Advertisement

ନୟାଗଡ଼

ଜଗନ୍ନାଥଙ୍କ ଅବଢ଼ା ନିଲାମରେ ଅନିୟମିତତାଜଗନ୍ନାଥଙ୍କ ଅବଢ଼ା ନିଲାମରେ ଅନିୟମିତତା

ଜଗନ୍ନାଥଙ୍କ ଅବଢ଼ା ନିଲାମରେ ଅନିୟମିତତା

ନୟାଗଡ଼,୧୩।୬(ଲୋକନାଥ ମିଶ୍ର)ନୟାଗଡ଼ ପୁରୁଣା ସହରରେ ପୂଜା ପାଉଥିବା ଜଗନ୍ନାଥ ମହାପ୍ରଭୁଙ୍କ ଅବଢ଼ା ଟେଣ୍ଡରରେ ଅନିୟମିତତା ହୋଇଛି । ନିଲାମଧାରୀଙ୍କ ଠାରୁ ୧ ଲକ୍ଷ ବା ତାଠାରୁ ଅଧିକ…

11 months ago
ବିଜେଡି ହାରିବାରୁ ୪ କି.ମି. ଗଡ଼ିଲେବିଜେଡି ହାରିବାରୁ ୪ କି.ମି. ଗଡ଼ିଲେ

ବିଜେଡି ହାରିବାରୁ ୪ କି.ମି. ଗଡ଼ିଲେ

ନୟାଗଡ଼/ରଣପୁର,୮ା୬(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ): ମହାପ୍ରଭୁ ଶ୍ରୀଜଗନ୍ନାଥ ମାନସିକ ପୂରଣ କରି ବିଜେଡିକୁ ଓଡ଼ିଶାରେ ପରାଜିତ କରିବା ପରେ ଡହ ଡହ ଖରାରେ ୪ କିମି ରାସ୍ତାରେ…

11 months ago
ଗାଧୋଇବା ବେଳେ ନଦୀରେ ବୁଡ଼ିଗଲେ ଭଉଣୀ-ଭାଇଗାଧୋଇବା ବେଳେ ନଦୀରେ ବୁଡ଼ିଗଲେ ଭଉଣୀ-ଭାଇ

ଗାଧୋଇବା ବେଳେ ନଦୀରେ ବୁଡ଼ିଗଲେ ଭଉଣୀ-ଭାଇ

ନୟାଗଡ଼,୬ା୬(ଲୋକନାଥ ମିଶ୍ର): କୁସୁମୀ ନଦୀରେ ବୁଡ଼ି ଗୁରୁବାର ପୂର୍ବାହ୍ନରେ ଭଉଣୀ ଭାଇଙ୍କ ମୃତ୍ୟୁ ହୋଇଛି। ଏଭଳି ଅଘଟଣ ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ଗାଁରେ ଘଟିଛି।…

11 months ago
ଏତିକି କମ୍‌ ଭୋଟରେ ଜିତିଲେ ଅରୁଣ ସାହୁଏତିକି କମ୍‌ ଭୋଟରେ ଜିତିଲେ ଅରୁଣ ସାହୁ

ଏତିକି କମ୍‌ ଭୋଟରେ ଜିତିଲେ ଅରୁଣ ସାହୁ

ଭୁବନେଶ୍ୱର,୪।୬:ନୟାଗଡର ବିଜେଡି ପ୍ରାର୍ଥୀ ଅରୁଣ ସାହୁ ବିଜୟୀ ହୋଇଛନ୍ତି। ୮୧,୪୭୦ ଭୋଟ ପାଇ ସେ ଭାଜପାର ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ହେଲେ ସେଠାରେ ଦୁହିଁଙ୍କ…

11 months ago
ନିର୍ବାଚନ ବେଳେ ଭଲ ରୋଜଗାର ଦେଉଛି ଢାବାନିର୍ବାଚନ ବେଳେ ଭଲ ରୋଜଗାର ଦେଉଛି ଢାବା

ନିର୍ବାଚନ ବେଳେ ଭଲ ରୋଜଗାର ଦେଉଛି ଢାବା

ନୟାଗଡ଼,୨।୬ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ନକଲି ଦେଶୀ ଓ ବିଦେଶୀ ମଦର ଅବାଧ କାରବାର ଚାଲିଛି। ଗଁା ଓ ସହରର ଗଳିକନ୍ଦିରେ ପାଣି ପାଉଚ୍‌ ପରି ମଦ…

11 months ago
ଶିକ୍ଷୟିତ୍ରୀଙ୍କୁ ମାରିଦେଲେ ଶାଶୁଘର ଲୋକେ, ସ୍ବାମୀ ଅଟକଶିକ୍ଷୟିତ୍ରୀଙ୍କୁ ମାରିଦେଲେ ଶାଶୁଘର ଲୋକେ, ସ୍ବାମୀ ଅଟକ

ଶିକ୍ଷୟିତ୍ରୀଙ୍କୁ ମାରିଦେଲେ ଶାଶୁଘର ଲୋକେ, ସ୍ବାମୀ ଅଟକ

ନୟାଗଡ଼,୩୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ଚମ୍ପତିପୁରରେ ଜଣେ ଶିକ୍ଷୟିତ୍ରୀ ପଦ୍ମିନୀ ସ୍ବାଇଁ(୩୨)ଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ସ୍ବାମୀ ତପନ କୁମାର ସ୍ବାଇଁ(୩୫)କୁ…

11 months ago
ହ୍ରାସପାଉଛି ଘଡ଼ିଆଳ କୁମ୍ଭୀରଙ୍କ ସଂଖ୍ୟାହ୍ରାସପାଉଛି ଘଡ଼ିଆଳ କୁମ୍ଭୀରଙ୍କ ସଂଖ୍ୟା

ହ୍ରାସପାଉଛି ଘଡ଼ିଆଳ କୁମ୍ଭୀରଙ୍କ ସଂଖ୍ୟା

ନୟାଗଡ଼,୩୦।୫(ଲୋକନାଥ ମିଶ୍ର)ମହାନଦୀର ସାତକୋଶିଆ ଗଣ୍ଡରେ ଘଡିଆଳ କୁମ୍ଭୀରଙ୍କ ବଂଶବୃଦ୍ଧି ଘଟୁନି। ୪୬ବର୍ଷ ଭିତରେ ପ୍ରାୟ ୮୮୦ ଘଡିଆଳ କୁମ୍ଭୀର ମହାନଦୀର ସାତକୋଶିଆ ଗଣ୍ଡ ଅଞ୍ଚଳରେ ଛଡାଯାଇଛି। ତେବେ…

11 months ago
ଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତରଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତର

ଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତର

ଦଶପଲ୍ଲା,୨୬ା୫: ନୟାଗଡ଼ ଜିଲା ଦଶପଲ୍ଲାର ବାଣୀଗୋଚ୍ଛା ଥାନା କଣପାଜୁ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସି ନ ପାରିବାରୁ ମହିଳା ଜଣକ ଘରେ ପ୍ରସବ…

11 months ago
ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ

ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ

ନୟାଗଡ଼,୨୫ା୫: ନୟାଗଡ଼ରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ତେବେ ପ୍ରବଳ ଜନଗହଳି ଯୋଗୁ ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ ହୋଇପଡ଼ିଛନ୍ତି। ୧୫୮ ନମ୍ବର ବୁଥ୍‌ରେ…

11 months ago
ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ

ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ ପଥରପୁଞ୍ଜି…

11 months ago