Advertisement

ନୟାଗଡ଼

ରୂପାନ୍ତରୀକରଣ ପାଇଁ ଅନେକ ଲକ୍ଷ ଟଙ୍କା ବରବାଦରୂପାନ୍ତରୀକରଣ ପାଇଁ ଅନେକ ଲକ୍ଷ ଟଙ୍କା ବରବାଦ

ରୂପାନ୍ତରୀକରଣ ପାଇଁ ଅନେକ ଲକ୍ଷ ଟଙ୍କା ବରବାଦ

ଖଣ୍ଡପଡ଼ା,୫ା୭(ଅଜୟ କୁମାର ମହାରଣା): କଣ୍ଟିଲୋ କୁଞ୍ଜ ବିହାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଅସୁରକ୍ଷିତ ଘୋଷଣା କରାଯାଇଛି। ଆବଶ୍ୟକ ଶ୍ରେଣୀଗୃହ ଅଭାବ ଯୋଗୁ ଛାତ୍ରୀମାନଙ୍କୁ ସେକ୍ସନରେ ବିଭକ୍ତ କରା…

10 months ago
ନିଲମ୍ବିତ ହେଲେ ୩ ପୋଲିସନିଲମ୍ବିତ ହେଲେ ୩ ପୋଲିସ

ନିଲମ୍ବିତ ହେଲେ ୩ ପୋଲିସ

ନୟାଗଡ଼,୩ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦରଥାନା ଅନ୍ତର୍ଗତ ଗୋଳଗୋଳା ଗାଁରେ ସିରିଜ ଚୋରି ଘଟଣାରେ ଅଭିଯୋଗକାରୀଙ୍କୁ ଅସହଯୋଗ ନେଇ ୩ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅବହେଳା…

10 months ago
ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢାଉ, ଲାଞ୍ଚ ନେବାବେଳେ ପଡ଼ିଲେ ଧରାତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢାଉ, ଲାଞ୍ଚ ନେବାବେଳେ ପଡ଼ିଲେ ଧରା

ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢାଉ, ଲାଞ୍ଚ ନେବାବେଳେ ପଡ଼ିଲେ ଧରା

ନୟାଗଡ଼,୩।୭(ଲୋକନାଥ ମିଶ୍ର):ଭିଜିଲାନ୍ସ ଜାଲରେ ଖଣ୍ଡପଡା ତହସିଲଦାର ଧୋବେଇ ନାୟକ ଛନ୍ଦି ହୋଇ ପଡିଛନ୍ତି। ବାଲିଗାଡି ଛାଡିବା ପାଇଁ ଦଲାଲ ମାଧ୍ୟମରେ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଦଲାଲ…

10 months ago
କଲେଜରେ ଟ୍ୟୁଟୋରିଆଲ, ପ୍ରାକ୍ଟିକାଲ କ୍ଲାସ୍‌ କରାଯାଉନି; ଟ୍ୟୁଶନ ନ କଲେ କଟୁଛି ନମ୍ବରକଲେଜରେ ଟ୍ୟୁଟୋରିଆଲ, ପ୍ରାକ୍ଟିକାଲ କ୍ଲାସ୍‌ କରାଯାଉନି; ଟ୍ୟୁଶନ ନ କଲେ କଟୁଛି ନମ୍ବର

କଲେଜରେ ଟ୍ୟୁଟୋରିଆଲ, ପ୍ରାକ୍ଟିକାଲ କ୍ଲାସ୍‌ କରାଯାଉନି; ଟ୍ୟୁଶନ ନ କଲେ କଟୁଛି ନମ୍ବର

ନୟାଗଡ଼,୨୪ା୬(ଲୋକନାଥ ମିଶ୍ର): କୋଚିଂ ଓ ଟ୍ୟୁଶନ ଉପରେ ସରକାରୀ କଟକଣା ରହିଛି। ପ୍ରାଇଭେଟ କୋଚିଂ ଅଧ୍ୟାପକଙ୍କ ପାଇଁ ମନା। ପ୍ରତିବର୍ଷ ଅଗଷ୍ଟରେ ଅଧ୍ୟାପକମାନେ ଅଧ୍ୟକ୍ଷଙ୍କୁ ଏକ ଅଣ୍ଡରଟେକିଂ…

