ମୟୂରଭଞ୍ଜ

ପୁଅର ମୃତ୍ୟୁ ପରେ ସ୍ତ୍ରୀଙ୍କୁୁ ଡାହାଣୀ କହି ତଡ଼ିଦେଲେ

ବାରିପଦା ଅଫିସ,୧୫।୫: ଶିଶୁ ପୁତ୍ରର ମୃତ୍ୟୁ ପରେ ସ୍ତ୍ରୀଙ୍କୁ ଡାହାଣୀ ସନ୍ଦେହରେ ସ୍ବାମୀ ଘରୁ ବାହାର କରିଦେବା ଚର୍ଚ୍ଚାର ବିଷୟ ହୋଇଛି। ମୃତ ଶିଶୁକୁ ଧରି ମା’ ରାସ୍ତା କଡ଼ରେ ବସି ରହିଥିଲେ। ଦୀର୍ଘ ୧୪ଘଣ୍ଟା ପରେ ଗ୍ରାମ ମୁଖିଆଙ୍କ...

ସମ୍ମେଟିଭ୍‌-୨ ପରୀକ୍ଷା ଫଳ ପ୍ରକାଶ ପାଉନି: ଦ୍ୱନ୍ଦ୍ୱରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର

ବାରିପଦା ଅଫିସ,୧୫।୫: ଗଣ ଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶକୁ ନେଇ ଚଳିତ ଶିକ୍ଷା ବର୍ଷର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ଅନିଶ୍ଚିତତା ମଧ୍ୟରେ ଗତି କରୁଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନବମ ଶ୍ରେଣୀ ପାଇଁ କରାଯାଇଥିବା ସମ୍ମେଟିଭ-୨ ପରୀକ୍ଷା...

ଅବହେଳିତ ବୈଶିଙ୍ଗା ଡାକ୍ତରଖାନା

ବୈଶିଙ୍ଗା,୧୫।୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଡାକ୍ତରଖାନା ପ୍ରତି ସରକାରୀ ଅବହେଳାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। କର୍ମଚାରୀ ଅଭାବ ସାଙ୍ଗକୁ ବିଭିନ୍ନ ସମସ୍ୟାରେ ଥିବା ଏହି ଡାକ୍ତରଖାନା ଉପରୁ ଲୋକଙ୍କ ଭରସା ତୁଟିବାରେ ଲାଗିଛି। ୧୮ନଂ. ଜାତୀୟ ରାଜପଥ ପାଶର୍‌ବରେ...

ଖୋଜା ଚାଲିଛି କାରଣ

ବାଙ୍ଗିରିପୋଷି,୧୪।୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ୮ଟି ପରୀକ୍ଷା କେନ୍ଦ୍ରରେ ମୋଟ ୨୬୩ ଛାତ୍ରୀଛାତ୍ର ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ନ ଦେବା ଚର୍ଚ୍ଚାର ବିଷୟ ହୋଇଛି। ୧୮୦୭ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବା ବେଳେ କେଉଁ କାରଣରୁ...

ସଡ଼କ ଦୁର୍ଘଟଣାରେ ଚାଲିଗଲା ଏମ୍‌ପି ପ୍ରତିନିଧିଙ୍କ ଜୀବନ

ଦାରିଙ୍ଗବାଡ଼ି,୧୩ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ମୁକଚେରୀଠାରେ ଏକ ସଡ଼କ ଦୁର୍ଘଟଣାରେ କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତଙ୍କ ସ୍ଥାନୀୟ ପ୍ରତିନିଧି କ୍ଷେତ୍ରୀବଳ ନାୟକଙ୍କ ପ୍ରାଣହାନି ଘଟିଛି। ବ୍ରହ୍ମପୁର ବଡ଼ମେଡିକଲରେ ମୃତ୍ୟୁ ହୋଇଥିବା ତାଙ୍କ ସମ୍ପର୍କୀୟଙ୍କ ଠାରୁ ଜଣାପଡ଼ିଛି। ପ୍ରକାଶଯେ, ମୃତ କ୍ଷେତ୍ରୀବଳ...

ଓଲଟିଲା ବରଯାତ୍ରୀ ଗାଡ଼ି, ୨ ଗୁରୁତର

ରାଇରଙ୍ଗପୁର,୧୩ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଷୋୟୀ ମୁଖ୍ୟରାସ୍ତା ବିଜାତଳା ଛକରେ ଏକ ବରଯାତ୍ରୀ ଗାଡ଼ି ଶୁକ୍ରବାର ଭୋର୍‌ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୧୩ ବରଯାତ୍ରୀଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଥିବା ବେଳେ...

ମା’ ସହ ଦୁଇ ଶିଶୁ ଜୀବନ୍ତ ଦଗ୍ଧ

ବାରିପଦା ଅଫିସ,୧୩ା୫: ମା’ କୋଳରେ ଶୋଇଥିଲେ ୨ ନିରୀହ ଶିଶୁ। ହେଲେ ସେହି ରାତି ହିଁ କାଳ ରାତି ସାଜିବ ସେକଥା କାହାକୁ ବା ଜଣା ଥିଲା। ଗୁରୁବାର ରାତିରେ ହଠାତ୍‌ ଘରେ ନିଆଁ ଲାଗିଥିବା ବେଳେ ମା’ ସହ...

୫ ଲକ୍ଷର ପକ୍କା ରାସ୍ତା ୫ମାସରେ ନଷ୍ଟ

ବାରିପଦା ଅଫିସ,୧୨।୫: ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରର ୱାର୍ଡନଂ.୨୭ରେ ୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ପକ୍କା ରାସ୍ତା ୫ମାସ ମଧ୍ୟରେ ନଷ୍ଟ ହୋଇଯିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ୱାର୍ଡବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ...

ମୟୂରଭଞ୍ଜ ଜିଲା: ଦୁର୍ଘଟଣା ମୃତ୍ୟୁ ଚିନ୍ତାଜନକ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଦ୍ୱାରଶୁଣୀ ଘାଟି ମୟୂରଭଞ୍ଜ ଜିଲାର ବିପଦପୂର୍ଣ୍ଣ ସ୍ଥାନ। ପ୍ରତି ମାସରେ ଏଠି ୨ରୁ ୩ଟି ଦୁର୍ଘଟଣା ଘଟୁଛି। ଡିଆର୍‌ଏସ୍‌ସି ବୈଠକରେ ଏହି ସମସ୍ୟା ଉପରେ ନିୟମିତ ଆଲୋଚନା ହେଉଛି। ହେଲେ ଏନ୍‌ଏଚ୍‌ଏଆଇ ପକ୍ଷରୁ ଏନେଇ ଅସହଯୋଗ କରାଯାଉଛି। ଡିଆର୍‌ଏସ୍‌ସି...

ନାଗ ଓଗାଳିଲା କୁକୁଡ଼ା ଅଣ୍ଡା

ଉଦଳା,୧୧ା୫(ଡି.ଏନ.ଏ.)- ଖାଦ୍ୟ ଅନ୍ବେଷଣରେ ନାଗଟିଏ କୁକୁଡ଼ା ଭାଡ଼ି ଭିତରେ ପଶି ଅଣ୍ଡା ଗିଳି ଦେଇଥିଲା। ସାପ ଧରାଳୀ ଉଦ୍ଧାର କରିବା ପରେ ନାଗ ଗିଳିଥିବା ୫ଟି ଅଣ୍ଡା ଓଗାଳି ଥିଲା। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା...

ବାଲି, ମୋରମ ଚୋରା ଚାଲାଣ: ୨ ଡମ୍ପର ଜବତ କଲା ପୋଲିସ

ମୋରଡା,୯।୫ (ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ଲଘୁ ଖଣିଜ ଦ୍ରବ୍ୟର ଚୋରା ଚାଲାଣ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ବିଳମ୍ବିତ ରାତିରେ ମୋରଡ଼ା ପୋଲିସ ବାଲି ଓ ମୋରମ ଚୋରା ଚାଲାଣ ବେଳେ ଦୁଇଟି...

ନକଲି ସାର୍ଟିଫିକେଟ: ତଦନ୍ତ ନିର୍ଦ୍ଦେଶ

ବାରିପଦା ଅଫିସ,୯।୫: ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ମଝିଗଡିଆ ହାଇସ୍କୁଲର ଜଣେ ଶିକ୍ଷକ ଓ ତାଙ୍କ ସ୍ତ୍ରୀ ନକଲି ସାର୍ଟିଫିକେଟ ଦେଇ ଚାକିରି କରିଥିବା ଘଟଣାରେ ତଦନ୍ତ କରିବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ଉଭୟଙ୍କୁ ମାସକ ମଧ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri