ନବରଙ୍ଗପୁର

ଟୁରୀ ନଦୀ ପୋଲ ଉପରେ ପାଣି

ପାପଡ଼ାହାଣ୍ଡି,୬।୮(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡିରେ ବର୍ଷା ଲାଗି ରହିଛି। ମଙ୍ଗଳବାର ଶହୀଦ ମିନାର ନିକଟରେ ଥିବା ଟୁରୀ ନଦୀର ଅସ୍ଥାୟୀ ପୋଲ ଉପରେ ପାଣି ପ୍ରବାହିତ ହେବା ଯୋଗୁ ଏହି ରାସ୍ତା ଦେଇ ନବରଙ୍ଗପୁରରୁ ଉମରକୋଟକୁ ଯୋଗାଯୋଗ ବନ୍ଦ...

ପିଲାଙ୍କୁ ପାଠ ପଢ଼ାଇ ମଧ୍ୟାହ୍ନଭୋଜନ ଖାଇଲେ ବିଡିଓ

ତେନ୍ତୁଳିଖୁଣ୍ଟି, ୫।୮(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ସୋମବାର ବିଡିଓ ମନୋଜ କୁମାର ପାଣିଗ୍ରାହୀ ଅଚାନକ ଗସ୍ତ କରିଥିଲେ। ସେ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଦିଆ ଯାଉଥିବା ଖାଦ୍ୟ ପ୍ରସ୍ତୁତି ଯାଞ୍ଚ ସହ ଚାଉଳରମାନ...

ଦୁଇ ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ୩ ଆହତ

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧୋଡ୍ରା ମୁଖ୍ୟ ସଡ଼କରେ। ମୃତ ଯୁବକ ଜଣକ ହେଲେ...

ପାଣି ଟ୍ୟାଙ୍କରରେ ପିଟିହେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଦେଉଲକଣା ଗ୍ରାମଠାରେ ଏକ ପାଣି ଟ୍ୟାଙ୍କର ସହ ବାଇକ୍‌ ଧକ୍କା ହେବା ଫଳରେ ଜଣେ ଯୁବକ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ସିନ୍ଧିଗୁଡ଼ା ଗ୍ରାମର ବୈଶିଷ୍ଟ ମାଝି(୨୦)...

ଟେନ୍‌ସନ୍‌ ବଢ଼ାଉଛି ଆଳୁ, ଗ୍ରାହକ ହଟହଟା

ଝରିଗାଁ,୨୭ା୭(କିଶୋର ଚନ୍ଦ୍ର ମଣ୍ଡଳ): ଧନୀ ହେଉକି ଗରିବ। ଘରର ନିତ୍ୟ ବ୍ୟବହାର୍ଯ୍ୟ ଆଳୁର ଦର ବୃଦ୍ଧି ଗ୍ରାହକଙ୍କୁ ଟେନ୍‌ସନ୍‌ ଦେଉଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଗତ କିଛି ସପ୍ତାହରେ ଆଳୁ ବସ୍ତା ପିଛା ଦର ୭୦୦ ଟଙ୍କା ଥିବା...

ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ୍‌ ମିଲ୍‌ ଗୋଦାମ ଘର

ନବରଙ୍ଗପୁର,୨୧।୭: ଲଘୁଚାପ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁ ନବରଙ୍ଗପୁର ବସଷ୍ଟାଣ୍ଡ ନିକଟରେ ଥିବା ଏକ ରାଇସ ମିଲ୍‌ ଓ ଗୋଦାମ ଘର ରବିବାର ଭୁଶୁଡ଼ି...

