Advertisement

ନୟାଗଡ଼

ଡକାୟତି ଉଦ୍ୟମ ପଣ୍ଡ : ଅଟକ ୨ ଡକାୟତ ଜେଲ ଗଲେଡକାୟତି ଉଦ୍ୟମ ପଣ୍ଡ : ଅଟକ ୨ ଡକାୟତ ଜେଲ ଗଲେ

ଡକାୟତି ଉଦ୍ୟମ ପଣ୍ଡ : ଅଟକ ୨ ଡକାୟତ ଜେଲ ଗଲେ

ରଣପୁର,୧୪ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଅଟକ ଥିବା ୨ ଡକାୟତ ଡମସାହିର ଯଶୋଦା ପ୍ରଧାନ (୩୮) ଓ ସୁବ୍ରତ ନାୟକ (୪୫)ଙ୍କୁ ପୋଲିସ ଗିରଫ କରି…

6 years ago
ସରକାରୀ ଯୋଜନା ଅପହଞ୍ଚ ଭଙ୍ଗାଘରେ ବିତୁଛି ବୃଦ୍ଧାଙ୍କ ଜୀବନସରକାରୀ ଯୋଜନା ଅପହଞ୍ଚ ଭଙ୍ଗାଘରେ ବିତୁଛି ବୃଦ୍ଧାଙ୍କ ଜୀବନ

ସରକାରୀ ଯୋଜନା ଅପହଞ୍ଚ ଭଙ୍ଗାଘରେ ବିତୁଛି ବୃଦ୍ଧାଙ୍କ ଜୀବନ

ରଣପୁର,୧୩।୧୦(ସ୍ବ.ପ୍ର.)-ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ବିଭିନ୍ନ ଯୋଜନା କରିଛନ୍ତି । ତେବେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ସରକାରୀ ଯୋଜନା ନୟାଗଡ ଜିଲା ରଣପୁର ବ୍ଲକରେ ସାତ…

6 years ago
ସଫଳତା ପଥେ ଦୁଇ ଭଉଣୀସଫଳତା ପଥେ ଦୁଇ ଭଉଣୀ

ସଫଳତା ପଥେ ଦୁଇ ଭଉଣୀ

ଖଣ୍ଡପଡା,୧୩।୧୦(ସ୍ବ.ପ୍ର.)-ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜୟ ପ୍ରକାଶ ନାରାୟଣ ଅର୍ଥନୀତି ଓ ସାମାଜିକ ଅଧ୍ୟୟନ ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଜୟଦେବ ଭବନଠାରେ…

6 years ago
ଆଶା କର୍ମୀଙ୍କ ଜିଲା ସମ୍ମିଳନୀ ସରକାରଙ୍କ ନୀତି ବିରୋଧରେ ସଙ୍ଗଠିତ ହେବାକୁ ଆହ୍ବାନଆଶା କର୍ମୀଙ୍କ ଜିଲା ସମ୍ମିଳନୀ ସରକାରଙ୍କ ନୀତି ବିରୋଧରେ ସଙ୍ଗଠିତ ହେବାକୁ ଆହ୍ବାନ

ଆଶା କର୍ମୀଙ୍କ ଜିଲା ସମ୍ମିଳନୀ ସରକାରଙ୍କ ନୀତି ବିରୋଧରେ ସଙ୍ଗଠିତ ହେବାକୁ ଆହ୍ବାନ

ନୟାଗଡ଼ ଅଫିସ,୧୩ା୧୦: ସିଆଇଟିୟୁ ପକ୍ଷରୁ ଶନିବାର ନୟାଗଡ଼ ଶିକ୍ଷକ ଭବନଠାରେ ଓଡିଶା ଆଶାକର୍ମୀ ଆସୋସିଏଶନର ଜିଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ସଭାପତି ନଳିନୀ ଦାସ…

6 years ago
ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ଆରଆଇଙ୍କ ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଜେଲଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ଆରଆଇଙ୍କ ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଜେଲ

ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ଆରଆଇଙ୍କ ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଜେଲ

ରଣପୁର,୧୨।୧୦(ସ୍ବ.ପ୍ର.): ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ବର୍ତ୍ତମାନର ଲୋ଼ଧାଚୁଆ ଆରଆଇ ବିରୂପାକ୍ଷ ବିଶ୍ୱାଳ ଓ ଜାଲ୍‌ପଟ୍ଟା…

6 years ago
ବନମାଳୀପୁର ଟି-୨୦ କ୍ରିକେଟ ଉଦ୍‌ଯାପିତ: ମା’ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଚାମ୍ପିୟନବନମାଳୀପୁର ଟି-୨୦ କ୍ରିକେଟ ଉଦ୍‌ଯାପିତ: ମା’ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଚାମ୍ପିୟନ

ବନମାଳୀପୁର ଟି-୨୦ କ୍ରିକେଟ ଉଦ୍‌ଯାପିତ: ମା’ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଚାମ୍ପିୟନ

ଭାପୁର,୧୨ା୧୦(ଡି.ଏନ୍‌.ଏ.): ବନମାଳୀପୁର ଆଞ୍ଚଳିକ ସ୍ପୋର୍ଟସ କ୍ଲବ ଆନୁକୂଲ୍ୟରେ ୩୨ତମ ବାର୍ଷିକ ଚ୍ୟାଲେଞ୍ଜ କପ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ବ୍ରାହ୍ମଣୀ ଦେବୀ କ୍ରିକେଟ…

6 years ago
ନୟାଗଡ଼ ମେଡ଼ିକାଲ ବୁଲିଲେ ୩ ପ୍ରମୁଖ ଅଧିକାରୀନୟାଗଡ଼ ମେଡ଼ିକାଲ ବୁଲିଲେ ୩ ପ୍ରମୁଖ ଅଧିକାରୀ

ନୟାଗଡ଼ ମେଡ଼ିକାଲ ବୁଲିଲେ ୩ ପ୍ରମୁଖ ଅଧିକାରୀ

ନୟାଗଡ଼ ଅଫିସ,୧୨ା୧୦: ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଉଥିବା ନିଷ୍ପତ୍ତି ତୃଣମୂଳ ସ୍ତରରେ କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ ପାଇଁ ଶୁକ୍ରବାର ୩ ପ୍ରମୁଖ ଅଧିକାରୀ ନୟାଗଡ଼…

6 years ago
ବନ୍ୟପ୍ରାଣୀ ବିଭାଗରୁ ୯୯ ଗାଡ଼ି ମାଲିକଙ୍କୁ ମିଳିଲା ପରିଚୟପତ୍ରବନ୍ୟପ୍ରାଣୀ ବିଭାଗରୁ ୯୯ ଗାଡ଼ି ମାଲିକଙ୍କୁ ମିଳିଲା ପରିଚୟପତ୍ର

ବନ୍ୟପ୍ରାଣୀ ବିଭାଗରୁ ୯୯ ଗାଡ଼ି ମାଲିକଙ୍କୁ ମିଳିଲା ପରିଚୟପତ୍ର

ଗଣିଆ,୧୧।୧୦(ଡି.ଏନ.ଏ.): ନୟାଗଡ଼ ଜିଲା ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ ଛାମୁଣ୍ଡିଆ ଓ କୁଶଙ୍ଗ ବନାଞ୍ଚଳରେ ଗୁରୁବାର ୯୯ଜଣ ଗାଡି ମାଲିକଙ୍କୁ ବନ୍ୟପ୍ରାଣୀ ବିଭାଗ…

6 years ago
ଆମ୍ବନାଳ ସେତୁର ଆପ୍ରୋଚ ରାସ୍ତା ନିର୍ମାଣ ଦାବିଆମ୍ବନାଳ ସେତୁର ଆପ୍ରୋଚ ରାସ୍ତା ନିର୍ମାଣ ଦାବି

ଆମ୍ବନାଳ ସେତୁର ଆପ୍ରୋଚ ରାସ୍ତା ନିର୍ମାଣ ଦାବି

ଖଣ୍ଡପଡ଼ା,୧୧।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ସହରରୁ ଜେଲଖାନା ଛକଦେଇ ନିକଟସ୍ଥ ବନମାଳୀପୁର ଗ୍ରାମକୁ ସଂଯୋଗ କରୁଥିବା ଆମ୍ବନାଳ ଉପରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଏକ ସେତୁ ନିର୍ମାଣ…

6 years ago
ଥୁଆବାରିରେ ଶହୀଦ ଦିବସ : ଜିଲାସ୍ତରୀୟ ଅଧିକାରୀ ଯୋଗ ନ ଦେବାରୁ ଅସନ୍ତୋଷଥୁଆବାରିରେ ଶହୀଦ ଦିବସ : ଜିଲାସ୍ତରୀୟ ଅଧିକାରୀ ଯୋଗ ନ ଦେବାରୁ ଅସନ୍ତୋଷ

ଥୁଆବାରିରେ ଶହୀଦ ଦିବସ : ଜିଲାସ୍ତରୀୟ ଅଧିକାରୀ ଯୋଗ ନ ଦେବାରୁ ଅସନ୍ତୋଷ

ନୟାଗଡ଼ ଅଫିସ/ନୂଆଗାଁ,୧୧ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତ ଥୁଆବାରି ଗ୍ରାମରେ ଗୁରୁବାର ଶହୀଦ ଦିବସ ପାଳିତ ହୋଇ ଯାଇଛି। ଗ୍ରାମବାସୀଙ୍କ ନେତୃତ୍ୱରେ ହୋଇଥିବା…

6 years ago