Advertisement

ନୟାଗଡ଼

କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର: ୧୦୨ ଆମ୍ବୁଲାନ୍ସ ବନ୍ଦ ପରେ ପ୍ରସୂତି ସେବା ବାଧାପ୍ରାପ୍ତ

ଖଣ୍ଡପଡ଼ା,୩ା୭(ସ୍ବ.ପ୍ର)-ଗତ ମେ ୩୧ ତାରିଖଠାରୁ ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ତଥା ପ୍ରସୂତି ସେଣ୍ଟରରେ ୧୦୨ ଆମ୍ବୁଲାନ୍ସ ସେବା ବନ୍ଦ ହୋଇଯିବା ପରେ ଏଠାରେ…

6 years ago

ବୋହୂଙ୍କୁ ବିଷ ପିଆଇ ହତ୍ୟା: ଶ୍ୱଶୁର ଘର ଲୋକଙ୍କ ନାମରେ ମାମଲା

ରଣପୁର,୩ା୭ (ସ୍ବ.ପ୍ର.)- ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳର ଜଣେ ବୋହୂଙ୍କୁ ଶାଶୁଘର ଲୋକେ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ମହିଳାଙ୍କ…

6 years ago

ବିଡିଓ ଅନୁପସ୍ଥିତ: ଅଭିଯୋଗ ପାଇଁ ଆସି ଲୋକେ ନିରାଶ

ନୂଆଗାଁ,୨ା୭ (ଡି.ଏନ.ଏ.)- ନୟାଗଡ଼ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଲୋକେ ଅଭିଯୋଗ ଧରି ସୋମବାର ବିଡିଓଙ୍କୁ ଭେଟିବାକୁ ଆସିଥିଲେ। କିନ୍ତୁ ବିଡିଓ ଅନୁପସ୍ଥିତ ଥିବାରୁ ବିଜୁ…

6 years ago
ରଣପୁର ବ୍ଲକରେ ଇନ୍ଦିରାଆବାସ ଜାଲିଆତିଘର ନ କରି ବିଲ୍‌ ପାସ୍‌ରଣପୁର ବ୍ଲକରେ ଇନ୍ଦିରାଆବାସ ଜାଲିଆତିଘର ନ କରି ବିଲ୍‌ ପାସ୍‌

ରଣପୁର ବ୍ଲକରେ ଇନ୍ଦିରାଆବାସ ଜାଲିଆତିଘର ନ କରି ବିଲ୍‌ ପାସ୍‌

ରଣପୁର,୨ା୭ (ସ୍ବ.ପ୍ର.)- ନୟାଗଡ଼ ଜିଲା ରଣପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ଇନ୍ଦିରାଆବାସ (ବର୍ତ୍ତମାନ ବନ୍ଦ ହୋଇଯାଇଛି) ଯୋଜନାରେ ବ୍ୟାପକ ଜାଲିଆତି ହୋଇଥିବା ଚିତ୍ର ନଜରକୁ ଆସିଛି। କେତେକ…

6 years ago
ପାନ ଦୋକାନରୁ ଜବତ ହେଲା କୋରେକ୍ସପାନ ଦୋକାନରୁ ଜବତ ହେଲା କୋରେକ୍ସ

ପାନ ଦୋକାନରୁ ଜବତ ହେଲା କୋରେକ୍ସ

ନୟାଗଡ଼ ଅଫିସ,୨।୭-ନୟାଗଡ଼ ମ୍ୟୁନିସିପାଲିଟି ଓ ଟାଉନ ପୋଲିସ ପକ୍ଷରୁ ନୟାଗଡ଼ ସହରର ବିଭିନ୍ନ ଉଠାଦୋକାନ ଉପରେ ସୋମବାର ଚଢ଼ାଉ କରାଯାଉଛି। କ୍ୟାବିନ୍‌ କରି ପାନ ଦୋକାନ କରିଥିବା…

6 years ago
ସୈନିକ ଅଶୋକ ଏବେ ଦିବ୍ୟାଙ୍ଗ ପ୍ରଶାସନର ଦ୍ୱାରସ୍ଥ ହେଲେ ପରିବାରସୈନିକ ଅଶୋକ ଏବେ ଦିବ୍ୟାଙ୍ଗ ପ୍ରଶାସନର ଦ୍ୱାରସ୍ଥ ହେଲେ ପରିବାର

ସୈନିକ ଅଶୋକ ଏବେ ଦିବ୍ୟାଙ୍ଗ ପ୍ରଶାସନର ଦ୍ୱାରସ୍ଥ ହେଲେ ପରିବାର

ନୟାଗଡ଼ ଅଫିସ,୨।୭- କାଲି ଯିଏ ସୈନିକ ହୋଇ ଦେଶ ପାଇଁ କାମ କରୁଥିଲେ, ଆଜି ସେ ଦିବ୍ୟାଙ୍ଗ ହୋଇ ନିଜ କାମ କରିବା ଅସମ୍ଭବ ହୋଇପଡୁଛି। ଏଭଳି…

6 years ago
ଖଣ୍ଡପଡ଼ା: ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେଖଣ୍ଡପଡ଼ା: ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ

ଖଣ୍ଡପଡ଼ା: ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ

ଖଣ୍ଡପଡ଼ା,୨ା୭(ସ୍ବ.ପ୍ର.)-ଖଣ୍ଡପଡ଼ାରେ ୨ଶହ ବର୍ଷ ଧରି ରଥଯାତ୍ରା ଅନୁଷ୍ଠିତ ହେଉଛି ବୋଲି ସ୍ଥାନୀୟ ଲୋକେ କହନ୍ତି ା ମାତ୍ର ଆଉ ୨ ଦିନ ରଥଯାତ୍ରା ଥିବାବେଳେ ରଥ ନିର୍ମାଣ…

6 years ago
କିମ୍ବଦନ୍ତୀର ମୂକସାକ୍ଷୀ: ପବିତ୍ର ନାରାୟଣୀଙ୍କ ପୋଖରୀବନ୍ଧ୍ୟା ସ୍ନାନ କଲେ ହୁଅନ୍ତି ସନ୍ତାନବତୀକିମ୍ବଦନ୍ତୀର ମୂକସାକ୍ଷୀ: ପବିତ୍ର ନାରାୟଣୀଙ୍କ ପୋଖରୀବନ୍ଧ୍ୟା ସ୍ନାନ କଲେ ହୁଅନ୍ତି ସନ୍ତାନବତୀ

କିମ୍ବଦନ୍ତୀର ମୂକସାକ୍ଷୀ: ପବିତ୍ର ନାରାୟଣୀଙ୍କ ପୋଖରୀବନ୍ଧ୍ୟା ସ୍ନାନ କଲେ ହୁଅନ୍ତି ସନ୍ତାନବତୀ

ଖଣ୍ଡପଡ଼ା,୨ା୭(ସ୍ବ.ପ୍ର.)-ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡ଼ା ଗ୍ରାମ ନିକଟସ୍ଥ ପୌରାଣିକ କିମ୍ବଦନ୍ତୀର ମୂକସାକ୍ଷୀ ପାଲଟିଥିବା ମା’ ନାରାୟଣୀ ପୀଠସ୍ଥିତ ପୋଖରୀଟି ସ୍ଥାନୀୟ ଅଞ୍ଚଳରେ ବେଶ୍‌ ପ୍ରସିଦ୍ଧ।…

6 years ago
ମାଫିଆଙ୍କ ଦ୍ୱାରା ମାଣଗୌଣୀ ପଥର ନଷ୍ଟ ହେବା ଆଶଙ୍କା : ସୁରକ୍ଷା ପ୍ରତି ପ୍ରଶାସନର ଦୃଷ୍ଟି ପଡ଼ୁମାଫିଆଙ୍କ ଦ୍ୱାରା ମାଣଗୌଣୀ ପଥର ନଷ୍ଟ ହେବା ଆଶଙ୍କା : ସୁରକ୍ଷା ପ୍ରତି ପ୍ରଶାସନର ଦୃଷ୍ଟି ପଡ଼ୁ

ମାଫିଆଙ୍କ ଦ୍ୱାରା ମାଣଗୌଣୀ ପଥର ନଷ୍ଟ ହେବା ଆଶଙ୍କା : ସୁରକ୍ଷା ପ୍ରତି ପ୍ରଶାସନର ଦୃଷ୍ଟି ପଡ଼ୁ

ଖଣ୍ଡପଡ଼ା,୧ା୭(ସ୍ବ.ପ୍ର.): ପରିବେଶ ସୁରକ୍ଷା ପାଇଁ ଜଙ୍ଗଲ,ପାହାଡର ସୁରକ୍ଷା ଜରୁରୀ ଅଟେ। ମାତ୍ର ଆଜିର ମଣିଷ ସମାଜ ନିଜ ଆବଶ୍ୟକତା ପୂରଣ ନିମନ୍ତେ ସବୁବେଳେ ପାହାଡ, ଜଙ୍ଗଲକୁ ଲୁଟ୍‌…

6 years ago
ଗର୍ଭବତୀ ମହିଳାଙ୍କ ଅସ୍ବାଭାବିକ ମୃତ୍ୟୁ : ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗଗର୍ଭବତୀ ମହିଳାଙ୍କ ଅସ୍ବାଭାବିକ ମୃତ୍ୟୁ : ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ଗର୍ଭବତୀ ମହିଳାଙ୍କ ଅସ୍ବାଭାବିକ ମୃତ୍ୟୁ : ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ଓଡ଼ଗାଁ,୩୦ା୬(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା କୋମଣ୍ଡ ପଞ୍ଚାୟତ ନବରତ୍ନପୁର(ବୁଢ଼ାପଦା)ରେ ଜଣେ ଗର୍ଭବତୀ ମହିଳାଙ୍କ ଅସ୍ବାଭାବିକ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ବନମାଳୀ…

6 years ago