Advertisement

ନୟାଗଡ଼

ରାସ୍ତାକଡରେ ବିପଦ ସାଜିଛି ଶୁଖିଲା ଗଛ, ତୁରନ୍ତ ହଟାଇବା ଦାବିରାସ୍ତାକଡରେ ବିପଦ ସାଜିଛି ଶୁଖିଲା ଗଛ, ତୁରନ୍ତ ହଟାଇବା ଦାବି

ରାସ୍ତାକଡରେ ବିପଦ ସାଜିଛି ଶୁଖିଲା ଗଛ, ତୁରନ୍ତ ହଟାଇବା ଦାବି

ଗଣିଆ,୧ା୯(ଡି.ଏନ.ଏ.): ଗଣିଆ-ବଡମୂଳ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ଥିବା ଶୁଖିଲା ଗଛଗୁଡିକ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଏହି ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ବଡ ବଡ…

6 years ago
ଧାରଣା ପୂର୍ବରୁ ନିଲାମ ହେଲା ୫ ପୋଖରୀଧାରଣା ପୂର୍ବରୁ ନିଲାମ ହେଲା ୫ ପୋଖରୀ

ଧାରଣା ପୂର୍ବରୁ ନିଲାମ ହେଲା ୫ ପୋଖରୀ

ରଣପୁର,୩୧।୮(ସ୍ବ.ପ୍ର.)-ବାରମ୍ବାର ପୋଖରୀ ନିଲାମ ବାତିଲ ହେବା ପରେ ରଣପୁର ବ୍ଲକ ବୃନ୍ଦାବନପୁରରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ପଞ୍ଚାୟତବାସୀ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଧାରଣା…

6 years ago
ବିଭିନ୍ନ ପଞ୍ଚାୟତରେ କଲ୍ୟାଣମଣ୍ଡପ ନିର୍ମାଣ ବ୍ୟବସ୍ଥା ୧୯୪ରୁ ୧୦୬ଟି ପାଇଁ ଅର୍ଥ ମଞ୍ଜୁର ସମ୍ପୂର୍ଣ୍ଣ ହୋଇଛି ୪୦ବିଭିନ୍ନ ପଞ୍ଚାୟତରେ କଲ୍ୟାଣମଣ୍ଡପ ନିର୍ମାଣ ବ୍ୟବସ୍ଥା ୧୯୪ରୁ ୧୦୬ଟି ପାଇଁ ଅର୍ଥ ମଞ୍ଜୁର ସମ୍ପୂର୍ଣ୍ଣ ହୋଇଛି ୪୦

ବିଭିନ୍ନ ପଞ୍ଚାୟତରେ କଲ୍ୟାଣମଣ୍ଡପ ନିର୍ମାଣ ବ୍ୟବସ୍ଥା ୧୯୪ରୁ ୧୦୬ଟି ପାଇଁ ଅର୍ଥ ମଞ୍ଜୁର ସମ୍ପୂର୍ଣ୍ଣ ହୋଇଛି ୪୦

ନୟାଗଡ଼ ଅଫିସ,୩୧ା୮: ପ୍ରତି ପଞ୍ଚାୟତରେ କଲ୍ୟାଣମଣ୍ଡପ ନିର୍ମାଣ ଲାଗି ସରକାରୀ ବ୍ୟବସ୍ଥା ରହିଛି। କିନ୍ତୁ ନୟାଗଡ଼ ଜିଲାର ସମସ୍ତ ପଞ୍ଚାୟତରେ ଏହା ନିର୍ମାଣ ହୋଇପାରି ନାହିଁ। ଜିଲା…

6 years ago
ବେଆଇନ ମୋରମ ଚାଲାଣ:ମେଡିକାଲ କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ, ତଦନ୍ତ ଦାବିବେଆଇନ ମୋରମ ଚାଲାଣ:ମେଡିକାଲ କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ, ତଦନ୍ତ ଦାବି

ବେଆଇନ ମୋରମ ଚାଲାଣ:ମେଡିକାଲ କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ, ତଦନ୍ତ ଦାବି

ରଣପୁର,୩୦।୮(ସ୍ବ.ପ୍ର.)-ରୟାଲ୍‌ଟି ନଁାରେ ୬ମାସ ଧରି ନୟାଗଡ଼ ଜିଲା ଚାନ୍ଦପୁର ବସନ୍ତ ମଞ୍ଜରୀ ସାଧାରଣ ମେଡିକାଲ ପରିସରରୁ ଚାଲିଥିଲା ବେଆଇନ ମୋରମ ଚାଲାଣ । ତେବେ ଗୁରୁବାର ତହସିଲଦାରଙ୍କ…

6 years ago
ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା ପ୍ରଶାସନ…

6 years ago
ମରାମତି ହେଉନି ପାଇପ୍‌ ଲାଇନ୍‌:ବରିଡିହି ଗ୍ରାମବାସୀ ପାନୀୟ ଜଳରୁ ବଞ୍ଚିତମରାମତି ହେଉନି ପାଇପ୍‌ ଲାଇନ୍‌:ବରିଡିହି ଗ୍ରାମବାସୀ ପାନୀୟ ଜଳରୁ ବଞ୍ଚିତ

ମରାମତି ହେଉନି ପାଇପ୍‌ ଲାଇନ୍‌:ବରିଡିହି ଗ୍ରାମବାସୀ ପାନୀୟ ଜଳରୁ ବଞ୍ଚିତ

ଖଣ୍ଡପଡ଼ା,୩୦ା୮(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରାଣୀପଡ଼ା ପଞ୍ଚାୟତସ୍ଥ ବିରିଡିହିରେ ଗତ ଏକ ମାସ ଧରି ପାଇପ୍‌ ଲାଇନ୍‌ ଖରାପ ହୋଇଯାଇଛି। ତେଣୁ ସମ୍ପ୍ରତି ବର୍ଷାଋତୁ ସମୟରେ ମଧ୍ୟ ଏହି…

6 years ago
ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥା ହୁଗୁଳାମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥା ହୁଗୁଳା

ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥା ହୁଗୁଳା

ନୟାଗଡ଼ ଅଫିସ,୩୦।୮-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ଯେତେବେଳେ ଯିଏ ନାହିଁ ସିଏ ସେଠାରେ ମନଇଚ୍ଛା ପଶି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଫଳରେ…

6 years ago
ଦୁଇମାସ ହେଲା ଅନ୍ଧାରରେ ୨ ଗାଁଦୁଇମାସ ହେଲା ଅନ୍ଧାରରେ ୨ ଗାଁ

ଦୁଇମାସ ହେଲା ଅନ୍ଧାରରେ ୨ ଗାଁ

ନୂଆଗାଁ,୩୦।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ପ୍ରତି ଗାଁରେ ବିଭିନ୍ନ ସମସ୍ୟା ଲାଗି ରହିଥିବା ବେଳେ ଅଠରଗଣ୍ଡା ଓ କୁଟିବାରୀ ଗ୍ରାମର ସମସ୍ୟା ବଢିବାରେ ଲାଗିଛି…

6 years ago
ହେଟାବାଘ ଆକ୍ରମଣରେ ୧୯ ଛେଳି ମୃତହେଟାବାଘ ଆକ୍ରମଣରେ ୧୯ ଛେଳି ମୃତ

ହେଟାବାଘ ଆକ୍ରମଣରେ ୧୯ ଛେଳି ମୃତ

ରଣପୁର,୨୯।୮(ସ୍ବ.ପ୍ର.): ରଣପୁର ବ୍ଲକ କଙ୍କିଆ ସାଅଁ।ତରାପୁର ଗଁ।ରେ ହେଟାବାଘ ଆତଙ୍କ ଦେଖାଦେଇଛି । ମଙ୍ଗଳବାର ରାତିରେ ହେଟାବାଘ ଆକ୍ରମଣରେ ୧୯ ଛେଳି ମରିଯାଇଥିବାବେଳେ ୪ ଛେଳିକୁ ନେଇ…

6 years ago
ବର୍ଷେ ବିତିଲା, ଅଧପନ୍ତରିଆ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ରବର୍ଷେ ବିତିଲା, ଅଧପନ୍ତରିଆ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

ବର୍ଷେ ବିତିଲା, ଅଧପନ୍ତରିଆ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

ଖଣ୍ଡପଡ଼ା,୨୯ା୮(ସ୍ବ.ପ୍ର.): କଣ୍ଟିଲୋ ଅଞ୍ଚଳରେ ନିର୍ମାଣାଧୀନ ଏକ ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ଦୀର୍ଘ ବର୍ଷପରେ ମଧ୍ୟ ଅଧପନ୍ତରିଆ ଅବସ୍ଥାରେ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ସ୍ଥାନୀୟ…

6 years ago