Advertisement

ନୟାଗଡ଼

ଫେକ୍‌ ଆକାଉଣ୍ଟ ମାଧ୍ୟମରେ ୪୦ ଲକ୍ଷ ଟଙ୍କା ଠକେଇଫେକ୍‌ ଆକାଉଣ୍ଟ ମାଧ୍ୟମରେ ୪୦ ଲକ୍ଷ ଟଙ୍କା ଠକେଇ

ଫେକ୍‌ ଆକାଉଣ୍ଟ ମାଧ୍ୟମରେ ୪୦ ଲକ୍ଷ ଟଙ୍କା ଠକେଇ

ନୟାଗଡ଼ ଅଫିସ,୧୯।୨: ଫେକ୍‌ ଆକାଉଣ୍ଟରେ ୪୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ନୟାଗଡ଼ ଟାଉନ ଥାନା ପୋଲିସ ନୟାଗଡ଼ ସହରରର ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର…

2 years ago
ଭିଜିଲାନ୍ସ ଅଭିଯୁକ୍ତଙ୍କୁ ଧରି କୂଅ, ପୋଖରୀର କରୁଛି ତଦନ୍ତଭିଜିଲାନ୍ସ ଅଭିଯୁକ୍ତଙ୍କୁ ଧରି କୂଅ, ପୋଖରୀର କରୁଛି ତଦନ୍ତ

ଭିଜିଲାନ୍ସ ଅଭିଯୁକ୍ତଙ୍କୁ ଧରି କୂଅ, ପୋଖରୀର କରୁଛି ତଦନ୍ତ

ନୟାଗଡ଼ ଅଫିସ/ଭାପୁର,୧୭ା୨(ଡି.ଏନ.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ କୋଟି କୋଟି ଟଙ୍କାର ଫଲସ୍‌ ବିଲ୍‌ ହେବା ପରେ ଏହା ଚର୍ଚ୍ଚାକୁ ଆସିଥିଲା। ଏପରିପ୍ରେକ୍ଷୀରେ ଭାପୁର ବ୍ଲକ ପଦ୍ମାବତୀ…

2 years ago
ରାସୋଳ ଜଙ୍ଗଲ ଜଳୁଛିରାସୋଳ ଜଙ୍ଗଲ ଜଳୁଛି

ରାସୋଳ ଜଙ୍ଗଲ ଜଳୁଛି

ନୟାଗଡ଼ ଅଫିସ,୧୭।୨: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ୍‌ର ଖେଡ଼ପଡା ଫରେଷ୍ଟ ଅନ୍ତର୍ଗତ ରାସୋଳ ଜଙ୍ଗଲ ଜଳୁଛି। ଗୁରୁବାର ପୂର୍ବାହ୍ନରୁ ଜଙ୍ଗଲରେ ନିଆଁ ଲାଗିଥିବାବେଳେ ବନ ବିଭାଗର କର୍ମଚାରୀମାନେ…

2 years ago
ଗ୍ରୀଷ୍ମ ଆରମ୍ଭରୁ ପାନୀୟଜଳ ସମସ୍ୟା ଉତ୍କଟଗ୍ରୀଷ୍ମ ଆରମ୍ଭରୁ ପାନୀୟଜଳ ସମସ୍ୟା ଉତ୍କଟ

ଗ୍ରୀଷ୍ମ ଆରମ୍ଭରୁ ପାନୀୟଜଳ ସମସ୍ୟା ଉତ୍କଟ

ନୟାଗଡ଼ ଅଫିସ,୧୬।୨: ମହାନଦୀରୁ ପାଣି ଆସୁଥିଲେ ମଧ୍ୟ ନୟାଗଡ଼ ସହରବାସୀଙ୍କ ଶୋଷ ମେଣ୍ଟାଇ ପାରୁନାହିଁ। ବରଂ ଗ୍ରୀଷ୍ମ ଋତୁର ଆରମ୍ଭରୁ ପାନୀୟ ଜଳ ସମସ୍ୟା ଉତ୍କଟ ହେବାରେ…

2 years ago
ଶିଳ୍ପୀଗ୍ରାମ ଘୋଷଣା ଶୀତଳଭଣ୍ଡାରରେଶିଳ୍ପୀଗ୍ରାମ ଘୋଷଣା ଶୀତଳଭଣ୍ଡାରରେ

ଶିଳ୍ପୀଗ୍ରାମ ଘୋଷଣା ଶୀତଳଭଣ୍ଡାରରେ

ନୟାଗଡ଼ ଅଫିସ/ଖଣ୍ଡପଡ଼ା,୧୩।୨(ସ୍ବ.ପ୍ର.): ଉତ୍କର୍ଷ ତଥା ଆକର୍ଷଣୀୟ କଂସାବାସନ ଓ ପିତ୍ତଳରେ ବିଭିନ୍ନ ପ୍ରକାର କମନୀୟ ମୂର୍ତ୍ତି ପ୍ରସ୍ତୁତି କରିବାରେ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକର କଣ୍ଟିଲୋ ଓ…

2 years ago
୬୮ କି.ମି. ଜଙ୍ଗଲ ଜମିକୁ ଅନୁମୋଦନ୬୮ କି.ମି. ଜଙ୍ଗଲ ଜମିକୁ ଅନୁମୋଦନ

୬୮ କି.ମି. ଜଙ୍ଗଲ ଜମିକୁ ଅନୁମୋଦନ

ଭୁବନେଶ୍ବର(ବ୍ୟୁରୋ)/ନୟାଗଡ଼ ଅଫିସ୍‌, ୧୩ା୨: ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ୧୧୨ କିଲୋମିଟରରୁ ୧୮୦ କିଲୋମିଟର ମଧ୍ୟରେ ୬୮ କିମି…

2 years ago
ବଧୂହତ୍ୟା ଅଭିଯୋଗ: ଫାଣ୍ଡି ସମ୍ମୁଖରେ ମୃତଦେହ ରଖି ଧାରଣା ଦେଲେ ବାପଘର ଲୋକେବଧୂହତ୍ୟା ଅଭିଯୋଗ: ଫାଣ୍ଡି ସମ୍ମୁଖରେ ମୃତଦେହ ରଖି ଧାରଣା ଦେଲେ ବାପଘର ଲୋକେ

ବଧୂହତ୍ୟା ଅଭିଯୋଗ: ଫାଣ୍ଡି ସମ୍ମୁଖରେ ମୃତଦେହ ରଖି ଧାରଣା ଦେଲେ ବାପଘର ଲୋକେ

ନୟାଗଡ଼ ଅଫିସ,୧୦ା୨: ନୟାଗଡ଼ ଜିଲା ଫତେଗଡ଼ ଥାନା ଜଗନ୍ନାଥପ୍ରସାଦ  ଗ୍ରାମରେ ପୂଜା ଜୁଝାରସିଂହଙ୍କ ନାମକ ଜଣେ ବଧୂଙ୍କୁ ହତ୍ୟା ଜରାଯାଇଛି। ହତ୍ୟାକାରୀଙ୍କୁ ଗିରଫ ଦାବିରେ ପରିବାର ଲୋକେ…

2 years ago
ଅଞ୍ଚଳବାସୀଙ୍କ ପାଇଁ ଅଭିଶାପ ପାଲଟିଛି ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କଅଞ୍ଚଳବାସୀଙ୍କ ପାଇଁ ଅଭିଶାପ ପାଲଟିଛି ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ

ଅଞ୍ଚଳବାସୀଙ୍କ ପାଇଁ ଅଭିଶାପ ପାଲଟିଛି ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ

ଖଣ୍ଡପଡ଼ା,୯ା୨(ସ୍ବ.ପ୍ର.): ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ଖଳିସାହି ଠାରୁ ସମ୍ବରବିନ୍ଧା ଭାୟା ସିଂଘାପଡ଼ା ତଥା ସିଂଘାପଡ଼ା-ସମ୍ବରବିନ୍ଧା ରାସ୍ତାର ଦୁରାବସ୍ଥାକୁ ନେଇ ସ୍ଥାନୀୟ ବାସିନ୍ଦା ଅସନ୍ତୋଷ…

2 years ago
ନିର୍ମାଣର ୩ ମାସ ପୂରିନି ରାସ୍ତା ଫାଟି ଆଁନିର୍ମାଣର ୩ ମାସ ପୂରିନି ରାସ୍ତା ଫାଟି ଆଁ

ନିର୍ମାଣର ୩ ମାସ ପୂରିନି ରାସ୍ତା ଫାଟି ଆଁ

ନୂଆଗାଁ,୯।୨ (ଡି.ଏନ.ଏ.): ଜନସାଧାରଣଙ୍କ ଗମନାଗମନର ସୁବିଧା ପାଇଁ ରାସ୍ତା ନିର୍ମାଣ ଉପରେ ସରକାର ଗୁରୁତ୍ୱାରୋପ କରିଛନ୍ତି । ଏଥିପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଉଛି । ହେଲେ…

2 years ago
ଆସୁନାହାନ୍ତି ମିଲର, ଜଗି ବସିଛନ୍ତି ଚାଷୀଆସୁନାହାନ୍ତି ମିଲର, ଜଗି ବସିଛନ୍ତି ଚାଷୀ

ଆସୁନାହାନ୍ତି ମିଲର, ଜଗି ବସିଛନ୍ତି ଚାଷୀ

ନୟାଗଡ଼ ଅଫିସ,୯।୨: ନୟାଗଡ଼ ଜିଲାରେ ଧାନ କ୍ରୟ ଶେଷ ହୋଇ ଆସୁଛି । ଏଭଳିସ୍ଥଳେ ଧାନକିଣାରେ ଦେଖା ଦେଇଥିବା ଅବ୍ୟବସ୍ଥା ଦୂର ହୋଇ ପାରୁନି । ଓଡ଼ଗଁା…

2 years ago