10 months ago
୮୯ ପ୍ରତିଶତ ଜମି ପଡ଼ିଆ ପଡ଼ିଛି୮୯ ପ୍ରତିଶତ ଜମି ପଡ଼ିଆ ପଡ଼ିଛି

୮୯ ପ୍ରତିଶତ ଜମି ପଡ଼ିଆ ପଡ଼ିଛି

ନୟାଗଡ,୨୦।୬(ଲୋକନାଥ ମିଶ୍ର)ଆକାଶରେ ଘଡ଼ଘଡ଼ି ମାରୁଛି ଓ ବିଜୁଳି ଦେଖା ଦେଉଛି । ହେଲେ ବର୍ଷା ହେଉନି । ମୌସୁମୀ ଆଗମନରେ ବିଳମ୍ବ କାରଣରୁ ରଜ ଯିବା ପରେ…

10 months ago
ଦଳ ଛାଡ଼ିଲେ ଓଡ଼ଗାଁ ବ୍ଲକ ବିଜେଡି ସଭାପତିଦଳ ଛାଡ଼ିଲେ ଓଡ଼ଗାଁ ବ୍ଲକ ବିଜେଡି ସଭାପତି

ଦଳ ଛାଡ଼ିଲେ ଓଡ଼ଗାଁ ବ୍ଲକ ବିଜେଡି ସଭାପତି

ଓଡ଼ଗାଁ,୧୮ା୬(ଆଦର୍ଶ କୁମାର ପଟ୍ଟନାୟକ): ଓଡ଼ଗାଁ ବ୍ଲକ ବିଜେଡି ସଭାପତି ତଥା ପୂର୍ବତନ ଜିଲା ପରିଷଦ ସଦସ୍ୟ ସୂର୍ଯ୍ୟନାରାୟଣ ଚୌଧୁରୀ ସୋମବାର ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।…

10 months ago
ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସିସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ ସିଜରିଂ…

11 months ago
୨ ହସ୍ପିଟାଲ ମ୍ୟାନେଜରଙ୍କୁ କାରଣ ଦର୍ଶାଅ ନୋଟିସ୨ ହସ୍ପିଟାଲ ମ୍ୟାନେଜରଙ୍କୁ କାରଣ ଦର୍ଶାଅ ନୋଟିସ

୨ ହସ୍ପିଟାଲ ମ୍ୟାନେଜରଙ୍କୁ କାରଣ ଦର୍ଶାଅ ନୋଟିସ

ନୟାଗଡ଼,୧୫।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସର୍ଜରୀ ୱାର୍ଡ, ସେଫ୍ଟିକ ୱାର୍ଡ, ମେଡିସିନ ୱାର୍ଡ, ଶିଶୁ ୱାର୍ଡ, ପୁରୁଣା ଆଉଟଡୋରରୁ ୬୦ରୁ ଊର୍ଦ୍ଧ୍ୱ ଏସି ଗାଏବ,…

11 months ago
ରାତାରାତି କଟା ପୋଖରୀ ହୁଡ଼ା ବନ୍ଧାଗଲାରାତାରାତି କଟା ପୋଖରୀ ହୁଡ଼ା ବନ୍ଧାଗଲା

ରାତାରାତି କଟା ପୋଖରୀ ହୁଡ଼ା ବନ୍ଧାଗଲା

ଓଡ଼ଗାଁ,୧୩ା୬(ଆଦର୍ଶ କୁମାର ପଟ୍ଟନାୟକ)ଗ୍ରୀଷ୍ମରେ ଲୋକେ ପାଣି ଗରାଏ ପାଇଁ ବ୍ୟସ୍ତ ହେଉଥିବା ବେଳେ ମୌସୁମୀର ଆଗମନ ହୋଇଛି ା ହେଲେ ପଡୋଶୀ ଜିଲାରେ ପ୍ରାକ୍‌ ମୌସୁମୀ ବର୍ଷା…

11 months ago
ଜଗନ୍ନାଥଙ୍କ ଅବଢ଼ା ନିଲାମରେ ଅନିୟମିତତାଜଗନ୍ନାଥଙ୍କ ଅବଢ଼ା ନିଲାମରେ ଅନିୟମିତତା

ଜଗନ୍ନାଥଙ୍କ ଅବଢ଼ା ନିଲାମରେ ଅନିୟମିତତା

ନୟାଗଡ଼,୧୩।୬(ଲୋକନାଥ ମିଶ୍ର)ନୟାଗଡ଼ ପୁରୁଣା ସହରରେ ପୂଜା ପାଉଥିବା ଜଗନ୍ନାଥ ମହାପ୍ରଭୁଙ୍କ ଅବଢ଼ା ଟେଣ୍ଡରରେ ଅନିୟମିତତା ହୋଇଛି । ନିଲାମଧାରୀଙ୍କ ଠାରୁ ୧ ଲକ୍ଷ ବା ତାଠାରୁ ଅଧିକ…

11 months ago