ନବରଙ୍ଗପୁର

ଦୁର୍ଘଟଣାରେ ଗଲା ୩ ଜୀବନ

ଡାବୁଗାଁ/ପାପଡାହାଣ୍ଡି,୧୧।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲାରେ ଶୁକ୍ରବାର ପୃଥକ୍‌ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ନବରଙ୍ଗପୁର ଜିଲା ଡାବୁଗାଁ – ଉମରକୋଟ ୩୯ ନମ୍ବର ରାଜ ପଥ ସରାଗୁଡା ଛକ...

ଚୁଲି ନିଆଁରେ ପାଉଁଶ ହେଲା ୩ ବଖରା

ପାପଡାହାଣ୍ଡି,୭।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ଚାନ୍ଦିଲି ଗ୍ରାମରେ ନିଆଁ ଲାଗି ଭୁଜ ଗୌଡ଼ଙ୍କ ୩ ବଖରା ଘର ପୋଡି ନଷ୍ଟ ହୋଇଯାଇଛି। ଚୁଲିରୁ ନିଆଁ ଉଠି ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ସୋମବାର ବଳମ୍ବିତ ରାତିରେ...

ସ୍ମାର୍ଟ ହେଲ୍‌ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆଉ ଆମେ..

ଉମରକୋଟ, ୨୯।୧୧(ସ୍ବ.ପ୍ର.): ସ୍ମାର୍ଟ ହେଲ୍‌ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆମେ କ’ଣ ଲୋକ ପ୍ରତିନିଧି ନୁହଁ। ଦିନ ରାତି ଲୋକଙ୍କ ପାଇଁ ଖଟୁଛୁ। ମନ୍ତ୍ରୀ ଦିନକ ପାଇଁ ଆସିଛନ୍ତି ଚାଲିଯିବେ ବୋଲି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରାଙ୍କ ଆଗରେ...

ବିଶ୍ୱ ଦରବାରରେ ପହଞ୍ଚିବ କୋରାପୁଟ କଫି

କୋରାପୁଟ/ନବରଙ୍ଗପୁର, ୨୮ା୧୧(ସ୍ବ.ପ୍ର./ବି.ପ୍ର.): କୋରାପୁଟ ଓ ନବରଙ୍ଗପୁର ଜିଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଶନିବାରଠାରୁ ଆରମ୍ଭ ହୋଇଛି। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଛନ୍ତି। ଏଥିସହ କୋରାପୁଟରେ ପ୍ରାୟ ୧ ହଜାର କୋଟି ଟଙ୍କାରେ ୧୧୨ଟି ପ୍ରକଳ୍ପ...

ପରିବା ଖାଇଦେବାରୁ ହତ୍ୟା

ପାପଡାହାଣ୍ଡି,୨୧।୧୧(ଡି.ଏନ୍‌.ଏ.): ଫେରାର ହତ୍ୟା ଅଭିଯୁକ୍ତଙ୍କୁ ପାପଡ଼ାହାଣ୍ଡି ପୋଲିସ ଶନିବାର ବିଳମ୍ବିତ ରାତିରେ ଗିରଫ କରିଛି। ଅଭିଯୁକ୍ତ ହେଲେ ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଗ୍ରାମର ହତ୍ୟା ପ୍ରହଲ୍ଲାଦ ଜାନୀ। ସୂଚନାନୁଯାୟୀ, ଦୁଇ ଦିନ ତଳେ ସନ୍ନ୍ୟାସୀଙ୍କ ବାଡିରେ ଲାଗିଥିବା ପରିବାକୁ ପ୍ରହଲ୍ଲାଦଙ୍କ...

୫୦ ବର୍ଷ ହେବ ଜଙ୍ଗଲ ଜଗୁଛନ୍ତି ଗ୍ରାମବାସୀ

ଉମରକୋଟ, ୨୨।୧୧(ସ୍ବ.ପ୍ର.): ଆଧୁନିକ ଯୁଗରେ ନିଜର କାୟା ଓ ଆଧିପତ୍ୟ ବିସ୍ତାର ପାଇଁ ପରିବେଶ ସନ୍ତୁଳନକୁ ଅଣଦେଖା କରି ଜଙ୍ଗଲ ନଷ୍ଟ କରିବାକୁ କୁଣ୍ଠାବୋଧ କରୁନାହାନ୍ତି ଲୋକେ। କାଠ ମାଫିଆଙ୍କ ଲୋଲୁପ ଦୃଷ୍ଟି ମଧ୍ୟ ରହିଛି ଜଙ୍ଗଲ ଉପରେ। ଏଣୁ...

ଟଙ୍କା ୨ ଶହ ପାଇଁ ମାମୁଙ୍କ ମୃତ୍ୟୁର କାରଣ ସାଜିଲା ଭଣଜା

ଉମରକୋଟ, ୧୭।୧୧(ସ୍ବ.ପ୍ର.): ମାତ୍ର ୨ଶହ ଟଙ୍କା ପାଇଁ ମାମୁଙ୍କୁ ହତ୍ୟା କରିଛି ଭଣଜା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା ପଞ୍ଚାୟତ ଧୁଙ୍ଗିଆପାଣି ଗ୍ରାମରେ। ମୃତକ ହେଲେ ଧୁଙ୍ଗିଆପାଣିର ରାଧବ ମାଝି। ପୋଲିସ...

ଆଜବେଷ୍ଟସ ଭାଙ୍ଗି ଦୋକାନରୁ ଲୁଟିନେଲେ ଦାମୀ ମୋବାଇଲ

ଉମରକୋଟ/ରାଇଘର, ୧୫।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ରାଇଘର ମୁଖ୍ୟ ରାସ୍ତା କଡରେ ଥିବା ଏକ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ଜିନିଷ ଚୋରି ହୋଇଛି। ଏ ନେଇ ଦୋକାନ ମାଲିକ ନିତ୍ୟାନନ୍ଦ ନାୟକ ରାଇଘର ଥାନାରେ ଅଭିଯୋଗ କରିଛନ୍ତି। ରବିବାର ରାତିରେ ନିତ୍ୟାନନ୍ଦ ଦୋକାନ...

ଆଜି ଶଙ୍ଖ ଧରିବେ ପ୍ରଦୀପ

ନବରଙ୍ଗପୁର,୬।୧୧(ବି.ପ୍ର.): ପୂର୍ବତନ ନବରଙ୍ଗପୁର ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ବିଦ୍ଧିବଦ୍ଧଭାବେ ଯୋଗଦେବେ। ସ୍ଥାନୀୟ ସର୍କିଟ ହାଉସ ନିକଟସ୍ଥ ପଡ଼ିଆ ଠାରେ ପୂର୍ବାହ୍ନ ୧୧ଟାରେ ଆୟୋଜିତ ସମାବେଶରେ ପ୍ରଦୀପ ଶଙ୍ଖ ଧରିବେ। ଉକ୍ତ ସମାବେଶରେ ଏକ ବଡ଼ଧରଣର ମିଶ୍ରଣ କାର୍ଯ୍ୟକ୍ରମ...

ବାଇକ ଦୁର୍ଘଟଣା: ୨ ଗୁରୁତର

ପାପଡ଼ାହାଣ୍ଡି,୨।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥ ଦୁଲପୁର ନିକଟରେ ମଙ୍ଗଳ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଆରୋହୀଙ୍କ ସହ ଜଣେ ଗୁରୁତର ହୋଇଛନ୍ତି। ସେମାନେ ସ୍ଥାନୀୟ ବଡ଼ କୁମୁଲି ଅଞ୍ଚଳର...

ଏଏସ୍‌ଆଇଙ୍କ ନାମରେ ଅନୈତିକ ସମ୍ପର୍କ ଅଭିଯୋଗ

ରାଇଘର, ୨।୧୧(ଡି.ଏନ.ଏ.): ନବରଙ୍ଗପୁର ଜିଲା ରାଇଘର ପୋଲିସ ଏଏସ୍‌ଆଇ ବଟକୃଷ୍ଣ ଗୌଡ଼ଙ୍କ ନାମରେ ଜଣେ ବୃଦ୍ଧା ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ସମ୍ପୃକ୍ତ ଏଏସ୍‌ଆଇ ତାଙ୍କ ପୁତ୍ରବଧୂଙ୍କ ସହିତ ଅନୈତିକ ସମ୍ପର୍କ ରଖି ପରିବାର ଉଜାଡ଼ି ଦେଇଥିବା ସେ କହିଛନ୍ତି। ଏ...

ଉତ୍ତର ପ୍ରଦେଶରୁ ଆସି ଓଡ଼ିଶାରେ ଚୋରି, ବିକୁଥିଲେ ଛତିଶଗଡ଼ରେ

ଉମରକୋଟ, ୩୧ା୧୦(ସ୍ବ.ପ୍ର.): ଉତ୍ତର ପ୍ରଦେଶରୁ ଆସି ନବରଙ୍ଗପୁର ଜିଲା ଉମରକୋଟରେ ରହି ମୋବାଇଲ୍‌ ଟାଓ୍ବାରରୁ ବ୍ୟାଟେରି ଚୋରି କରୁଥିବା ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୨ ଜଣଙ୍କୁ ଉମରକୋଟ ପୋଲିସ ଗିରଫ କରିଛି। ଦୁହେଁ ହେଲେ ଉତ୍ତର ପ୍ରଦେଶ ରାଜ୍ୟ ମିରଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri