ନୟାଗଡ଼

ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପ୍ରହସନ

ନୂଆଗାଁ,୪।୧୦(ଧନେଶ୍ୱର ସାହୁ)ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସ୍ବପ୍ନକୁ ସାକାର କରିବା ଉଦ୍ଦେଶ୍ୟରେ ସ୍ବଚ୍ଛ ଭାରତ ଗଠନ କରିବାର ସଂକଳ୍ପ ନେଇଛନ୍ତି ସରକାର । ସେଥିପାଇଁ ଅନେକ ଯୋଜନା…

2 years ago

ଶୁକଳଗାଡ଼ିଆ ଜଳବିଭାଜିକାରେ ଦୁର୍ନୀତି

ନୟାଗଡ଼,୪।୧୦(ଲୋକନାଥ ମିଶ୍ର)ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ନୟାଗଡ଼ ବ୍ଲକ ଶୁକଳଗାଡ଼ିଆ ମଞ୍ଚେଶ୍ୱର ପୋଖରୀ କାମରେ ୧୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ ହୋଇଥିବା ଅଭିଯୋଗ ହୋଇଛି ।ଉକ୍ତ କାମ…

2 years ago

ଅବହେଳିତ ସ୍ବାଧୀନତା ସଂଗ୍ରାମୀ ଗାଁ କୁଶିବିଡ଼ା

ନୂଆଗାଁ,୩।୧୦ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ସ୍ବାଧୀନତା ସଂଗ୍ରାମୀଙ୍କ ଗାଁ କୁଶିବିଡା ଅବହେଳିତ ହୋଇ ରହିଛି। ସ୍ବାଧୀନତା ସଂଗ୍ରାମୀଙ୍କ ଉତ୍ତରାଧିକାରୀମାନେ ଅବ୍ୟବସ୍ଥା…

2 years ago

ବୁଡ଼ିଯାଉଥିବା କଂସା ପିତଳ ପରମ୍ପରାକୁ ଉଜ୍ଜୀବିତ କଲେ ଗବେଷକ

ଖଣ୍ଡପଡ଼ା,୨୯ା୯(ଅଜୟ କୁମାର ମହାରଣା): ପୂର୍ବ ପ୍ରଚଳିତ ଅଙ୍କ(ସୁନିଆ) ପରମ୍ପରା ସମ୍ପ୍ରତି ଲୋପ ପାଇବାକୁ ବସିଲାଣି। ଦିନ ଥିଲା କଂସା ପିତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ…

2 years ago

ଧରାପଡ଼ିଲା ୨୪ ଲକ୍ଷ ଟଙ୍କାର ଜାଲିଆତି

ନୟାଗଡ,୩୦।୯(ଲୋକନାଥ ମିଶ୍ର): ବଳରାମ ପାହାଡ଼ର ନିଷ୍କାସିତ ପାଣିରେ ସୃଷ୍ଟ ନୟାଗଡ଼ ବ୍ଲ୍ଳକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଶିଆଳି ଖୋଲ ବନ୍ଧରେ ଆଡିବନ୍ଧ କରି ୨୪ଲକ୍ଷ ସରକାରୀ ଅନୁଦାନ ହଡପ…

2 years ago

ବିନା ପାଠ୍ୟପୁସ୍ତକରେ ପାଠପଢ଼ା

ନୟାଗଡ଼,୨୯।୯(ଲୋକନାଥ ମିଶ୍ର): ଅନୁସୂଚିତ ଜନଜାତି(ଏସ୍‌ଟି) ଓ ଅନୁସୂଚିତ ଜାତି(ଏସ୍‌ସି) ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଟାକରାଠାରେ ଥିବା ହାଇସ୍କୁଲର ଛାତ୍ରୀଛାତ୍ରଙ୍କ ସହ…

2 years ago

ଦଶପଲ୍ଲା ରେଳଷ୍ଟେଶନ ଉଦ୍‌ଘାଟନ ତାରିଖ ଘୁଞ୍ଚୁଛି

ନୟାଗଡ଼,୨୯ା୯(ଲୋକନାଥ ମିଶ୍ର): ନୟାଗଡ ଜିଲାର ଦଶପଲ୍ଲା ରେଳଷ୍ଟେଶନ ଉଦ୍‌ଘାଟନ ତାରିଖ ବାରମ୍ବାର ଘୁଞ୍ଚତ୍ ଚାଲିଛି। ଦଶପଲ୍ଲାକୁ ଟ୍ରେନ ଚଳାଚଳ ଆରମ୍ଭ ହେଉ ନ ଥିବାରୁ ବଢୁଛି ଅସନ୍ତୋଷ।…

2 years ago

ଭୁଶୁଡ଼ି ପଡ଼ିଲାଣି ନୂଆଗାଁ ବ୍ଲକ ଶିକ୍ଷା ବ୍ୟବସ୍ଥା

ନୂଆଗାଁ,୨୮।୯ (ଧନେଶ୍ୱର ସାହୁ)ଶିକ୍ଷା ବ୍ୟବସ୍ଥାର ତଦାରଖ, ଦାୟିତ୍ୱ, ପରିଚାଳନା ଆଦିକୁ ତଳସ୍ତରରେ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧିକାରୀ ଓ କର୍ମଚାରୀଙ୍କ ହାତରେ ନ୍ୟସ୍ତ କରାଯାଇଛି। କିନ୍ତୁ କେତେଜଣ…

2 years ago

୨୦ ଭେଣ୍ଡରଙ୍କୁ କଳାତାଲିକାଭୁକ୍ତ କରାଗଲାନି

ନୟାଗଡ଼/ଭାପୁର,୨୮।୯(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ଭେଣ୍ଡର ଆକାଉଣ୍ଟ ଖୋଲି ନୟାଗଡ଼ ଜିଲାର ଭାପୁର ବ୍ଲକରେ ୫୧ କୋଟି ୨୭ ଲକ୍ଷ ଠକେଇ ଘଟଣାରେ କାର୍ଯ୍ୟାନୁଷ୍ଠାନ ନ ଥିବାରୁ ଅସନ୍ତୋଷ…

2 years ago

ଆର୍‌ପିଏଫ୍‌ କନ୍‌ଷ୍ଟେବଲ ସୁବ୍ରତଙ୍କୁ ଜୀବନ ରକ୍ଷା ପଦକ

ଖଣ୍ଡପଡ଼ା,୨୪।୯(ଅଜୟ କୁମାର ମହାରଣା): ଭାରତୀୟ ରେଳ ବିଭାଗର ପ୍ରତିଷ୍ଠା ଦିବସ ଅବସରରେ ଶନିବାର ରେଳ ମନ୍ତ୍ରଣାଳୟ ପକ୍ଷରୁ ୪୨ ଜଣଙ୍କୁ ସାହସିକତା ପାଇଁ ଜୀବନ ରକ୍ଷା ପଦକ…

2 years ago