Advertisement

ନୟାଗଡ଼

ପାଣିପାଗ ସୂଚନା ମିଳିବାରେ ବ୍ୟତିକ୍ରମପାଣିପାଗ ସୂଚନା ମିଳିବାରେ ବ୍ୟତିକ୍ରମ

ପାଣିପାଗ ସୂଚନା ମିଳିବାରେ ବ୍ୟତିକ୍ରମ

ନୂଆଗାଁ,୨୯।୧୦ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକର କାପ୍ତାପଲି ଭଳି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ପାଣିପାଗର ପୂର୍ବାନୁମାନ ସୂଚନା ଓ କୃଷି ସୂଚନା ଦେବା ନିମନ୍ତେ ଗ୍ରାମ…

1 year ago
ନୀଳମାଧବ ବିକାଶ ପ୍ରକଳ୍ପ ୨ୟ ପର୍ଯ୍ୟାୟ କାମ ଆରମ୍ଭ ହେବନୀଳମାଧବ ବିକାଶ ପ୍ରକଳ୍ପ ୨ୟ ପର୍ଯ୍ୟାୟ କାମ ଆରମ୍ଭ ହେବ

ନୀଳମାଧବ ବିକାଶ ପ୍ରକଳ୍ପ ୨ୟ ପର୍ଯ୍ୟାୟ କାମ ଆରମ୍ଭ ହେବ

ଖଣ୍ଡପଡ଼ା,୨୨ା୧୦(ଅଜୟ କୁମାର ମହାରଣା)ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ କଣ୍ଟିଲୋ ନୀଳମାଧବ କ୍ଷେତ୍ର ବିକାଶ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ ହୋଇ କାର୍ଯ୍ୟ ଚାଲୁ…

2 years ago
ରାସ୍ତାରେ ଗୋରୁ ବୁଲିଲେ ମାଲିକ ଦେବେ ଜରିମାନାରାସ୍ତାରେ ଗୋରୁ ବୁଲିଲେ ମାଲିକ ଦେବେ ଜରିମାନା

ରାସ୍ତାରେ ଗୋରୁ ବୁଲିଲେ ମାଲିକ ଦେବେ ଜରିମାନା

ନୟାଗଡ଼,୨୧ା୧୦(ଲୋକନାଥ ମିଶ୍ର): ବିପର୍ଯ୍ୟସ୍ତ ଟ୍ରାଫିକ୍‌ ସମସ୍ୟାକୁ ସୁଧାରିବାକୁ ନୟାଗଡ଼ ମ୍ୟୁନିସିପାଲିଟି ଉଦ୍ୟମ କରିଛି। ରାସ୍ତାରେ ଗୋରୁ ବୁଲିଲେ ସେମାନଙ୍କୁ ଉଦ୍ଧାର କରି ଗୋଶାଳାରେ ରଖାଯିବ। ଗୋ ମାଲିକ…

2 years ago
ଜାକେଡ଼ା ପମ୍ପ୍‌ ହାଉସ୍‌ରେ ନିମ୍ନମାନର କାମ ଅଭିଯୋଗଜାକେଡ଼ା ପମ୍ପ୍‌ ହାଉସ୍‌ରେ ନିମ୍ନମାନର କାମ ଅଭିଯୋଗ

ଜାକେଡ଼ା ପମ୍ପ୍‌ ହାଉସ୍‌ରେ ନିମ୍ନମାନର କାମ ଅଭିଯୋଗ

ନୂଆଗାଁ,୨୦।୧୦(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତ ଜାକେଡାଠାରେ ଥିବା ପମ୍ପ ହାଉସ ମରାମତି ଅତିନିମ୍ନମାନର ହେଉଥିବା ଅଭିଯୋଗ ହେଉଛି । ନୂଆଗାଁ ବ୍ଲକର…

2 years ago
ଲୁଚାଛପାରେ ବାଣ ତିଆରି ଚାଲିଛିଲୁଚାଛପାରେ ବାଣ ତିଆରି ଚାଲିଛି

ଲୁଚାଛପାରେ ବାଣ ତିଆରି ଚାଲିଛି

ନୟାଗଡ଼ ଅଫିସ,୨୦।୧୦: ନୟାଗଡ଼ ଜିଲାର ବିଭିନ୍ନ ଥାନା ଅଧୀନ ଗାଁ ଗହଳିରେ ବେଆଇନ ଭାବେ ବାଣ ତିଆରି ହେଉଛି । ଜନବସତିରେ ବାଣ ତିଆରି ହେଉଥିଲେ ମଧ୍ୟ…

2 years ago
କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରିଲେ ଚାଷୀକ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରିଲେ ଚାଷୀ

କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରିଲେ ଚାଷୀ

ନୟାଗଡ଼/ରଣପୁର,୧୯।୧୦(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ)ବର୍ଷା ନ ଥିବାରୁ ଧାନ ଜମି ଶୁଖିଲା ପଡିଛି। ପାଖରେ ଜଳସେଚନ ସୁବିଧା ଥାଇ ବି ଜମିରେ ପାଣି ମାଡୁନି ।…

2 years ago
ନିର୍ବାଚନୀ ସତ୍ୟପାଠରେ ଭୁଲ୍‌ ତଥ୍ୟନିର୍ବାଚନୀ ସତ୍ୟପାଠରେ ଭୁଲ୍‌ ତଥ୍ୟ

ନିର୍ବାଚନୀ ସତ୍ୟପାଠରେ ଭୁଲ୍‌ ତଥ୍ୟ

ନୟାଗଡ଼,୧୯।୧୦(ଲୋକନାଥ ମିଶ୍ର)ଗତ ପଞ୍ଚାୟତ ନିର୍ବାଚନ ସମୟରେ ନିର୍ବାଚନୀ ସତ୍ୟ ପାଠରେ ଭୁଲ ତଥ୍ୟ ଦିଆ ଯିବା ନେଇ ଭାପୁର ବ୍ଳକର ୪ ପରାଜିତ ପ୍ରାର୍ଥୀ ନୟାଗଡ଼ ସବ୍‌ଡିଜନସ୍ତରୀୟ…

2 years ago
ଶବ୍ଦ ପ୍ରଦୂଷଣ ରୋକିବାକୁ ଗୁରୁତ୍ୱ ଦେଉ ପ୍ରଶାସନଶବ୍ଦ ପ୍ରଦୂଷଣ ରୋକିବାକୁ ଗୁରୁତ୍ୱ ଦେଉ ପ୍ରଶାସନ

ଶବ୍ଦ ପ୍ରଦୂଷଣ ରୋକିବାକୁ ଗୁରୁତ୍ୱ ଦେଉ ପ୍ରଶାସନ

ଖଣ୍ଡପଡ଼ା,୧୯ା୧୦(ଅଜୟ କୁମାର ମହାରଣା)ଶବ୍ଦ ପ୍ରଦୂଷଣ ରୋକିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଆଇନ ପ୍ରଣୟନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପର୍ବ ପର୍ବାଣୀରେ ଡ଼ିଜେ…

2 years ago
ଘରେ ଘରେ ଲୋକଙ୍କୁ ଜ୍ୱରଘରେ ଘରେ ଲୋକଙ୍କୁ ଜ୍ୱର

ଘରେ ଘରେ ଲୋକଙ୍କୁ ଜ୍ୱର

ଖଣ୍ଡପଡା,୧୭ା୧୦(ଅଜୟ କୁମାର ମହାରଣା): ଖଣ୍ଡପଡା ବ୍ଲକ ଅଞ୍ଚଳରେ ଜ୍ୱରରେ ଶତାଧିକ ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ଜଣାପଡିଛି। ପ୍ରତ୍ୟେକ ଘରେ ୨ରୁ ୩ଜଣ ବ୍ୟକ୍ତି ଜ୍ୱରରେ ଆକ୍ରାନ୍ତ ହୋଇଥିବାରୁ…

2 years ago
ଗାଁରେ ବିକ୍ରି ହେଉଛି ଜଙ୍ଗଲୀ ପ୍ରାଣୀଙ୍କ ମାଂସଗାଁରେ ବିକ୍ରି ହେଉଛି ଜଙ୍ଗଲୀ ପ୍ରାଣୀଙ୍କ ମାଂସ

ଗାଁରେ ବିକ୍ରି ହେଉଛି ଜଙ୍ଗଲୀ ପ୍ରାଣୀଙ୍କ ମାଂସ

ନୟାଗଡ଼,୧୭।୧୦(ଲୋକନାଥ ମିଶ୍ର): ସଙ୍କଟରେ ବନ୍ୟପ୍ରାଣୀ। ନୟାଗଡ଼ ବନଖଣ୍ଡର ବିଭିନ୍ନ ଜଙ୍ଗଲ, ଖୋର୍ଦ୍ଧା ବନଖଣ୍ଡର ରଣପୁର ରେଞ୍ଜ ଓ ନୟାଗଡ଼ ବନଖଣ୍ଡ, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଓ ସାତକୋଶିଆ…

2 years ago