ନବରଙ୍ଗପୁର

ମାଲକାନଗିରି, ନବରଙ୍ଗପୁର ଜିଲା କରୋନା ମୁକ୍ତ: ୨୮ଜିଲାରେ ୯୯୦ ସକ୍ରିୟ ରୋଗୀ

ଭୁବନେଶ୍ୱର,୮।୬(ବ୍ୟୁରୋ)-କରୋନା କବଳରେ ସାରା ରାଜ୍ୟ। ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମିତଙ୍କ ସଂଖ୍ୟା ଯେତିକି ମାତ୍ରାରେ ବଢ଼ିବାରେ ଲାଗିଛି, ସୁସ୍ଥ ରୋଗୀଙ୍କ ସଂଖ୍ୟା…

4 years ago

ପାପଡାହାଣ୍ଡି ଅଞ୍ଚଳରେ ପଙ୍ଗପାଳ ଭଳି କୀଟ: ଲୋକେ ଭୟଭୀତ

ପାପଡାହାଣ୍ଡି, ୪।୬ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଅଞ୍ଚଳରେ ପଙ୍ଗପାଳ ଭଳି କିଟ ଦେଖିବାକୁ ମିଳିଛି। ରାଣିସଲାଠାରୁ ଉମରାହାଣ୍ଡି ରାସ୍ତାର ଗୋଟିଏ ଗଛରେ ପ୍ରାୟ ହଜାରରୁ…

4 years ago

ବଜ୍ରପାତରେ ବୃଦ୍ଧଙ୍କ ଜୀବନ ଗଲା

ନବରଙ୍ଗପୁର,୩୦।୫(ବି.ପ୍ର.): ନବରଙ୍ଗପୁର ଜିଲା ନବରଙ୍ଗପୁର ବ୍ଲକ ବଡକୁମୁଲି ଗ୍ରାମରେ ବଜ୍ରପାତରେ ଶନିବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼କୁମୁଲି ଗ୍ରାମର ଶୁକ୍ରୁ ଗୌଡ଼…

4 years ago

କ୍ୱାରାଣ୍ଟାଇନରେ ଥିବାରୁ ମା’ଙ୍କୁ ପୁଅ ଦେଇପାରିଲେନି ମୁଖାଗ୍ନି

ନବରଙ୍ଗପୁର,୧୪।୫(ବି.ପ୍ର.)- କରୋନା କେବଳ ମଣିଷ ମଣିଷ ଭିତରେ ଦୂରତା ବଢ଼ାଇନାହିଁ। ଏହି ଭୂତାଣୁ ସଂକ୍ରମଣର ଆଶଙ୍କା ଯୋଗୁ ନିଜ ମା’ର ଶେଷ ଦର୍ଶନ କରିପାରିଲାନି କ୍ୱାରାଣ୍ଟାଇନରେ ଥିବା…

4 years ago

ଡାବୁଗାଁରେ ‘ଲୁଣ ମିଳିବ ନାହିଁ’ ଗୁଜବ: ଅସାଧୁ ବ୍ୟବସାୟୀ ମାଲାମାଲ; ଚିନ୍ତାରେ ଖାଉଟି

ଡାବୁଗାଁ,୧୩।୫(ଡି.ଏନ୍‌.ଏ.): କରୋନାକୁ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ତେବେ ଏହାର ସୁଯୋଗ ନେଇ କେତେକ ଅସାଧୁ ବ୍ୟବସାୟୀ ଅହେତୁକ ମାତ୍ରାରେ ଦରବୃଦ୍ଧି…

4 years ago

ଲକ୍‌ଡାଉନ୍‌ ଦେଲା ନିଖୋଜ ପୁଅର ଠିକଣା

ନବରଙ୍ଗପୁର,୬ା୫(ବି.ପ୍ର.)- ଲକ୍‌ଡାଉନ୍‌ ସମୟରେ ମା’ ବାପାଙ୍କୁ ମିଳିଲା ଖୁସି ଖବର। ୧୫ ବର୍ଷ ହେଲା ନିଖୋଜ ବୋଲି ଭାବୁଥିବା ପୁଅର ଠିକଣା ପାଇଛନ୍ତି। ପୁଅର ପତ୍ତା ପାଇବା…

4 years ago

ତେଲଙ୍ଗାନାରୁ ଫେରିଲେ ୩୬ ଶ୍ରମିକ

ଡାବୁଗାଁ,୪ା୫(ଡି.ଏନ୍‌.ଏ.): ତେଲଙ୍ଗାନାରୁ ୩୬ ଶ୍ରମିକ ଆସି ରବିବାର ସନ୍ଧ୍ୟାରେ ନବରଙ୍ଗପୁର ଜିଲା ଡାବୁଗାଁରେ ପହଞ୍ଚିଛନ୍ତି। ଡାବୁଗାଁ ବ୍ଲକ୍‌ ଅଧୀନ ଜବାଗୁଡ଼ା, ବୋରିଗାଁ ଓ ବଡ଼ଓଲମା ପଞ୍ଚାୟତର ବିଭିନ୍ନ…

4 years ago

ଶିକ୍ଷା ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ରାଇଘର,୧ା୫(ଡି.ଏନ୍‌.ଏ.): କରୋନା ବିପତ୍ତି ସମୟରେ ସହାୟତାର ହାତ ବଢ଼ାଇଛି ନବରଙ୍ଗପୁର ଜିଲା ରାଇଘର ବ୍ଲକ୍‌ ଶିକ୍ଷା ବିଭାଗ। ପରିସ୍ଥିତିର ମୁକାବିଲା ପାଇଁ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ…

4 years ago

କରୋନା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ

କୋଡ଼ିଙ୍ଗା/ନବରଙ୍ଗପୁର,୩୦ା୪(ଡି.ଏନ୍‌.ଏ./ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ ଏକୋରୀ ପଞ୍ଚାୟତ ଅଧୀନ ନୂନପାଣି ଗ୍ରାମରେ କରୋନା ସନ୍ଦିଗ୍ଧମାନଙ୍କ ପାଇଁ ନିର୍ମାଣ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ରାତିରେ ଅଗ୍ନିକାଣ୍ଡ…

4 years ago

ପାପଡ଼ାହାଣ୍ଡିରେ କାଳବୈଶାଖୀ ତାଣ୍ଡବ: ଉଡ଼ାଇନେଲା ଘର ଛପର, ଭାଙ୍ଗିଲା ଗଛ

ପାପଡ଼ାହାଣ୍ଡି, ୨୭।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ରବିବାର କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବିଶେଷଭାବେ ପ୍ରଭାବିତ ହୋଇଛି ଜଟାବାଲ ପଞ୍ଚାୟତ। ପଞ୍ଚାୟତର ବାରିଗୁଡ଼ା, କୃଷ୍ଣଗୁଡ଼ା,…

4 years ago