Advertisement

ନୟାଗଡ଼

ଏମ୍‌ଜିଏନ୍‌ଆରଇଜିଏସ୍‌ ଅନୁଦାନ ଖର୍ଚ୍ଚରେ ରହୁନି ସ୍ବଚ୍ଛତାଏମ୍‌ଜିଏନ୍‌ଆରଇଜିଏସ୍‌ ଅନୁଦାନ ଖର୍ଚ୍ଚରେ ରହୁନି ସ୍ବଚ୍ଛତା

ଏମ୍‌ଜିଏନ୍‌ଆରଇଜିଏସ୍‌ ଅନୁଦାନ ଖର୍ଚ୍ଚରେ ରହୁନି ସ୍ବଚ୍ଛତା

ନୟାଗଡ଼,୨୭।୭ (ଲୋକନାଥ ମିଶ୍ର)ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମଜିଏନ୍‌ଆରଇଜିଏସ୍‌)ରେ ନୟାଗଡ଼ ଜିଲାରେ ଅନେକ କୋଟି ଟଙ୍କା ଖର୍ଚ୍ଚ ହେଉଛି। ତେବେ ଏଥିରେ ସ୍ବଛତା…

2 years ago
ରକ୍ତ ପ୍ୟାକେଟ୍‌କୁ ୧୫୦୦ ଟଙ୍କାରେ ବିକ୍ରିରକ୍ତ ପ୍ୟାକେଟ୍‌କୁ ୧୫୦୦ ଟଙ୍କାରେ ବିକ୍ରି

ରକ୍ତ ପ୍ୟାକେଟ୍‌କୁ ୧୫୦୦ ଟଙ୍କାରେ ବିକ୍ରି

ନୟାଗଡ଼,୨୪।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାରରୁ ରକ୍ତ ରୋଗୀ ପାଉ ନ ଥିବାବେଳେ ଦଲାଲ ନେଉଥିବା ଅଭିଯୋଗ ହୋଇଆସୁଛି। କେତେଜଣ ଦଲାଲ…

2 years ago
ଜୟ ଜଗନ୍ନାଥ ସିଲେଇ ୟୁନିଟ ପ୍ରତି ନିଘା ନାହିଁଜୟ ଜଗନ୍ନାଥ ସିଲେଇ ୟୁନିଟ ପ୍ରତି ନିଘା ନାହିଁ

ଜୟ ଜଗନ୍ନାଥ ସିଲେଇ ୟୁନିଟ ପ୍ରତି ନିଘା ନାହିଁ

ଓଡ଼ଗାଁ, ୨୪ା୭(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁରେ ସୁରଟ ଓ ଦିଲ୍ଲୀ ଢାଞ୍ଚାରେ ତିଆରି ହୋଇଥିବା ପୋଷାକ ପ୍ରସ୍ତୁତ କାରଖାନା ପ୍ରତି କାହାର ନିଘାନାହିଁ। ୨୫…

2 years ago
ବିପଦ ସଂକୁଳ ହାଇମାଷ୍ଟ ଲାଇଟ୍‌ ଖୁଣ୍ଟବିପଦ ସଂକୁଳ ହାଇମାଷ୍ଟ ଲାଇଟ୍‌ ଖୁଣ୍ଟ

ବିପଦ ସଂକୁଳ ହାଇମାଷ୍ଟ ଲାଇଟ୍‌ ଖୁଣ୍ଟ

ଖଣ୍ଡପଡା,୨୪ା୭(ଅଜୟ କୁମାର ମହାରଣା): କଣ୍ଟିଲୋ ଯାତ୍ରାପଦା ବଜାର ଛକ ଉପରେ ଲାଗିଥିବା ହାଇମାସ୍କ ଲାଇଟ ଦୀର୍ଘ ବର୍ଷ ହେଲା ଅକାମୀ ହୋଇ ପଡଛି। ଏବେ ଏହାର ଖୁଣ୍ଟଟିର…

2 years ago
୫-ଟି ସଚିବଙ୍କ ଗସ୍ତକୁ ବିରୋଧ କରି ଅଣ୍ଡାମାଡ଼୫-ଟି ସଚିବଙ୍କ ଗସ୍ତକୁ ବିରୋଧ କରି ଅଣ୍ଡାମାଡ଼

୫-ଟି ସଚିବଙ୍କ ଗସ୍ତକୁ ବିରୋଧ କରି ଅଣ୍ଡାମାଡ଼

ନୟାଗଡ଼,୨୧ା୭(ଲୋକନାଥ ମିଶ୍ର): ଶୁକ୍ରବାର ୫-ଟି ସଚିବ ଭି.କେ ପାଣ୍ଡିଆନ ଓଡ଼ଗାଁ ଗସ୍ତରେ ଆକାଶପଥରେ ଆସି ମହୋତ୍ସବ ପଡ଼ିଆରେ ଓହ୍ଲାଇଥିଲେ। ସେଠାରୁ ବ୍ୟାପକ ପୋଲିସ ବନ୍ଦୋବସ୍ତରେ ବ୍ଲକ ଅଫିସ…

2 years ago
ନୟାଗଡ଼ ଡିଏଚଏଚ୍‌ରେ ନାହିଁ ଅତ୍ୟାଧୁନିକ ଆମ୍ବୁଲାନ୍ସନୟାଗଡ଼ ଡିଏଚଏଚ୍‌ରେ ନାହିଁ ଅତ୍ୟାଧୁନିକ ଆମ୍ବୁଲାନ୍ସ

ନୟାଗଡ଼ ଡିଏଚଏଚ୍‌ରେ ନାହିଁ ଅତ୍ୟାଧୁନିକ ଆମ୍ବୁଲାନ୍ସ

ନୟାଗଡ଼,୨୧।୭ (ଲୋକନାଥ ମିଶ୍ର): ନୟାଗଡ଼ ଜିଲାକୁ ଛାଡି ଦେଲେ ଅବଶିଷ୍ଟ ୨୯ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ବେସିକ ଲାଇଫ୍‌ ସପୋର୍ଟ ଆମ୍ବୁଲାନ୍ସ ରହିଛି । ତେବେ ନୟାଗଡ଼…

2 years ago
ଦୁଇ କାର୍‌ରେ କନ୍ଧମାଳରୁ ଭୁବନେଶ୍ୱର ଆସୁଥିଲା ଗଞ୍ଜେଇ: ୪ ଗିରଫଦୁଇ କାର୍‌ରେ କନ୍ଧମାଳରୁ ଭୁବନେଶ୍ୱର ଆସୁଥିଲା ଗଞ୍ଜେଇ: ୪ ଗିରଫ

ଦୁଇ କାର୍‌ରେ କନ୍ଧମାଳରୁ ଭୁବନେଶ୍ୱର ଆସୁଥିଲା ଗଞ୍ଜେଇ: ୪ ଗିରଫ

ନୟାଗଡ଼,୧୯ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଅବକାରୀ ଥାନାକୁ ମିଳିଛି ବଡ଼ ସଫଳତା। ଦଶପଲା ଓ ନୂଆଗାଁର ଦୁଇ ସ୍ଥାନରେ ଚଢ଼ାଉ କରି ୬୧ କେଜି ଗଞ୍ଜେଇ ଜବତ…

2 years ago
ବିଦ୍ୟାଳୟ ପରିସର ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀବିଦ୍ୟାଳୟ ପରିସର ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ବିଦ୍ୟାଳୟ ପରିସର ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ନୂଆଗାଁ,୧୪।୭ (ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଖଣ୍ଡୁଗାଁ ପଞ୍ଚାୟତରେ ଥିବା ଗୋଳଗୋଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାର…

2 years ago
ସ୍ବଚ୍ଛ ଭାରତ ପାଇଖାନା ପାଲଟିଛି ବାସଗୃହସ୍ବଚ୍ଛ ଭାରତ ପାଇଖାନା ପାଲଟିଛି ବାସଗୃହ

ସ୍ବଚ୍ଛ ଭାରତ ପାଇଖାନା ପାଲଟିଛି ବାସଗୃହ

ନୂଆଗାଁ,୧୩।୭ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଚୟନ ପାଇଁ ହୋଇଥିବା ତଦନ୍ତରେ ପାତର ଅନ୍ତର କରାଯାଇଛି । ଫଳରେ ଅନେକ…

2 years ago
ରୋଜଗାରିଆ ପୁଅ ଅଜଣା ରୋଗରେ ପୀଡ଼ିତରୋଜଗାରିଆ ପୁଅ ଅଜଣା ରୋଗରେ ପୀଡ଼ିତ

ରୋଜଗାରିଆ ପୁଅ ଅଜଣା ରୋଗରେ ପୀଡ଼ିତ

ନୂଆଗାଁ,୧୩।୭ (ଧନେଶ୍ୱର ସାହୁ)ସ୍ବାମୀ ଆରପାରିକୁ ଚାଲିଯିବା ପରେ ଘରର ଏକ ମାତ୍ର ପୁଅର ରୋଜଗାରରେ ଚଳୁଥିଲା ପରିବାର । ହେଲେ ସେହି ରୋଜଗାରିଆ ପୁଅ ଆଜି ଅଜଣା…

2 years ago