Advertisement

ନୟାଗଡ଼

ବୋଲେରୋ ଧକ୍କାରେ ଯୁବକ ମୃତ: ପୂର୍ବ ଶତ୍ରୁତାରୁ ଗାଡ଼ି ଚଢ଼ାଇ ହତ୍ୟା ଅଭିଯୋଗ; ଚାଳକଙ୍କ ଥାନାରେ ଆତ୍ମସମର୍ପଣବୋଲେରୋ ଧକ୍କାରେ ଯୁବକ ମୃତ: ପୂର୍ବ ଶତ୍ରୁତାରୁ ଗାଡ଼ି ଚଢ଼ାଇ ହତ୍ୟା ଅଭିଯୋଗ; ଚାଳକଙ୍କ ଥାନାରେ ଆତ୍ମସମର୍ପଣ

ବୋଲେରୋ ଧକ୍କାରେ ଯୁବକ ମୃତ: ପୂର୍ବ ଶତ୍ରୁତାରୁ ଗାଡ଼ି ଚଢ଼ାଇ ହତ୍ୟା ଅଭିଯୋଗ; ଚାଳକଙ୍କ ଥାନାରେ ଆତ୍ମସମର୍ପଣ

ନୂଆଗାଁ,୪।୮(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ୫୭ ନମ୍ବର ଜାତୀୟ ରାଜପଥ ଡିମିରିଝରିଠାରେ ଶନିବାର ମଧ୍ୟାହ୍ନରେ ବୋଲେରୋ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାରୁ…

6 years ago
ମହଙ୍ଗା ପଡ଼ିଲା ମିଥ୍ୟା ବିଲ୍‌ କରିବା: ୩ ସରକାରୀ କର୍ମଚାରୀ ଭରିବେ ଟଙ୍କାମହଙ୍ଗା ପଡ଼ିଲା ମିଥ୍ୟା ବିଲ୍‌ କରିବା: ୩ ସରକାରୀ କର୍ମଚାରୀ ଭରିବେ ଟଙ୍କା

ମହଙ୍ଗା ପଡ଼ିଲା ମିଥ୍ୟା ବିଲ୍‌ କରିବା: ୩ ସରକାରୀ କର୍ମଚାରୀ ଭରିବେ ଟଙ୍କା

ନୟାଗଡ଼ ଅଫିସ, ୪ା୮: ମିଥ୍ୟା ବିଲ୍‌ କରିବା ୩ ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ସେମାନଙ୍କଠାରୁ ୩ମାସ ଭିତରେ ୬୬ ହଜାର ୫୫୦ ଟଙ୍କା ଲେଖାଏ…

6 years ago
ଖଣ୍ଡପଡ଼ା ସବ୍‌ ଜେଲରୁ ବିଚାରାଧୀନ କଏଦୀ ଫେରାରଖଣ୍ଡପଡ଼ା ସବ୍‌ ଜେଲରୁ ବିଚାରାଧୀନ କଏଦୀ ଫେରାର

ଖଣ୍ଡପଡ଼ା ସବ୍‌ ଜେଲରୁ ବିଚାରାଧୀନ କଏଦୀ ଫେରାର

ନୟାଗଡ଼ ଅଫିସ, ୩।୮: ନୟାଗଡ଼ ଜିଲା ଖଣ୍ଡପଡ଼ା ସବ୍‌ ଜେଲରୁ ଶନିବାର ପୂର୍ବାହ୍ନରେ ଜଣେ ବିଚାରାଧୀନ କଏଦୀ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ଫତେଗଡ଼ ଥାନା ଅନ୍ତର୍ଗତ…

6 years ago
ଦାବି ପୂରଣ ପାଇଁ ଖବରଦାତାଙ୍କ ପ୍ରତୀକ ଧାରଣାଦାବି ପୂରଣ ପାଇଁ ଖବରଦାତାଙ୍କ ପ୍ରତୀକ ଧାରଣା

ଦାବି ପୂରଣ ପାଇଁ ଖବରଦାତାଙ୍କ ପ୍ରତୀକ ଧାରଣା

ଦଶପଲ୍ଲା,୩ା୮(ଡି.ଏନ.ଏ.): ଦଶପଲ୍ଲା ଥାନା ସମ୍ମୁଖରେ ଖବରଦାତା କ୍ରିୟାନୁଷ୍ଠାନ କମିଟି ତରଫରୁ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଶୁକ୍ରବାର ଆରମ୍ଭ ହୋଇଛି। ଜୁନ୍‌ ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ ସେମାନେ ନିଜର…

6 years ago
ରଘୁନାଥ ଜୁନିୟର ମହାବିଦ୍ୟାଳୟ ନବାଗତ ଶିକ୍ଷାର୍ଥୀଙ୍କୁ ସ୍ବାଗତରଘୁନାଥ ଜୁନିୟର ମହାବିଦ୍ୟାଳୟ ନବାଗତ ଶିକ୍ଷାର୍ଥୀଙ୍କୁ ସ୍ବାଗତ

ରଘୁନାଥ ଜୁନିୟର ମହାବିଦ୍ୟାଳୟ ନବାଗତ ଶିକ୍ଷାର୍ଥୀଙ୍କୁ ସ୍ବାଗତ

ବୋଲଗଡ଼,୩ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଦେଉଳିସ୍ଥିତ ରଘୁନାଥ ଜୁନିୟର ମହାବିଦ୍ୟାଳୟରେ ନାମ ଲେଖାଇଥିବା ଚଳିତବର୍ଷର ୧ମ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଶୁକ୍ରବାର ଏକ ସ୍ବାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି…

6 years ago
ଚଢା ଦରରେ ବିକ୍ରି ହେଉଛି ୟୁରିଆ: ବସ୍ତା ପ୍ରତି ୨୬୬ ପରିବର୍ତ୍ତେ ନେଉଛନ୍ତି ୩୬୦ ଟଙ୍କାଚଢା ଦରରେ ବିକ୍ରି ହେଉଛି ୟୁରିଆ: ବସ୍ତା ପ୍ରତି ୨୬୬ ପରିବର୍ତ୍ତେ ନେଉଛନ୍ତି ୩୬୦ ଟଙ୍କା

ଚଢା ଦରରେ ବିକ୍ରି ହେଉଛି ୟୁରିଆ: ବସ୍ତା ପ୍ରତି ୨୬୬ ପରିବର୍ତ୍ତେ ନେଉଛନ୍ତି ୩୬୦ ଟଙ୍କା

ନୟାଗଡ଼ ଅଫିସ,୩ା୮: ନୟାଗଡ଼ ବ୍ଲକ ଇଟାମାଟିର ଏକ ସାର ବିକ୍ରୟ କେନ୍ଦ୍ରରୁ ଜଣେ ଚାଷୀ ଶୁକ୍ରବାର ୟୁରିଆ ବସ୍ତା ପିଛା ୩୬୦ ଟଙ୍କାରେ କିଣିଥିଲେ। ଚାଷୀ ଜଣକ…

6 years ago
ଶିକାର ପାଇଁ ନିରାପଦ ସ୍ଥାନ ପଥରଗଣ୍ଡ ପ୍ରକଳ୍ପ: ୧ ମାସରେ ୯ ବନ୍ୟଜନ୍ତୁ ଶିକାରଶିକାର ପାଇଁ ନିରାପଦ ସ୍ଥାନ ପଥରଗଣ୍ଡ ପ୍ରକଳ୍ପ: ୧ ମାସରେ ୯ ବନ୍ୟଜନ୍ତୁ ଶିକାର

ଶିକାର ପାଇଁ ନିରାପଦ ସ୍ଥାନ ପଥରଗଣ୍ଡ ପ୍ରକଳ୍ପ: ୧ ମାସରେ ୯ ବନ୍ୟଜନ୍ତୁ ଶିକାର

ରଣପୁର,୩।୮(ସ୍ବ.ପ୍ର.): ବନ୍ୟଜନ୍ତୁ ଶିକାର ପାଇଁ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜର ପଥରଗଣ୍ଡ ପ୍ରକଳ୍ପ ନିରାପଦ ସ୍ଥାନ ପାଲଟିଛି । ରଣପୁର କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା…

6 years ago
୨୮ ମାସରେ ୭୨୮ ଶିଶୁ ଅପପୁଷ୍ଟିର ଶିକାର୨୮ ମାସରେ ୭୨୮ ଶିଶୁ ଅପପୁଷ୍ଟିର ଶିକାର

୨୮ ମାସରେ ୭୨୮ ଶିଶୁ ଅପପୁଷ୍ଟିର ଶିକାର

ନୟାଗଡ଼ ଅଫିସ,୨ା୮: ଯାଜପୁର ଜିଲା ନଗଡ଼ାକୁ କେହି ଭୁଲି ପାରିନାହାନ୍ତି। ୨୦୧୬ରେ ନଗଡ଼ାର ଶିଶୁମାନେ ଅପପୁଷ୍ଟିର ଶିକାର ହେବା ଘଟଣା ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା।…

6 years ago
ଓଡ଼ଗାଁରୁ ଚୋରି ଗାଡ଼ି ରଣପୁରରୁ ଜବତଓଡ଼ଗାଁରୁ ଚୋରି ଗାଡ଼ି ରଣପୁରରୁ ଜବତ

ଓଡ଼ଗାଁରୁ ଚୋରି ଗାଡ଼ି ରଣପୁରରୁ ଜବତ

ରଣପୁର,୨।୮ (ସ୍ବ.ପ୍ର.)-ନୟାଗଡ ଜିଲା ଓଡଗାଁ ଥାନା ଅଞ୍ଚଳରୁ ଗତ ଜୁଲାଇ ୩୦ ତାରିଖରେ ଚୋରି ହୋଇଥିବା ଏକ ବୋଲେରୋକୁ ରଣପୁର ପୋଲିସ ଗୁରୁବାର ରଣପୁର ଅନ୍ତର୍ଗତ ଅସୁରକୁମାରୀ…

6 years ago
ସୁବର୍ଣ୍ଣ ଚିତା ଲାଗି ହେଲେ ନୀଳମାଧବ ଜୀଉସୁବର୍ଣ୍ଣ ଚିତା ଲାଗି ହେଲେ ନୀଳମାଧବ ଜୀଉ

ସୁବର୍ଣ୍ଣ ଚିତା ଲାଗି ହେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)- ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପରିଚିତ କଣ୍ଟିଲୋର ନୀଳମାଧବ ଜୀଉଙ୍କ ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ଶ୍ରୀଜୀଉଙ୍କୁ ସୁବର୍ଣ୍ଣର ଚିତା ଲାଗି କରାଯାଇଥିଲା ା…

6 years ago