Advertisement

ନୟାଗଡ଼

ବର୍ଷେ ବିତିଲା, କାର୍ଯ୍ୟକାରୀ ହୋଇପାରୁନି କମିଟି ନିଷ୍ପତ୍ତିବର୍ଷେ ବିତିଲା, କାର୍ଯ୍ୟକାରୀ ହୋଇପାରୁନି କମିଟି ନିଷ୍ପତ୍ତି

ବର୍ଷେ ବିତିଲା, କାର୍ଯ୍ୟକାରୀ ହୋଇପାରୁନି କମିଟି ନିଷ୍ପତ୍ତି

ଖଣ୍ଡପଡ଼ା,୨୬ା୬(ଅଜୟ କୁମାର ମହାରଣା): ନୂତନ ବେଶରେ ସଜ୍ଜିତ ହୋଇଛି ୫-ଟି ରୁପାନ୍ତରଣ ଯୋଜନାରେ ସାମିଲ ହୋଇଥିବା କଣ୍ଟିଲୋ ନୀଳମାଧବ ନୋଡାଲ ବିଦ୍ୟାପୀଠ। ଏହି ବିଦ୍ୟାଳୟଟି ବାହାରକୁ ସୁନ୍ଦର…

2 years ago
ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳୁନି ମୌଳିକ ସ୍ବାସ୍ଥ୍ୟସେବାଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳୁନି ମୌଳିକ ସ୍ବାସ୍ଥ୍ୟସେବା

ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳୁନି ମୌଳିକ ସ୍ବାସ୍ଥ୍ୟସେବା

ଭାପୁର,୨୫।୬(ଭରତ କୁମାର ବେହେରା)ନୟାଗଡ଼ ଜିଲାର ପ୍ରଥମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପାଇଥିବା ଭାପୁର ଡାକ୍ତରଖାନାରେ ମୌଳିକ ସ୍ବାସ୍ଥ୍ୟସେବା ମିଳୁନି ା ଏହି ଡାକ୍ତରଖାନା ଉପରେ ଭାପୁର ବ୍ଲକର…

2 years ago

ହାଇକୋର୍ଟଙ୍କ ରହିତାଦେଶ ଆଣିଲା ଆଶ୍ବସ୍ତି

ନୟାଗଡ଼,୨୫।୬(ଲୋକନାଥ ମିଶ୍ର)୨୦୧୯ ସଂଶୋଧିତ ପଦୋନ୍ନତି ପ୍ରକ୍ରିୟାରେ ରାଜ୍ୟରେ ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତି ୪ ଥର ହୋଇଛି l ତେବେ ଚତୁର୍ଥ ପର୍ଯ୍ୟାୟରେ ଚାଲିଥିବା ପଦୋନ୍ନତିରେ ସମାନତା ନ…

2 years ago
ଆବାସ ଯୋଜନାରେ ଲାଞ୍ଚ କାରବାରଆବାସ ଯୋଜନାରେ ଲାଞ୍ଚ କାରବାର

ଆବାସ ଯୋଜନାରେ ଲାଞ୍ଚ କାରବାର

ଖଣ୍ଡପଡ଼ା,୨୫।୬(ଅଜୟ କୁମାର ମହାରଣା)ଦାରିଦ୍ର୍ୟର ସୀମାରେଖା ତଳେ ବସବାସ କରୁଥିବା ଜନସାଧାରଣଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଓ ରାଜ୍ୟ ସରକାର…

2 years ago
ଅସ୍ତିତ୍ୱ ହରାଇବାକୁ ବସିଲାଣି ଜଳାଶୟଅସ୍ତିତ୍ୱ ହରାଇବାକୁ ବସିଲାଣି ଜଳାଶୟ

ଅସ୍ତିତ୍ୱ ହରାଇବାକୁ ବସିଲାଣି ଜଳାଶୟ

ଖଣ୍ଡପଡ଼ା,୨୫।୬(ଅଜୟ କୁମାର ମହାରଣା)ଧାର୍ମିକ ତଥା ଐତିହ୍ୟପୂର୍ଣ୍ଣ କ୍ଷେତ୍ର ଭାବେ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ କଣ୍ଟିଲୋର ଶ୍ରୀନୀଳମାଧବ କ୍ଷେତ୍ର ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି ା କଂସା…

2 years ago
୫-ଟିରେ ସାମିଲ ହେଲା ନୀଳକଣ୍ଠେଶ୍ୱର ଉଚ୍ଚ ବିଦ୍ୟାଳୟ୫-ଟିରେ ସାମିଲ ହେଲା ନୀଳକଣ୍ଠେଶ୍ୱର ଉଚ୍ଚ ବିଦ୍ୟାଳୟ

୫-ଟିରେ ସାମିଲ ହେଲା ନୀଳକଣ୍ଠେଶ୍ୱର ଉଚ୍ଚ ବିଦ୍ୟାଳୟ

ଖଣ୍ଡପଡ଼ା,୨୩ା୬(ଅଜୟ କୁମାର ମହାରଣା): ରାଜ୍ୟରେ ଥିବା ହାଇସ୍କୁଲଗୁଡ଼ିକର ଭିତ୍ତିଭୂମି ବିକାଶ ନିମନ୍ତେ ରାଜ୍ୟ ସରକାର ୫-ଟି ରୂପାନ୍ତରଣ ଯୋଜନାରେ ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ଏହି କ୍ରମରେ…

2 years ago
ମଣିଖମ୍ବ ନିର୍ମାଣ ଆରମ୍ଭମଣିଖମ୍ବ ନିର୍ମାଣ ଆରମ୍ଭ

ମଣିଖମ୍ବ ନିର୍ମାଣ ଆରମ୍ଭ

ଖଣ୍ଡପଡ଼ା,୨୩ା୬(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ କଣ୍ଟିଲୋର ଶ୍ରୀନୀଳମାଧବ କ୍ଷେତ୍ର ସର୍ବଜନବିଦିତ। ଏ ପୀଠର ବିକାଶ ନିମନ୍ତେ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର…

2 years ago
କାର୍ଯ୍ୟକାରୀ ହେଲାନି ହାଇକୋର୍ଟଙ୍କ ନିର୍ଦ୍ଦେଶକାର୍ଯ୍ୟକାରୀ ହେଲାନି ହାଇକୋର୍ଟଙ୍କ ନିର୍ଦ୍ଦେଶ

କାର୍ଯ୍ୟକାରୀ ହେଲାନି ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୟାଗଡ,୨୩।୬(ଲୋକନାଥ ମିଶ୍ର): ନୟାଗଡ ଜିଲା ନୂଆଗାଁ ତହସିଲ ସାନହମରା ମୌଜାର ଏକ ଜମିରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଚାଷୀ ଧାନ ନ ବୁଣି ପାରି ଗୁରୁବାର ଫେରିଛନ୍ତି।…

2 years ago
ଅଧା ସଫେଇ କରି ଛାଡ଼ିଦେଲେଅଧା ସଫେଇ କରି ଛାଡ଼ିଦେଲେ

ଅଧା ସଫେଇ କରି ଛାଡ଼ିଦେଲେ

ନୟାଗଡ଼,୨୩।୬(ଲୋକନାଥ ମିଶ୍ର): ନର୍ଦ୍ଦମା ଜଳରେ ସୃଷ୍ଟି ହେବାକୁ ଥିବା ବନ୍ୟାର ଭୟ ନୟାଗଡ଼ ମ୍ୟୁନିସିପାଲିଟିର ୧ନଂ. ୱାର୍ଡରୁ ହଟୁନି। କଲଭର୍ଟ ଓ ଡ୍ରେନ ନିର୍ମାଣରେ ତ୍ରୁଟି କାରଣରୁ…

2 years ago
ନୂଆଗାଁ ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର ନାହାନ୍ତିନୂଆଗାଁ ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର ନାହାନ୍ତି

ନୂଆଗାଁ ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର ନାହାନ୍ତି

ନୂଆଗାଁ,୨୩।୬(ଧନେଶ୍ୱର ସାହୁ ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନୂଆଗାଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଦୀର୍ଘ ବର୍ଷ ହେଲା ଡାକ୍ତର ନାହାନ୍ତି। ଫଳରେ ସାଧାରଣ ଚିକିତ୍ସା ପାଇଁ ନୟାଗଡ଼…

2 years ago