ଭାଲୁ ପଶିଯିବାରୁ ସ୍କୁଲ ଛୁଟି

ନନ୍ଦାହାଣ୍ଡି/ପାପଡ଼ାହାଣ୍ଡି,୧୭।୭ (ପ୍ରତୀପ କୁମାର ଦାଶ/ ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲାରେ ଭାଲୁ ଆତଙ୍କ ଦେଖାଦେଇଛି। ବିଭିନ୍ନ କାରଣରୁ ଭାଲୁ ଏବେ ଜଙ୍ଗଲଛାଡ଼ି ଜନବସତି ମୁହାଁ ହେଉଛନ୍ତି। ସୋମବାର ବିଳମ୍ବିତ ରାତିରେ ପାପଡ଼ାହାଣ୍ଡି ଥାନାରେ ପଶି ଆତଙ୍କିତ କରିଥିବାବେଳେ ମଙ୍ଗଳବାର ନନ୍ଦାହାଣ୍ଡି...

ଘରେ ମଧ୍ୟାହ୍ନଭୋଜନ ରାନ୍ଧି ସ୍କୁଲକୁ ଆଣୁଛନ୍ତି ଏସ୍‌ଏଚ୍‌ଜି ମହିଳା

କୋଷାଗୁମୁଡ଼ା, ୧୪।୭(ପ୍ରସାଦ ବିଷୋୟୀ)ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ସ୍କୁଲ ଖୋଲାଯାଇଛି। କିନ୍ତୁ ସେଠାରେ ଭିତ୍ତିଭୂମିର ଅଭାବ ରହିଛି। ଏପରି ଏକ ସ୍କୁଲ ହେଉଛି ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ୍‌ ଅଧୀନ ମୋତିଗାଁ ପଞ୍ଚାୟତ ଝାଲିଆଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ। ସ୍କୁଲରେ...

ଖରିଫ ଚାଷ ପାଇଁ ସାର ନାହିଁ, ଧାର୍ଯ୍ୟ ଦରଠାରୁ ୪ ଶହ ଟଙ୍କା ଅଧିକରେ ହେଉଛି ବିକ୍ରି

ଝରିଗାଁ,୮ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବା ବେଳେ ସାର ଯୋଗାଣ ସମସ୍ୟା ସୃଷ୍ଟି କରିଛି। ଆବଶ୍ୟକ ସାର ଯୋଗାଣ ହେଉ ନ ଥିବାରୁ ଚାଷୀ ବଜାରରୁ...

ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେଲେ ନିଆଯିବ ଆକ୍ସନ: ମନ୍ତ୍ରୀ

ଝରିଗାଁ,୬ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକକୁ ଶନିବାର ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଝରିଗାଁ ବିଧାୟକ ନରସିଂହ ଭତ୍ରା ଗସ୍ତ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଏବଂ ବିଧାୟକଙ୍କୁ କରସାହାଣ୍ଡି ଛକଠାରୁ ପଞ୍ଚାୟତ ସମିତି...

ଧକ୍କାଦେଲା ଆମ୍ବୁଲାନ୍ସ: ବାପାଙ୍କ ଆଗରେ ଚାଲିଗଲା ପୁଅ ଜୀବନ

ଝରିଗାଁ,୬।୭: ନବରଙ୍ଗପୁରର ଝରିଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୧୦୮ ଆମ୍ବୁଲାନ୍ସ ଧକ୍କାରେ ୮ ବର୍ଷର ପୁଅର ମୃତ୍ୟୁ ଘଟିଥିବାବେଳେ ବାପା ଗୁରୁତର ଆହତ ହୋଇଛନ୍ତି। ଟାଉନ ଥାନା ମହେନ୍ଦ୍ରୀ ଗାଁ ରାଜ୍ୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ବାପାପୁଅ...

ସ୍କୁଲ ମଧ୍ୟାହ୍ନଭୋଜନରେ ପୋକରା ଚାଉଳ ଭାତ

ନନ୍ଦାହାଣ୍ଡି,୨୯।୬ (ପ୍ରତୀପ କୁମାର ଦାଶ): ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦେବା ସରକାରଙ୍କ ଏକ ମହତ ଯୋଜନା। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ସୁଷମ ଖାଦ୍ୟ ଯୋଗାଇଦେବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri