ନବରଙ୍ଗପୁର

ଦାବି ଶୁଣିଲେନି ସରକାର: ୬ ଘଣ୍ଟା ଇନ୍ଦ୍ରାବତୀ ବଜାର ବନ୍ଦ

ନବରଙ୍ଗପୁର, ୧୬।୧୨(ଡି.ଏନ୍‌.ଏ.): ଗତ ୩୦ ବର୍ଷ ହେଲା ସରକାର ଦାବି ଶୁଣୁ ନାହାନ୍ତି। ତେଣୁ ବିସ୍ଥାପିତଙ୍କ ଥଇଥାନ ଦାବିରେ ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ବଜାର ବୁଧବାର ସକାଳୁ…

4 years ago

ଜଗନ୍ନାଥ ମନ୍ଦିର ନିଯୋଗକୁ କୋଟିଏ ଟଙ୍କାର ଘର ଦାନ

ନବରଙ୍ଗପୁର,୧୬।୧୨(ବି.ପ୍ର.): ସାଧାରଣତଃ ମଣିଷ ମୃତ୍ୟୁ ପୂର୍ବରୁ ନିଜର ସମସ୍ତ ସମ୍ପତ୍ତି ପରିବାର ଅଥବା ବନ୍ଧୁଙ୍କୁ ଦାନ କରିଥାନ୍ତି। କିନ୍ତୁ ନବରଙ୍ଗପୁର ସହର ଭଗବତୀ ସାହି ବାସିନ୍ଧା ଭବାନୀ…

4 years ago

ବନ୍ଦ ରହିଛି ଉମରକୋଟ୍‌ ଧଳାସୁନା କଳ

ଉମରକୋଟ,୧୫।୧୨(ସ୍ୱ.ପ୍ର.): ନବରଙ୍ଗପୁର ଜିଲା ଦିନେ କପାଚାଷ ପାଇଁ ପରିଚିତ ଥିଲା। ୧୯୮୫ରୁ ୧୯୮୯ ପର୍ଯ୍ୟନ୍ତ ଚାଷୀ ଅଧିକ ପରିମାଣରେ କପା ଚାଷ କରୁଥିଲେ। ସେତେବେଳ କପା କିଲୋ ପ୍ରତି…

4 years ago

ଜମିରେ ଧାନ କାଟୁଛନ୍ତି ଡାବୁଗାଁ ବିଧାୟକ

ନବରଙ୍ଗପୁର,୧୪୧୧(ବି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ନିଜର ନିଅାରା କାଯର୍ୟ ଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ଏବେ ନବରଙ୍ଗପୁର ବ୍ଲକ ଅଧୀନ ପୂଜାରୀଗୁଡାସ୍ଥିତ ନିଜ ଚାଷଜମିରେ ସେ…

4 years ago

ଠକେଇ ମାମଲାରେ ଯୁବକ ଗିରଫ

ଚନ୍ଦାହାଣ୍ଡି, ୧୪ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ବରିଷ୍ଠ ନାଗରିକଙ୍କ ଏଟିଏମ୍ କାର୍ଡ ନେଇ ଅାକାଉଣ୍ଟରୁ ଲକ୍ଷାଧତ୍କ ଟଙ୍କା ଲୁଟ୍ ମାମଲାରେ ଜୁନାଗଡ଼ ପୋଲିସ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ…

4 years ago

ଶୁଆ ପାଇଁ କାନ୍ଦୁଛି ସ୍ବାଇଁ ପରିବାର

ନବରଙ୍ଗପୁର,୨୮।୧୦(ବି.ପ୍ର.): ୩୦ ବର୍ଷ କାଳ ଏକ ପରିବାରରେ ରହି ରୁବି ହୋଇଯାଇଥିଲା ଘରର ଜଣେ ସଦସ୍ୟ। ବର୍ତ୍ତମାନ ତା’ର ମୃତ୍ୟୁ ପରେ ଦୁଃଖରେ ଭାଙ୍ଗିପଡ଼ିଛି ସ୍ବାଇଁ ପରିବାର।…

4 years ago

ବିଧାୟକଙ୍କ ସହ ସ୍ତ୍ରୀ ମଧ୍ୟ କାଟିଲେ ଧାନ

ନବରଙ୍ଗପୁର,୨୮।୧୦(ବି.ପ୍ର.): ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ନିଜର ନିଆରା କାର୍ଯ୍ୟଶୈଳୀକୁ ନେଇ ପ୍ରାୟ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ବିଧାୟକ ତାଙ୍କ ବ୍ୟସ୍ତ ବହୁଳ ଜୀବନରୁ ସମୟ ବାହାର…

4 years ago

ମା’ ଭଣ୍ଡାରଘରଣୀଙ୍କ ବିଜୟ ଉତ୍ସବ

ନବରଙ୍ଗପୁର,୨୬ା୧୦(ବି.ପ୍ର.)- ନବରଙ୍ଗପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଭଣ୍ଡାରଘରଣୀଙ୍କ ବିଜୟା ଦଶମୀ ପୂଜା ରବିବାର ରାତିରେ ସମାପନ ହୋଇଯାଇଛି। ସନ୍ଧ୍ୟାରେ ମା’ଙ୍କ ବିଜୟ ଶୋଭାଯାତ୍ରା ବାହାରିଥିଲା। ଏଥିରେ…

4 years ago

ନିୟନ୍ତ୍ରିତ ବଜାର କମିଟି ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନବରଙ୍ଗପୁର,୧୪।୧୦(ବି.ପ୍ର.): ନିୟନ୍ତ୍ରିତ ବଜାର ବରିଷ୍ଠ କିରାଣି ଅଶୋକ ନନ୍ଦଙ୍କ ଘରେ ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ନବରଙ୍ଗପୁର ଭିଜିଲାନ୍ସ ଚଢ଼ାଉ କରିଛି । ଏକ କାଳୀନ ୩ ସ୍ଥାନରେ…

4 years ago

କରୋନା ଆକ୍ରାନ୍ତ ଏମ୍‌ପି ରମେଶ ମାଝିଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନବରଙ୍ଗପୁର,୧୨ା୯(ବି.ପ୍ର.): ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଶନିବାର…

4 years ago