ନବରଙ୍ଗପୁର

ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୪ ଶିକ୍ଷକଙ୍କ ଦିନକର ଦରମା ବନ୍ଦ

ଚନ୍ଦାହାଣ୍ଡି,୧୯।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ୪ ଜଣ ଶିକ୍ଷକ ସ୍କୁଲକୁ ଠିକ ସମୟରେ ଆସି ନଥିବାରୁ ସେମାନଙ୍କଙ୍କ ଦିନକର ଦରମା ବ୍ଲକ ଶିକ୍ଷା ଅଧିକାରୀ ଭଜନଲାଲ ମାଝି…

5 years ago

ଆଇନଜୀବୀଙ୍କୁ ପିସ୍ତଲ ଦେଖାଇ ଟଙ୍କା ମାଗିବା,ହତ୍ୟା ଧମକ ଘଟଣା :୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ନବରଙ୍ଗପୁର,୧୭।୮(ବି.ପ୍ର.): ଜଣେ ଆଇନଜୀବୀଙ୍କ ଛାତିରେ ପିସ୍ତଲ ଲଗାଇ ହତ୍ୟା ଧମକ ଓ ଟଙ୍କା ଆଦାୟ କରିବା ଘଟଣାରେ ନବରଙ୍ଗପୁର ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

5 years ago

ଗଛରେ ରାଖୀ ବାନ୍ଧିଲେ ଛାତ୍ରୀ, ଅତିଥି, ଶିକ୍ଷୟିତ୍ରୀ

ଚନ୍ଦାହାଣ୍ଡି, ୧୫।୮(ଡି.ଏନ୍‌.ଏ.)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଯାଦବ ମାଝି ବାଳିକା ବିଦ୍ୟାଳୟରେ ଗୁରୁବାର ସ୍ବାଧୀନତା ଦିବସ ଓ ରକ୍ଷାବନ୍ଧନ ପାଳନ କରାଯାଇଛି। ବିଦ୍ୟାଳୟ ପୂର୍ବତନ ସମ୍ପାଦକ ତଥା…

5 years ago

ସ୍ବାଧୀନତା ଦିବସରେ ଗାନ୍ଧିଜୀଙ୍କୁ ଅସମ୍ମାନ

ଚନ୍ଦାହାଣ୍ଡି, ୧୫।୮(ଡି.ଏନ୍‌.ଏ.)-ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସମସ୍ତେ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ମନେ ପକାଇଥାନ୍ତି। ଜାତୀୟ ପତାକା ଉତ୍ତୋଳନ ପରେ ସେମାନଙ୍କ ବଳିଦାନର କଥା ଚର୍ଚ୍ଚା ହୋଇଥାଏ। ଏହା…

5 years ago

ନବରଙ୍ଗପୁରରେ ୭୩ତମ ସ୍ବାଧୀନତା ଦିବସ

ନବରଙ୍ଗପୁର,୧୫।୮(ବି.ପ୍ର.): ନବରଙ୍ଗପୁର ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ…

5 years ago

ଦେଓବନ୍ଧ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ମାଓବାଦୀ ପୋଷ୍ଟର

ନବରଙ୍ଗପୁର/ଚନ୍ଦାହାଣ୍ଡି,୧୫।୮(ବି.ପ୍ର./ଡି.ଏନ୍‌.ଏ.): ସମଗ୍ର ଭାରତ ବର୍ଷରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ହେଉଥିବାବେଳେ ନବରଙ୍ଗପୁର ଜିଲାର ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦେଓବନ୍ଧ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର…

5 years ago

ଅଗଷ୍ଟ ୧୫କୁ କଳାଦିବସ ରୂପେ ପାଳିବାକୁ ମାଓବାଦୀ ଲଗାଇଲେ ବ୍ୟାନର

ନବରଙ୍ଗପୁର/ଝରିଗାଁ,୧୪ା୮(ବି.ପ୍ର./ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ କର୍ଲାପଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟରେ ମାଓବାଦୀ ପକ୍ଷରୁ ଅଗଷ୍ଟ ୧୫କୁ କଳାଦିବସ ରୂପେ ପାଳିବାକୁ କଳା ବ୍ୟାନରରେ…

5 years ago

ନବବଧୂଙ୍କୁ ହତ୍ୟା ଅଭିଯୋଗ

ପାପଡାହାଣ୍ଡି,୧୨।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ବାଙ୍କସର୍ଗି ଗ୍ରାମରେ ନବବଧୂ ମେନକା ସୌରାଙ୍କୁ ହତ୍ୟା କରାଯାଇଥିବା ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି । ତେନ୍ତୁଳିଖୁଣ୍ଟି…

5 years ago

ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳ ପତ୍ତନ ଶନିବାର ସନ୍ଧ୍ୟା ସୁଦ୍ଧା ୬୪୦.୦୬ ମିଟର: ୨ଟି ଗେଟ୍‌ ଖୋଲା

ତେନ୍ତୁଳିଖୁଣ୍ଟି,୧୦।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳ ପତ୍ତନ ଶନିବାର ସନ୍ଧ୍ୟାସୁଦ୍ଧା ୬୪୦.୦୬ ରହିଛି। ବର୍ତ୍ତମାନ ୨ ଓ ୬ ନଂ.ଗେଟ୍‌ ଦେଢ଼ ମିଟର ଲେଖାଏ ଖୋଲାରହିଛି।…

5 years ago

ଇନ୍ଦ୍ରାବତୀ ଜଳଭଣ୍ଡାରର ୨ ଗେଟ ଖୋଲିଲା

ତେନ୍ତୁଳିଖୁଣ୍ଟି,୮।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ଜଳବିଦ୍ୟୁତ ପ୍ରକଳ୍ପର ଇନ୍ଦ୍ରାବତୀ ସ୍ଥିତ ଦେଓପାଲି ବନ୍ଧର ଗୁରୁବାର ୨ଟି ଗେଟ ଖୋଲାଯାଇଛି। ଦେଓପାଲି ବନ୍ଧର ୨ ନଂ ଓ…

5 years ago