ନବରଙ୍ଗପୁର

ହୋଲିରେ ଅଘଟଣ: ଇନ୍ଦାବତୀରେ ଗାଧୋଇବା ବେଳେ ବୁଡ଼ିଯାଇ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ୩ ବନ୍ଧୁ

ନବରଙ୍ଗପୁର,୧୦।୩(ବି.ପ୍ର.): ନବରଙ୍ଗପୁର ସହର ଇନ୍ଦ୍ରାବତୀ ନଦୀରେ ବୁଡ଼ି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଇଚ୍ଛାବତୀଗୁଡ଼ାର ଆଦିତ୍ୟ ନାୟକ(୨୫)। ହୋଲି ଖେଳ ସରିବା ପରେ ୪ଜଣ ସାଙ୍ଗ ନଦୀରେ ଗାଧୋଇବାକୁ ଯାଇଥିଲେ। ସେଠାରେ ସମସ୍ତେ ବୁଡ଼ି ଯାଇଥିଲେ।...

ଶ୍ମଶାନରୁ ନାବାଳିକାଙ୍କ ମୃତଦେହ ଗାଏବ୍‌ ଅଭିଯୋଗ: ସତ୍ୟତା ନ ଥିବା କହିଲା ପୋଲିସ

ଉମରକୋଟ,୧୦ା୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ସାନଭରଣ୍ଡି ଗ୍ରାମ ଶ୍ମଶାନରେ ପୋତାଯାଇଥିବା ମୃତଦେହ ବାହାର କରି ନେଇଯାଇଥିବା ଅଭିଯୋଗ ହୋଇଥିଲା। ତେବେ ଅଭିଯୋଗର ସତ୍ୟତା ନ ଥିବା ପୋଲିସ ପ୍ରକାଶ କରିଛି। ସୂଚନା ପ୍ରକାରେ, ଗାଁର ଜଣେ ୧୬...

ନିଆରା ହୋଲି: ପ୍ରାକୃତିକ ରଙ୍ଗରେ ସ୍ନେହ, ସୁସ୍ଥତା ବାର୍ତ୍ତା

ଚନ୍ଦାହାଣ୍ଡି,୧୦ା୩(ଡି.ଏନ୍‌.ଏ.): ସବୁଠି ଆନନ୍ଦର ସହ ପାଳନ କରାଯାଉଛି ରଙ୍ଗର ପର୍ବ ହୋଲି। ନବରଙ୍ଗପୁର ଜିଲାର ଚନ୍ଦାହାଣ୍ଡିଠାରେ ମଧ୍ୟ ଭାଇଚାରାର ଏହି ପର୍ବ ପାଳନ କରାଯାଉଛି। ଚାରିଆଡ଼େ କରୋନାକୁ ନେଇ ମନରେ ଭୟ ରହିଛି। ଫଳରେ ଏ ବର୍ଷ ହୋଲି ସାମାନ୍ୟ...

ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ଆର୍‌ଟିଓ: ୨୧ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ

ଜୟପୁର/ନବରଙ୍ଗପୁର,୯ା୩(ଡି.ଏନ.ଏ./ବି.ପ୍ର.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ନବରଙ୍ଗପୁର ଆର୍‌ଟିଓ ଗଣେଶ୍ୱର କହଁରଙ୍କୁ ସୋମବାର କୋରାପୁଟ ଜିଲା ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ୨୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ...

ଗାଁରେ ପଶିଲା ବାର୍‌ହା,ଉଦ୍ଧାର ପାଇଁ ବନବିଭାଗ ଟିମର ଉଦ୍ୟମ ଜାରି

ଚନ୍ଦାହାଣ୍ଡି,୯ା୩(ଡି.ଏନ.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ବେହେରାମୁଣ୍ଡା ଗ୍ରାମ ପାଣ୍ଡେ ସାହିରେ ସୋମବାର ଏକ ବାର୍‌ହା ପଶିଥିବା ଜଣାପଡ଼ିଛି। ହଠାତ୍‌ ଗାଁର ଭୁବନ ପାଣ୍ଡେଙ୍କ ଘରେ ବାର୍‌ହାଟି ପଶିଯାଇଥିବାବେଳେ ଲୋକେ ବନବିଭାଗକୁ ଖବର ଦେଇଥିଲେ। ବାର୍‌ହା ଆକ୍ରମଣ କରିବା ଆଶଙ୍କା...

ଭାଗବତ ଟୁଙ୍ଗି ପରମ୍ପରାର ସଂରକ୍ଷକ ରମେଶ

ଚନ୍ଦାହାଣ୍ଡି,୯ା୩(ଡି.ଏନ୍‌.ଏ.)  ପୂର୍ବରୁ ଗାଁ ଗାଁରେ ଭାଗବତ ଟୁଙ୍ଗି ରହିଥିଲା ା ପ୍ରତି ସନ୍ଧ୍ୟାରେ ଗ୍ରାମବାସୀ ଜଗନ୍ନାଥ ଦାସଙ୍କ ରଚିତ ଭାଗବତ ଶ୍ରବଣ କରୁଥିଲେ। କ୍ରମଶଃ ଆଧୁନିକତାର ସ୍ପର୍ଶରେ ଏହି ଭାଗବତ ଟୁଙ୍ଗିଗୁଡିକ ବନ୍ଦ ହୋଇଗଲା ା ଟିଭି ଏବଂ ମୋବାଇଲ ଆସିଲା...

ଆତଙ୍କ ଖେଳାଉଥିବା ଭାଲୁ ପଡ଼ିଲା ଯନ୍ତାରେ: ସ୍ବାସ୍ଥ୍ୟ ପରୀକ୍ଷା ପରେ ନିଆଯିବ ପରବର୍ତ୍ତୀ ପଦକ୍ଷେପ

ନବରଙ୍ଗପୁର, ୭।୩(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଦହଣା ଗ୍ରାମରେ ଗତ କିଛିଦିନ ହେବ ଆତଙ୍କ ଖେଳାଉଥିବା ଭାଲୁକୁ କାବୁ କରାଯାଇଛି। ବନବିଭାଗ ପକ୍ଷରୁ ବସାଯାଇଥିବା ଯନ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଭାଲୁଟି ପଡିଛି। ଗତ କିଛିଦିନ ପୂର୍ବେ ୨ଟି...

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଆର୍‌ଟିଓ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ନବରଙ୍ଗପୁର,୬।୩(ବି.ପ୍ର.): ନବରଙ୍ଗପୁର ଆର୍‌ଟିଓ ଗଣେଶ୍ୱର କଅଁର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ସକାଳୁ ଏକକାଳୀନ ଘର, କାର୍ଯ୍ୟାଳୟ, ଫୁଲବାଣୀସ୍ଥିତ ଘର, ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଢ଼ାଉ ଜାରି ରହିଛି। ସୂଚନାଯୋଗ୍ୟ,ଫେବୃୟାରୀ ୨୨ ତାରିଖରେ ଉକ୍ତ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଡାଟା...

୫୬୩ କୁଇଣ୍ଟାଲ ମଧ୍ୟାହ୍ନ ଭୋଜନ ଚାଉଳ ଗାଏବ

ନବରଙ୍ଗପୁର,୫ା୩(ବି.ପ୍ର.) ନବରଙ୍ଗପୁର ଜିଲାର କେତେକ ବିଦ୍ୟାଳୟର ଶିକ୍ଷକଙ୍କ ଜାଲ ଦସ୍ତଖତ କରି ଚାଉଳ ଯୋଗାଣ ଏଜେନ୍ସି ମଧ୍ୟାହ୍ନ ଭୋଜନ ଚାଉଳ ଉଭାନ କରି ଦେଇଛନ୍ତି। ବିଦ୍ୟାଳୟକୁ କମ ଚାଉଳ ଯୋଗାଇ ଠିକ ଓଜନର ଚାଉଳ ଯୋଗାଣ ହେଉଥିବା ଘଟଣା ଏବେ ପଦାକୁ...

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ଆରମ୍ଭ

ନବରଙ୍ଗପୁର, ୩।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ଚଡିଆପାରା ଗ୍ରାମର ଏକ ଶାଳଗଛରୁ ମଙ୍ଗଳବାର ପ୍ରେମୀ ଯୁଗଳଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ ଉକ୍ତ ଗ୍ରାମର କିରି ଗଣ୍ଡଙ୍କ ପୁଅ ଅମଲସିଂ ଏବଂ ପର୍ଶୁ...

ପଥର ଫଟା ଦେଉଛି ରୋଜଗାର

ପାପଡାହାଣ୍ଡି,୩।୩(ଡି.ଏନ.ଏ) ଯୁବାବସ୍ଥାରେ ଅଜଣା ରୋଗରେ ଆକ୍ରାନ୍ତ । ଚିକିତ୍ସା ଲାଗି ଅର୍ଥ ସାଜିଛି ବାଧକ । ଅସୁସ୍ଥତା କାରଣରୁ କୌଣସି କାମ କରି ପାରୁ ନାହାନ୍ତି। ଏପରି ସ୍ଥଳେ ପଥର ଫଟାଇ ଯାହା ରୋଜଗାର କରୁଛନ୍ତି ସେଥିରେ ଚୁଲି ଜଳୁଛି...

ଅଜଣା ରୋଗରେ ଛାତ୍ର ଆକ୍ରାନ୍ତ

ପାପଡାହାଣ୍ଡି,୨୮।୨(ଡି.ଏନ.ଏ.) – ଅଜଣା ରୋଗରେ ଆକ୍ରାନ୍ତ ହୋଇ ଜଣେ ଛାତ୍ରଙ୍କ ହାତ ଗୋଡ କାମ କରୁନି। ଛାତ୍ର ଜଣକ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। କିନ୍ତୁ ପରିବାର ଲୋକ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଛାତ୍ର ଜଣକୁ ଡାକ୍ତରଖାନା ନେବାକୁ ରାଜି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri