ନବରଙ୍ଗପୁର

ବୁଥ୍‌ରେ ଅବ୍ୟବସ୍ଥା, ରାତି ୯ ଯାଏ ହେଲା ଭୋଟ ଗ୍ରହଣ

ଝରିଗାଁ, ୧୭।୨(ସ୍ବ.ପ୍ର.)  ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଝରିଗାଁ ବ୍ଲକ ସଦର ମହକୁମା ୮ ,୧୧ ଏବଂ ୧୨ ନମ୍ବର ବୁଥ୍‌ରେ ଭୋଟରମାନେ ଅବ୍ୟବସ୍ଥା ହୋଇଥିବା ନେଇ ସ୍ଥାନୀୟ ତହସିଲଦାର ଏବଂ ସମ୍ପୃକ୍ତ ସେକ୍ଟର ଅଫିସରଙ୍କୁ ଜଣାଇଥିଲେ। ଭୋଟରମାନେ ଖରାରେ...

ଅଭିଯୋଗ ସତ୍ତ୍ୱେ ଶୁଣିଲାନି ପ୍ରଶାସନ, ସରିଗଲା ସ୍କୁଲ ପାଚେରି କାମ

ରାଇଘର, ୧୩।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଯୋଡ଼ିଙ୍ଗା ପଞ୍ଚାୟତ ମହୁଭଟ୍ଟା ଗ୍ରାମର ପ୍ରାଥମିକ ବିଦ୍ୟାଳୟର ପାଚେରି କାମ ନିମ୍ନମାନର ହୋଇଛି। କାମ ଚାଲିଥିବା ବେଳେ ବାରମ୍ବାର ଅଭିଯୋଗ କଲେ ମଧ୍ୟ ବିଭାଗୀୟ ଅଧିକାରୀ ଏ ଦିଗରେ ଦୃଷ୍ଟି ଦେଉ ନ...

ନିର୍ବାଚନୀ ସଭାରେ ନାଚିଲେ କଂଗ୍ରେସ ଜିଲା ସଭାପତି

ଉମରକୋଟ, ୧୩।୨(ସ୍ବ.ପ୍ର.): ଉମରକୋଟ ବ୍ଲକ କୁର୍ସୀରେ କଂଗେସ ଜିଲା ପରିଷଦ ପ୍ରାର୍ଥୀ ଦୀପା ରାୟ, ସମର୍ଥିତ ସରପଞ୍ଚ, ସମିତି ସଭ୍ୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଏକ ନିର୍ବାଚନୀ ସଭା କରାଯାଇଛି। ଏହି ସମୟରେ ଜିଲା କଂଗ୍ରେସ ସଭାପତି ମୁନା ତ୍ରିପାଠୀ...

ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୧୮ ଆହତ

ଉମରକୋଟ,୧୨।୨(ସ୍ବ.ପ୍ର.): ବିବାହ ଉତ୍ସବରେ ଯୋଗଦେବାକୁ ଯାଉଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୧୮ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଉମରକୋଟ ବ୍ଲକ ମୁର୍ତ୍ତୁମା ପଞ୍ଚାୟତ ବଡ଼ଖଡ଼କା ଗ୍ରାମର ବଳରାମ...

ଶିକ୍ଷକ ନିଖୋଜ ସମ୍ପର୍କରେ ଏତଲା ଦେଲେ ବିଇଓ

ରାଇଘର, ୯।୨( ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକର ଜଣେ ଶିକ୍ଷକ ନିଖୋଜ ନେଇ ରାଇଘର ଥାନାରେ ଅଭିଯୋଗ ପରେ ପୋଲିସ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇ ଥାନାରେ ଏତଲା ଦିଆଯାଇଛି।...

ନବାଗତ ବନାମ ଅଭିଜ୍ଞ ନେତା

ରାଇଘର,୯।୨( ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ନିଜର ସାଙ୍ଗଠନିକସ୍ଥିତି ମଜଭୁତ କରି ରଖିଥିବା ଭାଜପାଗଡ଼ ହାତେଇବାକୁ ଉଦ୍ୟମ ଚଳାଇଛି ବିଜେଡି। କଂଗ୍ରେସରୁ ୨ଥର ବିଧାୟକ ପ୍ରାର୍ଥୀ ହୋଇଥିବା ଯତୀନ୍ଦ୍ର ନାଥ ଗଣ୍ଡ ବିଜେଡିରେ ଯୋଗଦେବା...

