ବିରାଟକାୟ ଅଜଗରକୁ ଧରି ସାପ ଧରାଳି ବଜାର ବୁଲିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବିଲୁପ୍ତ ପ୍ରାୟ ପ୍ରାଣୀ ଉଦ୍ଧାର ନିୟମର ଉଲ୍ଲଂଘନ କରି ଜନଗହଳିପୂର୍ଣ୍ଣ ଅଞ୍ଚଳରେ...

ସହର ପ୍ରବେଶ ପଥ ବନ୍ଦ

ବାରିପଦା ଅଫିସ,୩୦।୧୧: ବାରିପଦା ସହରକୁ ସଂଯୋଗ କରୁଥିବା ୧୮ନଂ. ଜାତୀୟ ରାଜପଥର ପାଲବଣି ବାଇପାସ ପ୍ରବେଶ ପଥ ରାସ୍ତା ବନ୍ଦ କରାଯିବା ଘଟଣାରେ ଜିଲା ବିଜେଡି ପ୍ରତିବାଦର ସ୍ବର ଉଠାଇଛି। ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଆଇ)ର ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ ଜିଲା,...

ମେରୁମଠ ଜମିରେ ବେଆଇନ ରାସ୍ତା ନିର୍ମାଣ

ସାରସକଣା,୨୯ା୧୧(ଡି.ଏନ୍‌.ଏ.):ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଶୀର୍ଷା ପଞ୍ଚାୟତର ମେରୁମଠ ଜମିରେ ବେଆଇନ ରାସ୍ତା ନିର୍ମାଣ କରାଯାଉଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ବେଢାପାଳ ଗ୍ରାମର ପ୍ରାୟ ୧୦ ପରିବାରର ପୂର୍ବ ଯାତାୟତ ପଥ ବନ୍ଦ ହୋଇଯାଇଥିବାରୁ ସେମାନେ ମଠ ଜମିରେ...

ସ୍କୁଲ୍‌, କଲେଜ ଆଗରେ ମୁକୁଳା ଟ୍ରାନ୍ସଫର୍ମର

ସାରସକଣା/ ଗୋପବନ୍ଧୁ ନଗର,୨୯ା୧୧(ଡି.ଏନ.ଏ.):ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ମୁକୁଳା ହୋଇପଡ଼ିଛି। ବିଷେତଃ ଏହା ସ୍କୁଲ୍‌ ପରିସର ଓ କଲେଜ ଆଗରେ ଥିବାରୁ ଛାତ୍ରୀଛାତ୍ର ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏଥିସହ ଖୁଣ୍ଟା ବ୍ଲକ୍‌ ପ୍ରବେଶ...

ଦୁର୍ଘଟଣାରେ ୪ ଗୁରୁତର

ଖୁଣ୍ଟା,୨୮ା୧୧(ଡି.ଏନ.ଏ.):  ମୟୂରଭଞ୍ଜ ଜିଲା ଖୁଣ୍ଟା – ବାରିପଦା ରାଜ୍ୟ ରାଜପଥର ବାସିପିଠା ଛକ ନିକଟରେ ୨ ବାଇକ୍‌ ମଧ୍ୟରେ ଧକ୍କା ହେବାରୁ ୪ଜଣ ଗୁରୁତର ହୋଇଛନ୍ତି। ସୋମବାର ଅପରାହ୍ନରେ ଏକ ସ୍କୁଟି ଯୋଗେ ରାଢ଼ୋ ଅଞ୍ଚଳର ତପନ ପାତ୍ର (୨୪),...

୧୧ କୁଇଣ୍ଟାଲ ମହୁଲ ଜବତ: ବ୍ୟବସାୟୀ ଗିରଫ

ମୋରଡ଼ା,୨୮ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ସୋମବାର ଦାନ୍ତିଆମୁଁହା ପଞ୍ଚାୟତର ବଡ଼ଜାମବଣି ଗ୍ରାମରେ ଚଢ଼ାଉ କରି ୧୧ କୁଇଣ୍ଟାଲ ମହୁଲ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ହେଲେ ତପନ କୁମାର ପାତ୍ର।...

ଶୋଇଥିବା ବେଳେ ଘରେ ଲଗାଇ ଦେଲେ ନିଆଁ: ଦମ୍ପତି ଗୁରୁତର

ବାରିପଦା ଅଫିସ,୨୮।୧୧: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନୂଆସାହି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ ନେଇ ପଡ଼ୋଶୀ ଜଣକ ସ୍ଥାନୀୟ ଅର୍ଜୁନ ଦଣ୍ଡପାଟଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ଫଳରେ ଅର୍ଜୁନ ଏବଂ ତାଙ୍କ ସ୍ତ୍ରୀ...

ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା: ବ୍ଲକ ଅଫିସ ଆଗରେ ଗ୍ରାମବାସୀଙ୍କ ଧାରଣା

ମୋରଡା,୨୫ା୧୧(ଡି.ଏନ.ଏ): ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା ପ୍ରତିବାଦରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା ପଞ୍ଚାୟତର ଆଣୁଆ ଗ୍ରାମବାସୀ ଶୁକ୍ରବାର ବ୍ଲକ ଅଫିସ ଆଗରେ ଧାରଣାରେ ବସିଥିଲେ। ସୂଚନା ଅନୁଯାୟୀ, ଯୋଗାଣ ବିଭାଗ ଦ୍ୱାରା ହିତାଧିକାରୀଙ୍କୁ ଚାଉଳ ଯୋଗାଇ...

ଚୋରା ବାଲି ବୋଝେଇ ଟ୍ରାକ୍ଟର ଜବତ

ବୈଶିଙ୍ଗା,୨୫୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ନଡ଼ପୁରଠାରେ ଗୁରୁବାର ଅପରାହ୍ନରେ ପୋଲିସ ଚଢ଼ାଉ କରି ଚୋରା ବାଲି ବୋଝେଇ ଏକ ଟ୍ରାକ୍ଟର ଜବତ କରିଛି। ପୋଲିସକୁ ଦେଖି ଟ୍ରାକ୍ଟର ଡ୍ରାଇଭର ଦୌଡ଼ି ପଳାଇ ଯାଇଥିବା ଜଣାପଡ଼ିଛି। ଫେରାର ଡ୍ରାଇଭରଙ୍କୁ...

ବାଇକ୍‌ରୁ ପଡ଼ି ଚାଲିଗଲା ଜୀବନ

ମୋରଡ଼ା,୨୫ା୧୧(ଡି.ଏନ୍‌.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ପୁନେଇତାଣ୍ଡିଠାରେ ବାଇକ୍‌ରୁ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସାନମୁଣ୍ଡାବଣୀ ପଞ୍ଚାୟତ ଅଧୀନ ପରମାନନ୍ଦ ଗ୍ରାମର ଠାକୁର ହଁାସଦାଙ୍କ ପୁଅ ବାସୁ। ଗୁରୁବାର ବିଳମ୍ବିତ ରାତିରେ ସେ ଘରକୁ...

ବାର୍‌ହା ମାଂସ ଧରି ଆସୁଥିଲେ, ବାଟରେ ଘେରିଲା ବନ ବିଭାଗ

ଠାକୁରମୁଣ୍ଡା,୨୫ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ବନାଞ୍ଚଳ ଗୋଡ଼ଭଙ୍ଗା ଫରେଷ୍ଟ ସେକ୍ସନ ଅଧୀନ ଶିମିଳିପାଳ ସଂଲଗ୍ନ ଜଙ୍ଗଲର ତରଡିହା ନାଳବନ୍ଧ ନିକଟରୁ ଶିକାର କରି ୪.୫ କି.ଗ୍ରା. ବାର୍‌ହା ମାଂସ ନେଇ ଆସୁଥିବା ସମୟରେ ଜଣେ ଶିକାରୀଙ୍କୁ ବନବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri