Advertisement

ନୟାଗଡ଼

ସୋସିଆଲ ମିଡିଆରେ ବିଜେଡି-ଭାଜପା କଳି : ୩ ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସସୋସିଆଲ ମିଡିଆରେ ବିଜେଡି-ଭାଜପା କଳି : ୩ ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସ

ସୋସିଆଲ ମିଡିଆରେ ବିଜେଡି-ଭାଜପା କଳି : ୩ ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସ

ନୟାଗଡ଼ ଅଫିସ,୧୪ା୬- ଦୁଇଜଣ ବ୍ୟକ୍ତିଙ୍କ ମଧ୍ୟରେ ସୋସିଆଲ ମିଡିଆରେ ବିଜେଡି-ଭାଜପା କଳି ଘଟଣାରେ ପୋଲିସ ୩ ଭାଜପା କର୍ମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ହେଲେ…

6 years ago
ଖଣ୍ଡପଡ଼ା ସବ୍‌ଜେଲରୁ ଫେରାର କଏଦୀ ଗିରଫଖଣ୍ଡପଡ଼ା ସବ୍‌ଜେଲରୁ ଫେରାର କଏଦୀ ଗିରଫ

ଖଣ୍ଡପଡ଼ା ସବ୍‌ଜେଲରୁ ଫେରାର କଏଦୀ ଗିରଫ

ଖଣ୍ଡପଡା,୧୪।୬(ସ୍ବ.ପ୍ର.): ନୟାଗଡ ଜିଲା ଖଣ୍ଡପଡା ସବ୍‌ଜେଲରୁ ପାଚେରି ଡେଇଁ ଫେରାର ଥିବା ଜଣେ କଏଦୀଙ୍କୁ ଫତେଗଡ଼ ଓ ଖଣ୍ଡପଡ଼ା ଥାନା ପୋଲିସ ଗିରଫ କରିଛି । ଗିରଫ…

6 years ago
ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ, ବିବାହ : ମଦନ ମୋହନ ବିଜେ କରନ୍ତି ଶ୍ରୀକୃଷ୍ଣ ବେଶରେଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ, ବିବାହ : ମଦନ ମୋହନ ବିଜେ କରନ୍ତି ଶ୍ରୀକୃଷ୍ଣ ବେଶରେ

ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ, ବିବାହ : ମଦନ ମୋହନ ବିଜେ କରନ୍ତି ଶ୍ରୀକୃଷ୍ଣ ବେଶରେ

ଖଣ୍ଡପଡ଼ା,୧୪ା୬(ସ୍ବ.ପ୍ର.): କଣ୍ଟିଲୋ ଶ୍ରୀନୀଳମାଧବ ମନ୍ଦିରରେ ପାରମ୍ପରିକ ରୀତିରେ ଦ୍ୱାରିକାଧିପତି ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି। ପୌରାଣିକ କଥା ଅନୁସାରେ…

6 years ago
ଢାବା ଉପରେ ବୋମାମାଡ଼ କରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତଢାବା ଉପରେ ବୋମାମାଡ଼ କରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଢାବା ଉପରେ ବୋମାମାଡ଼ କରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ନୟାଗଡ଼ ଅଫିସ,୧୩ା୬: ନୟାଗଡ଼ ଜିଲା ଶରଣକୁଳ ଥାନା ଗୋଡ଼ିପଡ଼ାର ଏକ ଢାବା ଉପରେ ବୁଧବାର ରାତିରେ ବୋମାମାଡ଼ ହୋଇଛି। ଏଥିରେ ଢାବାମାଲିକଙ୍କର ବୁଲେଟ୍‌ ଏବଂ କାର୍‌ଟି ନଷ୍ଟ…

6 years ago
ବର୍ଷା ପୂର୍ବରୁ କାମ ସାରିବାକୁ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶବର୍ଷା ପୂର୍ବରୁ କାମ ସାରିବାକୁ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ବର୍ଷା ପୂର୍ବରୁ କାମ ସାରିବାକୁ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଗାଁ (ଡି.ଏନ.ଏ)/ନୟାଗଡ଼ ଅଫିସ,୧୨।୬- ନୟାଗଡ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ମଙ୍ଗଳବାର ଅପରାହ୍ନ ୫ଟାରେ ରାଜ୍ୟ କୃଷି, ମତ୍ସ୍ୟ, ପଶୁପାଳନ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର…

6 years ago
ବିନା ଗୃହରେ ଚାଲିଛି ୨୨୭ ଅଙ୍ଗନୱାଡି କେନ୍ଦ୍ର: ଉଦ୍‌ଘାଟନ ନ ହୋଇ ତାଲା ପଡ଼ିରହିଛି ବହୁ ଗୃହବିନା ଗୃହରେ ଚାଲିଛି ୨୨୭ ଅଙ୍ଗନୱାଡି କେନ୍ଦ୍ର: ଉଦ୍‌ଘାଟନ ନ ହୋଇ ତାଲା ପଡ଼ିରହିଛି ବହୁ ଗୃହ

ବିନା ଗୃହରେ ଚାଲିଛି ୨୨୭ ଅଙ୍ଗନୱାଡି କେନ୍ଦ୍ର: ଉଦ୍‌ଘାଟନ ନ ହୋଇ ତାଲା ପଡ଼ିରହିଛି ବହୁ ଗୃହ

ରଣପୁର, ୧୨।୬ (ସ୍ବ.ପ୍ର.)-ଶିଶୁମାନଙ୍କୁ ଅପପୁଷ୍ଟିରୁ ରକ୍ଷା କରିବା ସହ ଶିକ୍ଷାର ପ୍ରସାର ପାଇଁ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଛି। ହେଲେ ଅନେକ ସମୟରେ ଅଧିକାଂଶ କେନ୍ଦ୍ରରେ ବିଭିନ୍ନ ସମସ୍ୟା…

6 years ago
ଭାପୁରରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଲାଗଠନ ହେଲା ୩ ସମନ୍ବୟ କମିଟିଭାପୁରରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଲାଗଠନ ହେଲା ୩ ସମନ୍ବୟ କମିଟି

ଭାପୁରରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଲାଗଠନ ହେଲା ୩ ସମନ୍ବୟ କମିଟି

ଭାପୁର/ଖଣ୍ଡପଡା,୧୧ା୬(ଡି.ଏନ.ଏ./ସ୍ବ.ପ୍ର.)- ଭାପୁର ବ୍ଲକ ସଦର ମହକୁମାରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଛି। ରବିବାର ଏହି ମର୍ମରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଯୁକ୍ତ…

6 years ago
କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ଦାବି ଜିଲାପାଳଙ୍କୁ ଭେଟିଲେ ଅଭିଭାବକ ସଂଘ ପ୍ରତିନିଧିକେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ଦାବି ଜିଲାପାଳଙ୍କୁ ଭେଟିଲେ ଅଭିଭାବକ ସଂଘ ପ୍ରତିନିଧି

କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ଦାବି ଜିଲାପାଳଙ୍କୁ ଭେଟିଲେ ଅଭିଭାବକ ସଂଘ ପ୍ରତିନିଧି

ନୂଆଗାଁ(ଡି.ଏନ.ଏ.)/ନୟାଗଡ଼ ଅଫିସ, ୧୧।୬-ନୟାଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଦାବି କରାଯାଇଛି। ସୋମବାର ଭୁବନେଶ୍ୱର ଓଡ଼ିଶା ଅଭିଭାବକ ସଂଘର ୪ ଜଣିଆ ପ୍ରତିନିଧି ଦଳ…

6 years ago
ଆବାସ ଯୋଜନାରୁ ବଞ୍ଚତ୍ତ ଯୋଗ୍ୟ ହିତାଧିକାରୀଭଙ୍ଗା, ନୁଆଁଣିଆ ଚାଳଘରେ କଟୁଛି ଜୀବନଆବାସ ଯୋଜନାରୁ ବଞ୍ଚତ୍ତ ଯୋଗ୍ୟ ହିତାଧିକାରୀଭଙ୍ଗା, ନୁଆଁଣିଆ ଚାଳଘରେ କଟୁଛି ଜୀବନ

ଆବାସ ଯୋଜନାରୁ ବଞ୍ଚତ୍ତ ଯୋଗ୍ୟ ହିତାଧିକାରୀଭଙ୍ଗା, ନୁଆଁଣିଆ ଚାଳଘରେ କଟୁଛି ଜୀବନ

ରଣପୁର,୧୧।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଅଞ୍ଚଳରେ ଆବାସ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନି। ଭଙ୍ଗା ଦଦରା ନୁଅଁାଣିଆ ଚାଳ ଘରେ ରହୁଥିବା ପରିବାର ଘରଖଣ୍ଡେ ପାଇବାରୁ…

6 years ago
ପୁରୁଣା ହସ୍ତଶିଳ୍ପ ଉଜ୍ଜୀବିତ ପାଇଁ ଗୁରୁତ୍ୱନିଖିଳ ଉକତ୍ଳ କଂସାରି ସମାଜର ୪୭ ତମ ଅଧିବେଶନ ଉଦ୍‌ଯାପିତପୁରୁଣା ହସ୍ତଶିଳ୍ପ ଉଜ୍ଜୀବିତ ପାଇଁ ଗୁରୁତ୍ୱନିଖିଳ ଉକତ୍ଳ କଂସାରି ସମାଜର ୪୭ ତମ ଅଧିବେଶନ ଉଦ୍‌ଯାପିତ

ପୁରୁଣା ହସ୍ତଶିଳ୍ପ ଉଜ୍ଜୀବିତ ପାଇଁ ଗୁରୁତ୍ୱନିଖିଳ ଉକତ୍ଳ କଂସାରି ସମାଜର ୪୭ ତମ ଅଧିବେଶନ ଉଦ୍‌ଯାପିତ

ଖଣ୍ଡପଡା,୧୧।୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ କଲ୍ୟାଣ ମଣ୍ଡପଠାରେ ଗତ ଶନିବାରଠାରୁ ଆରମ୍ଭ ହୋଇଥିବା ନିଖିଳ ଉକତ୍ଳ କଂସାରି ସମାଜ କେନ୍ଦ୍ରାଞ୍ଚଳ ଶାଖାର ୪୭ ତମ ବାର୍ଷିକ ଅଧିବେଶନ…

6 years ago