ବିଶ୍ୱାବସୁ ଶବର ରାଜା ବଂଶଧର ଜାତିଆଣ ବୈଠକ ଶବର ଜାତିର ସମସ୍ୟା ଉପରେ ଗୁରୁତ୍ୱ
ଖଣ୍ଡପଡ଼ା,୨୬ା୧(ସ୍ବ.ପ୍ର.): ଭାପୁର ବ୍ଲକ ଧାନଚେଙ୍ଗଡା ପଞ୍ଚାୟତ କାଳିଆପଲ୍ଲୀରେ ଶନିବାର ବିଶ୍ୱାବସୁ ଶବର ରାଜା ବଂଶଧର ଜାତିଆଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁରଲୀ ନାୟକ ସଭାପତିତ୍ୱ କରିଥିବା ବେଳେ ବଲାଙ୍ଗୀର ଜିଲାର ଆଦିବାସୀ ନେତା ସତ୍ୟ ନାରାୟଣ ଭୋଇ ମୁଖ୍ୟଅତିଥି...