ଶ୍ୱଶୁରର ମତ୍ୟୁ ଖବର କହିବାକୁ ଯାଉଥିଲେ ଜ୍ୱାଇଁ; ବାଟରେ ଚାଲିଗଲା ଜୀବନ
ବାରିପଦା,୧୨।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର ପୃଥକ ସ୍ଥାନରେ ସଡକ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି । ୧୮ନଂ ଜାତୀୟ ରାଜପଥର କୁଳିଅଣା ଥାନା ଅଧୀନ କୁଚେଇ ନିକଟରେ ପିକଅପଭ୍ୟାନ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମତ୍ୟୁଘଟିଛି । ମୃତକ...
ଘଞ୍ଚ ଜଙ୍ଗଲକୁ ଗଲା ବାଘୁଣୀ ଯମୁନା
ବାରିପଦା,୯ା୧୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍କ୍ଲୋଜରରେ ଥିବା ବାଘୁଣୀ ‘ଯମୁନା’କୁ ଶନିବାର ବନ ବିଭାଗ ପକ୍ଷରୁ ଶିମିଳିପାଳ ଅଭୟାରଣ୍ୟର କୋର ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଛି। ଯମୁନା ଉପରେ ବନ ବିଭାଗର ଏକ ସ୍ବତନ୍ତ୍ର ଟିମ୍ ନଜର ରଖିବେ ବୋଲି...
ଝିଅକୁ ମାରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ
ବାରିପଦା,୯।୧୧: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ମାଠିଆଭଙ୍ଗା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର କରି ଝିଅକୁ ଶାଶୁଘର ଲୋକେ ହତ୍ୟା କରି ଫ୍ୟାନରେ ଟାଙ୍ଗି ଦେଇଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି।...
ଦିନରେ ପେଟ ପାଇଁ ସଂଘର୍ଷ: ରାତିରେ ହାତୀ ସହ ଛକାପଞ୍ଝା
ଉଦଳା,୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ଦିନରେ ପେଟକୁ ଦାନା ଯୋଗାଡ଼ ପାଇଁ ସଂଘର୍ଷ ଆଉ ରାତି ହେଲେ ନିଜ କଷ୍ଟ ଉପାର୍ଜିତ ଫସଲକୁ ରକ୍ଷା ପାଇଁ ହାତୀ ସହିତ ଛକାପଞ୍ଝା। ରାତିତମାମ ଚାଲିଛି ହାତୀ-ମଣିଷଙ୍କ ଖେଳ। ଅନ୍ଧାର ରାତିରେ ବିଲ ଭିତରେ...
ପଞ୍ଚାୟତ କାର୍ଯ୍ୟାଳୟରେ ବିଡିଓଙ୍କୁ ତାଲା:ପିଡିଏସ୍ ଚାଉଳ ଓଜନରେ କମ୍
ବେତନଟୀ,୬ା୧୧(ଧରଣୀଧର ମହାନ୍ତି):ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ନଡ଼ପୁର ପଞ୍ଚାୟତରେ ମଙ୍ଗଳବାର ପିଡିଏସ୍ ଚାଉଳ କମ୍ ଦିଆଯିବାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ହିତାଧିକାରୀମାନେ ଯାଞ୍ଚ ପାଇଁ ଆସିଥିବା ବିଡିଓ ଏବଂ ବ୍ଲକ କର୍ମଚାରୀମାନଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ମଧ୍ୟରେ...
ପ୍ରାଣ ତ୍ୟାଗ କଲା ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ‘ଯଶୋଦା’
ବାରିପଦା,୪ା୧୧: ଚନ୍ଦକା ସ୍ଥାନାନ୍ତର ହେବା ପରେ ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ତାଲିମପ୍ରାପ୍ତ ହାତୀ ‘ଯଶୋଦା’ ସୋମବାର ସକାଳେ ଓଡ଼ିଶାର ମୟୂରଭଞ୍ଜ ଜିଲାର ଶିମିଳିପାଳ ଜଙ୍ଗଲରେ ପ୍ରାଣତ୍ୟାଗ କରିଛି। ଜେନାବିଲ ଜଙ୍ଗଲ ପରିସରରେ ଚିକିତ୍ସିତ ଅବସ୍ଥାରେ ପ୍ରାୟ ୬୦...
ବାର୍ହା ଶିକାରକଲା ‘ଯମୁନା’
ବାରିପଦା,୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍କ୍ଲୋଜରରେ ବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଶିକାର କରିବା ଆରମ୍ଭ କରିଛି ା ଏକ ବାର୍ହାକୁ ଶିକାର କରିବା ପରେ ଖାଇବା ଦେଖି ବନ ବିଭାଗର କର୍ମଚାରୀମାନେ ଖୁସି ପ୍ରକଟ...
୮୪୩ ଜିଓ ଟ୍ୟାଗ୍ଡ ଅଧିକାରୀଙ୍କ ଦରମା ବନ୍ଦ
ବାରିପଦା,୩୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ଗ୍ରାମୀଣ ଗୃହ ନିର୍ମାଣ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୮୪୩ ଜିଓ ଟ୍ୟାଗ୍ଡ ଅଫିସରଙ୍କ ଦରମା ବନ୍ଦ କରାଯାଇଛି ା ଏ ନେଇ ଜିଲାପାଳ ହେମକାନ୍ତ ସୟ ବିଭାଗୀୟ ଚିଠି ନଂ. ୮୪୫୯/୨୮ ଅକ୍ଟୋବର...
ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ
ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର...
ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ
ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ ରହିବ। ପୂର୍ବରୁ ବର୍ଷା ଆଶଙ୍କାରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ...
କେନାଲରେ ବୁଡ଼ି ଗଲେ ୩ ନାବାଳକ
ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ ୮ରୁ ୧୨ ବର୍ଷ ମଧ୍ୟରେ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ସୁବର୍ଣ୍ଣରେଖା...
ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ଟର୍ଚ୍ଚ ମାରିଲେ ମାଉସୀ, ବାରିପଦା ସଭାରେ ରୋଚକ ଦୃଶ୍ୟ
ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ...
Archives