ଦଳ, ବ୍ୟକ୍ତିଗତ ଭାବମୂର୍ତ୍ତି ଦେଖୁଛନ୍ତି ଭୋଟର

ନବରଙ୍ଗପୁର,୯।୨(ବି.ପ୍ର.) ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ୩ ଜିଲା ପରିଷଦ ଜୋନ୍‌। ତିନୋଟି ଜୋନ୍‌ରେ ଭାଜପା, କଂଗ୍ରେସ ଓ ବିଜେଡି ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ। ଝରିଗାଁ ବ୍ଲକରେ ଏମ୍‌ପି ରମେଶ ଚନ୍ଦ୍ର ମାଝି, ତାଙ୍କ ସାନଭାଇ ତଥା ଝରିଗାଁ...

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ ଖବରଦାତାଙ୍କୁ ଶହୀଦ ମାନ୍ୟତା ଦାବି

ନବରଙ୍ଗପୁର, ୯।୨(ବି.ପ୍ର.) ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୫ ତାରିଖରେ ପ୍ରାଣ ହରାଇଥିବା କଳାହାଣ୍ଡି ଜିଲା ମୋହିନିଗିରିର ଖବରଦାତା ରୋହିତ ବିଶ୍ୱାଳଙ୍କୁ ଶହୀଦ ମାନ୍ୟତା ଦେବାକୁ ଦାବି ହୋଇଛି। ଏଥିସହ ତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ...

ଶ୍ରେଣୀଶିକ୍ଷା ବଢ଼ାଇଛି ଉତ୍ସାହ

କୋରାପୁଟ୍‌/ମାଲକାନଗିରି/ନବରଙ୍ଗପୁର, ୯।୨(ସ୍ବ.ପ୍ର./ଡି.ଏନ୍‌.ଏ./ବି.ପ୍ର.) ରାଜ୍ୟରେ ସୋମବାରଠାରୁ ବିଦ୍ୟାଳୟଗୁଡିକ ଖୋଲିଛି। ଅନ୍‌ଲାଇନ ବଦଳରେ ଛାତ୍ରୀଛାତ୍ରମାନେ ଶ୍ରେଣୀଗୃହରେ ଶିକ୍ଷାଲାଭ କରିଛନ୍ତି। ଏହା ସେମାନଙ୍କ ମଧ୍ୟରେ ପାଠପଢା ପ୍ରତି ଆଗ୍ରହ ସୃଷ୍ଟି କରିଛି। ଦୀର୍ଘ ଦିନ ପରେ ସହପାଠୀଙ୍କ ଗହଣରେ ପାଠ ପଢିବା ସେମାନଙ୍କ ମନରେ...

୭ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଉମରକୋଟ, ୮।୨(ସ୍ବ.ପ୍ର.): ହତ୍ୟା ମାମଲାରେ ୭ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି ଉମରକୋଟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁନୀଲ କୁମାର ଦାସ। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍‌ଦଣ୍ଡ ଭୋଗିବେ ବୋଲି...

ଚାଷୀଙ୍କୁ ଜାପାନୀ ପୋଦିନା ସକର ବଣ୍ଟନ

ନବରଙ୍ଗପୁର,୭ା୨(ବି.ପ୍ର.):  ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପ୍ରକଳ୍ପ ଓସିଏସ୍‌ଆଇଆର୍‌ ଆରୋମା ମିଶନ ପକ୍ଷରୁ ନବରଙ୍ଗପୁର ଜିଲାରେ ଜାପାନୀ ପୋଦିନା ସକର ବଣ୍ଟନ କରାଯାଇଛି। ଜିଲାପାଳ କମଳଲୋଚନ ମିଶ୍ର ୪ ଚାଷୀଙ୍କୁ ଜାପାନୀ ପୋଦିନା ସକର ପ୍ରଦାନ କରିଛନ୍ତି। ଗତବର୍ଷ ୪...

ପ୍ରାର୍ଥୀଙ୍କ ଭାବମୂର୍ତ୍ତି ହିଁ ଭାଗ୍ୟ ନିର୍ଦ୍ଧାରଣ କରିବ

ଡାବୁଗାଁ,୭ା୨(ଡି.ଏନ୍‌.ଏ.)-  ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ଦୁଇଟି ଜିଲା ପରିଷଦ ଜୋନ୍‌ ରହିଛି। ଜୋନ-୨ ଅଣସଂରକ୍ଷିତ ରହିଛି। ଏହି ନିର୍ବାଚନ ମଣ୍ଡଳୀରେ ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିିତା ହେବାକୁ ଯାଉଛି। ବିଜେଡିର ଗୁପ୍ତ ବିଶୋୟୀ, ଭାଜପାର ଗୋବିନ୍ଦ ଗୋପାଳ ଅଗ୍ରୱାଲ, କଂଗ୍ରେସର ଧର୍ମାନନ୍ଦ ନାୟକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri