ନୟାଗଡ଼

ନୟାଗଡ଼ ଉପକାରାଗାରରୁ ମୁକୁଳିଲେ ବନିତା: ନାବାଳିକା ସମୟରେ ଶୁଣାଣି ହୋଇ ଭୋଗୁଥିଲେ ଆଜୀବନ କାରାଦଣ୍ଡ

ନୟାଗଡ଼ ଅଫିସ,୧୮।୧୨-ନୟାଗଡ଼ ଖୁଣ୍ଟୁବନ୍ଧସ୍ଥିତ ଉପକାରାଗାରରୁ ମଙ୍ଗଳବାର ମୁକୁଳିଛନ୍ତି ବନିତା ସେଠୀ। ବନିତା ନାବାଳିକା ଥିବା ସମୟରେ ଶୁଣାଣି କରାଯାଇ ଆଜୀବନ କାରାଦଣ୍ଡ ଭୋଗ କରିଥିଲେ। ସେହିଭଳି ତାଙ୍କ ସହିତ ତାଙ୍କର ପୁଅ ମଧ୍ୟ ଜେଲରେ ରହି ଆସୁଥିଲେ। ଘଟଣାରୁ ପ୍ରକାଶ...

ରାସ୍ତା ନିର୍ମାଣକୁ ନେଇ ପୁଣି ବିବାଦ ଘନେଇଲା: ପ୍ରଶାସନ ଉପସ୍ଥିତିରେ ମାଟି ଉଠାଯିବାରୁ ଉତ୍ତେଜନା

ଖଣ୍ଡପଡ଼ା,୧୮।୧୨(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଳକ ଅନ୍ତର୍ଗତ ମର୍ଦ୍ଦରାଜପୁର ପଞ୍ଚାୟତ ନୂଆସହି ରାସ୍ତା ନିର୍ମାଣକୁ ନେଇ ସୋମବାର ବରକୋଳି ଗ୍ରାମର ବହୁ ବ୍ୟକ୍ତି ଖଣ୍ଡପଡ଼ା ତହସିଲ କାର୍ଯ୍ୟାଳୟ ଆଗରେ ଧାରଣା ଦେଇ ତହସିଲଦାରଙ୍କ ପ୍ରତିଶ୍ରୁତି କ୍ରମେ ଧାରଣାରୁ ଓହରିଥିଲେ ା ମାତ୍ର ପୁନର୍ବାର ମଙ୍ଗଳବାର...

ଗୋଚର ଜମିରେ ତିଆରି ହେଉଛି ଘର: ଶାଗମାଛ ଦରରେ ଜାଗା ବିକ୍ରି

ନୟାଗଡ଼ ଅଫିସ,୧୮।୧୨-ନୟାଗଡ଼ ସହରରେ ମାତିଛନ୍ତି ଜମି ମାଫିଆ। ସହରର ପାହାଡ଼ କଡ଼ରେ ଥିବା ଉଭୟ ଜଙ୍ଗଲ ଓ ଗୋଚର ଜମିକୁ ଶାଗମାଛ ଦରରେ ଏମାନେ ଲୋକମାନଙ୍କୁ ବିକ୍ରି କରୁଛନ୍ତି। ଏହି ମାଫିଆମାନେ ପାହାଡ଼କୁ ଫଟାଇ କାଟି ସଫା କରି ପ୍ଲଟିଂରେ...

ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ଗ୍ରାମରକ୍ଷୀ ଅଟକ

ରଣପୁର,୧୭।୧୨(ସ୍ବ.ପ୍ର.): ଷଷ୍ଠଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ନୟାଗଡ ଜିଲା ରଣପୁର ଥାନା ରଘୁନାଥପୁର ଅଞ୍ଚଳର ଗ୍ରାମରକ୍ଷୀ ରମେଶ ଚନ୍ଦ୍ର ବିଶ୍ୱାଳ ଅଟକ ଅଛନ୍ତି। ମଙ୍ଗଳବାର ଛାତ୍ରୀଜଣଙ୍କ ସ୍କୁଲକୁ ଯାଉଥିବାବେଳେ ଚକୋଲେଟ ଦେଇ ଗ୍ରାମରକ୍ଷୀ ଅସଦାଚରଣ କରିଥିଲେ। ଛାତ୍ରୀଙ୍କ ମା’ବାପା ଗ୍ରାମରକ୍ଷୀଙ୍କୁ...

୬ବର୍ଷ ହେଲା ପ୍ରକଳ୍ପ ଅଧାପନ୍ତରିଆ: ପାଣି ପାଇଁ ଗ୍ରାମବାସୀ ହୀନସ୍ତା

ନୟାଗଡ଼ ଅଫିସ,୧୬ା୧୨: ଜିଲାରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ଦ୍ୱାରା କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିଥିଲେ ମଧ୍ୟ ଏଥିପ୍ରତି କର୍ତ୍ତୃପକ୍ଷ ନଜର ଦେଉ ନ ଥିବା ଅଭିଯୋଗ ହେଉଛି। ଫଳରେ ଲୋକମାନେ ପାନୀୟ ଜଳ ପାଇଁ...

