ରୋଚକ ସ୍ଥିତିରେ ନୟାଗଡ଼ ରାଜନୀତି
ନୟାଗଡ଼,୮।୪(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ରାଜନୀତି ସରଗରମ ହେବାରେ ଲାଗିଛି। ପୂର୍ବତନ କନ୍ଧମାଳ ଏମ୍ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଭାଜପା ଟିକେଟ୍ ହାତେଇବା, ଭାଜପା ନେତ୍ରୀ ଇରାନୀ ରାୟ ବିଜେଡିରେ ମିଶି ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ସହ କାମ...
ନୟାଗଡ଼,୮।୪(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ରାଜନୀତି ସରଗରମ ହେବାରେ ଲାଗିଛି। ପୂର୍ବତନ କନ୍ଧମାଳ ଏମ୍ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଭାଜପା ଟିକେଟ୍ ହାତେଇବା, ଭାଜପା ନେତ୍ରୀ ଇରାନୀ ରାୟ ବିଜେଡିରେ ମିଶି ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ସହ କାମ...
ନୂଆଗାଁ,୭।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତରେ ଜଣେ ବ୍ୟକ୍ତିଙ୍କ ନାମରେ କ୍ଷେତ ପୋଖରୀ (ଫାର୍ମ ପଣ୍ଡ) ଖୋଳାଯାଇଛ। ହେଲେ ଯେଉଁ ବ୍ୟକ୍ତିଙ୍କ ନାମରେ ପୋଖରୀ ଖୋଳା ଯାଇଛି ସେହି ହିତାଧିକାରୀ ପୋଖରୀ ଖୋଳା ବିଷୟରେ ଜାଣି ନାହାନ୍ତି।...
ନୟାଗଡ଼, ୭।୪(ଲୋକନାଥ ମିଶ୍ର) ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ରାଘବ ମଲିକଙ୍କୁ ପ୍ରାର୍ଥୀ କରିବା ପରେ ଦଳର କେତେଜଣ ନେତା ପ୍ରାର୍ଥୀ ପରିବର୍ତ୍ତନ କରିବାକୁ ଗୋଟିଚାଳନା କରିବାରେ ଲାଗିଛନ୍ତି। ଉଦ୍ୟମ ବ୍ୟର୍ଥ ହେଲେ ସ୍ବାଧୀନ ପ୍ରାର୍ଥୀ ଦେଇ...
ନୟାଗଡ଼,୫।୪(ଲୋକନାଥ ମିଶ୍ର):ଜଙ୍ଗଲ ସୁରକ୍ଷାକାରୀଙ୍କୁ ଘାରିଛି ନିଅଁା ଚିନ୍ତା। ଜଙ୍ଗଲରେ ନିଅଁା ନ ଲାଗିବା ପାଇଁ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଆଦିବାସୀମାନେ ଗଁାରେ ଆଗୁଆ ସଭା କରି ସଚେତନତା ସୃଷ୍ଟି କରିଛନ୍ତି। ପୁଣି ପାଳି କରି ଜଙ୍ଗଲ ସୁରକ୍ଷାକୁ କଡ଼ାକଡ଼ି...
ନୟାଗଡ଼,୫ା୪(ଲୋକନାଥ ମିଶ୍ର):ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ନୟାଗଡ଼ ଜିଲା ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରୁନି। ଟିକେଟ୍ ଲବିରେ ବିଜେଡି ଓ କଂଗ୍ରେସ ନେତା ଥିବାରୁ ଏଭଳି ସ୍ଥିତି ଉପୁଜିଛି। ତେବେ ଭାଜପା ପ୍ରାର୍ଥୀ ଦୁଷ୍ମନ୍ତ ସ୍ବାଇଁ ଟିକେଟ୍...
ନୟାଗଡ଼,୪।୪ (ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ୍ ଚଢ଼େୟାପଲ୍ଲୀ ପଞ୍ଚାୟତର ଚଢ଼େୟାପଲ୍ଲୀ, ସୁନ୍ଦୁରୁକୁମ୍ପା (ଶ୍ୟାମ ଖଳିସାହି), ଓଷାମସ୍କା ଗଁାର ଦଳିତସାହି, ପୋଖରୀଗୋଛା ପଞ୍ଚାୟତର କଇଁଆଡିହ ଆଦି ଗାଁରେ କିଡ୍ନୀ ଜନିତ ରୋଗ ଭୟର ବାତାବରଣ ସୃଷ୍ଟି କରିଛି । ଉପରୋକ୍ତ...
ନୟାଗଡ଼, ୪।୪ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଖରାର ପ୍ରକୋପ ବୃଦ୍ଧି ପାଉଥିବାରୁ ଜିଲାପାଳ ସ୍ବଧାଦେବ ସିଂ ବୁଧବାର ସକାଳୁଆ ସ୍କୁଲ ସମୟର ପରିବର୍ତ୍ତନ ଆଣିଛନ୍ତି । ଏପ୍ରିଲ ୪ ଅର୍ଥାତ୍ ଗୁରୁବାରଠାରୁ ସକାଳ ସାଢ଼େ ୬ଟାରୁ ପୂର୍ବାହ୍ନ ସାଢ଼େ ୧୦ଟା...
ରଣପୁର,୨ା୪ (ସୁକାନ୍ତ କିଶୋର ଡାକୁଆ):ରାଜ୍ୟ ସରକାର ବହୁ ପୁରଣା ଓ ବିପଦ ସଙ୍କୁଳରେ ଥିବା ସରକାରୀ କାର୍ଯ୍ୟାଳୟର ଗୃହକୁ ଭାଙ୍ଗି କୋଟି କୋଟି ଟଙ୍କା ମଞ୍ଜୁର କରି ନୂଆ କୋଠାଘର ନିର୍ମାଣ କରୁଛନ୍ତି। ହେଲେ ନୟାଗଡ଼ ଜିଲା ରଣପୁର ତହସିଲ...
ନୟାଗଡ଼,୨ା୪ (ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ପ୍ରସିଦ୍ଧ ଶୈବପୀଠ ଯାମୁପାଟଣାସ୍ଥିତ ଦୁତୀକେଶ୍ୱର ମନ୍ଦିରରେ ସୋମବାର ନୟାଗଡ଼ ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଅରୁଣ କୁମାର ସାହୁଙ୍କୁ ଭୋଟ ଦେବା, ବିଜୟ ପାଇଁ ନୟାଗଡ଼ ବ୍ଲକର ସରପଞ୍ଚ ଓ ସମିତିସଭ୍ୟ...
ନୟାଗଡ଼,୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲ୍ଳକ ବଡବାଣପୁର ପଞ୍ଚାୟତର ଭ୍ରମରବରପ୍ରସାଦର ଶିମଳିସାହି, ସିଦ୍ଧାମୂଳା ପଞ୍ଚାୟତର ଆନନ୍ଦନଗର, ସିଘାଂପଡ଼ା ପଞ୍ଚାୟତର ଖୁଣ୍ଟୁବନ୍ଧ ଗାଁରେ ପାନୀୟ ଜଳ ସଙ୍କଟ ଦେଖା ଦେଇଛି। ଖୁଣ୍ଟୁବନ୍ଧ ଗାଁରେ ୭୪ ପରିବାରର ୨୦୫ରୁ ଊର୍ଦ୍ଧ୍ୱ ଲୋକ ବାସ...
ନୟାଗଡ଼,୩୧ା୩ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଜିଲାପାଳଙ୍କ ମିନି କନ୍ଫରେନ୍ସ ହଲ୍ରେ ଖଣ୍ଡପଡ଼ା ବ୍ଲ୍ଳକର କଣ୍ଟିଲୋ ଶ୍ରୀନୀଳମାଧବ ଜୀଉ ବିଜେଙ୍କ ମହାବାରୁଣୀ ସ୍ନାନ ନିମନ୍ତେ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏପ୍ରିଲ ୬ ତାରିଖ ମଧ୍ୟାହ୍ନ ୧୨ଟାରେ ପ୍ରଭୁ...
ନୟାଗଡ଼,୩୧ା୩ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ୪ଟି ବିଧାନସଭା ନିର୍ବାଚନମଣ୍ଡଳୀ ରହିଥିବାବେଳେ ଭାଜପା ଓ କଂଗ୍ରେସ ପକ୍ଷରୁ କୌଣସି ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ଦିଆଯାଇ ପାରିନାହିଁ। ସବୁ ନିର୍ବାଚନମଣ୍ଡଳୀରେ ୨ ଜାତୀୟ ଦଳର ପ୍ରାର୍ଥୀ ତାଲିକା ଝୁଲିରହିଛି। କାହାକୁ ଟିକେଟ ଦେଲେ ଦଳ...