କଲେଜ ଛାତ୍ରୀଙ୍କୁ ଅପହରଣ

  ଭାପୁର,୧୫ା୧୨(ଡି.ଏନ୍‌.ଏ.): ଫତେଗଡ ଥାନା ଅଞ୍ଚଳର ଜଣେ ବିବାହିତ ଯୁବକ ଯୁକ୍ତ ୨ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ଅପହରଣ କରିନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଫତେଗଡ଼ ଥାନା ଅଞ୍ଚଳର ନାବାଳିକା ଛାତ୍ରୀ ଭାପୁର ବ୍ଲକର ଏକ କଲେଜରେ ଯୁକ୍ତ...

ଜବରଦଖଲ ଉଚ୍ଛେଦ

  ଦଶପଲ୍ଲା,୧୫ା୧୨(ଡି.ଏନ୍‌.ଏ.): ଦଶପଲ୍ଲା ରାଜଲକ୍ଷ୍ମୀ କଲୋନୀରେ ବହୁ ସରକାରୀ ଜାଗା ଜବରଦଖଲରେ ରହିଥିଲା। ଶନିବାର ଦଶପଲ୍ଲା ତହସିଲଦାର ପ୍ରମୋଦ କୁମାର ଦଳବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜବରଦଖଲ ଉଚ୍ଛେଦ ହୋଇଥିଲା। ପରେ ଉକ୍ତ ଜାଗା ତହସିଲ ଅଧୀନକୁ ଆସିଥିବା ଜଣାଯାଇଛି। ଘଟଣାସ୍ଥଳରେ...

ମୋବାଇଲ ଟର୍ଚ୍ଚରେ ରୋଗୀ ଦେଖିଲେ ଡାକ୍ତର: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ

ନୟାଗଡ଼ ଅଫିସ,୧୫ା୧୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ବିଦ୍ୟୁତ୍‌ କଟିଯାଇଥିବା ବେଳେ ଜଣେ ଡାକ୍ତର ମୋବାଇଲ୍‌ ଟର୍ଚ୍ଚରେ ରୋଗୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଜଣକ ପରେ ଜଣେ ୭ ଜଣ...

ସମ୍ପତ୍ତି ପାଇଁ ବାପାଙ୍କୁ ଆକ୍ରମଣ, ଅଭିଯୁକ୍ତ ପୁଅ ଅଟକ

ଓଡ଼ଗାଁ,୧୩ା୧୨(ସ୍ବ.ପ୍ର.): ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ସାକେରୀ ପଞ୍ଚାୟତର ଗର୍ଜନୀ ଗ୍ରାମରେ ଗୁରୁବାର ସମ୍ପତ୍ତିକୁ ନେଇ ସାନପୁଅ ଆକ୍ରମଣରେ ବୃଦ୍ଧ ବାପା ଗୁରୁତର ହୋଇଛନ୍ତି। ଗୁରୁତର ଉଦୟନାଥ ପଟ୍ଟନାୟକ(୮୭)ଙ୍କୁ ପ୍ରଥମେ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱର...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସର ୩ବର୍ଷ ପୂରିଲା: ଆରମ୍ଭ ହୋଇପାରିନି ଡାହୁକା ସେତୁ କାର୍ଯ୍ୟ

ନୟାଗଡ଼ ଅଫିସ,୧୩ା୧୨: ୧୩ ଡିସେମ୍ବର ୨୦୧୬। ଏହି ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିଟିଏସ୍‌ ପଡ଼ିଆଠାରେ ନୟାଗଡ଼-ଖଣ୍ଡପଡ଼ା ରାସ୍ତାରେ ଡାହୁକା ସେତୁର ଶିଳାନ୍ୟାସ କରିଥିଲେ। ଗୁରୁବାର ଶିଳାନ୍ୟାସକୁ ୩ବର୍ଷ ପୂରିଛି। ହେଲେ ୩ ପିଲାରରେ ସୀମିତ ରହିଛି ସେତୁ କାର୍ଯ୍ୟ।...

କଣ୍ଟିଲୋ ନୀଳମାଧବ ଜୀଉ ମନ୍ଦିର: ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା; ସୁଧୁରୁନି ସମସ୍ୟା

ଖଣ୍ଡପଡା,୧୨।୧୨(ସ୍ବ.ପ୍ର.): କଣ୍ଟିଲୋର ଶ୍ରୀନୀଳମାଧବପୀଠ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନର ମର୍ଯ୍ୟାଦା ଲାଭ କରିଛି। ଏଠାର କଂସା ପିତ୍ତଳ ବାସନ ଶିଳ୍ପ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ୍‌ ଆଦୃତି ଲାଭ କରିପାରିଛି। ପଦ୍ମାଦ୍ରୀ ଓ ବ୍ରହ୍ମାଦ୍ରୀ ପାହାଡ଼...

ନୟାଗଡ଼ ବନ ବିଭାଗର ନିଆରା ଉଦ୍ୟମ: ପ୍ଲାଷ୍ଟିକ ବଦଳରେ ବାଉଁଶ ଖୋଳରେ ଲାଗିବ ଚାରା

ନୟାଗଡ଼ ଅଫିସ,୧୨ା୧୨: ଆମେ ବ୍ୟବହାର କରୁଥିବା ଅଧିକାଂଶ ଜିନିଷ ପ୍ଲାଷ୍ଟିକରୁ ତିଆରି। ପରିବେଶ ସୁରକ୍ଷା ପାଇଁ ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏପରି କି ରାଜ୍ୟ ସରକାର ପଲିଥିନକୁ ବ୍ୟାନ୍‌ ମଧ୍ୟ କରିଛନ୍ତି। ଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri